ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ସ୍କୁଲ ଖୋଲା, ଜାଣନ୍ତୁ କେଉଁ ମାସରେ କେତେ ଦିନ…
ଭୁବନେଶ୍ବର,୨୪ା୪(ସୁଚିସ୍ମିତା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଏହି କ୍ୟାଲେଣ୍ଡରରେ କାର୍ଯ୍ୟଦିବସଠୁ ଆରମ୍ଭକରି ଛୁଟି, ପରୀକ୍ଷା…
ଓଏଏସ୍ ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ୨୦ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର,୨୪।୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ବିଏମ୍ସିର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ଭାବେ…
ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…
ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ SRCଙ୍କ…
କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ
ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ ଥିବା କ୍ଷୁଦ୍ର ଜଳସେଚନ ବିଭାଗ, ଡିଭିଜନ କାର୍ଯ୍ୟାଳୟ ମଧ୍ୟରେ। ଏହି ଡିଭିଜନରେ କାର୍ଯ୍ୟରତ…
ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର
ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ ସର୍ଭେ କରୁଥିବା ବେଳେ ଜଣେ ଶିକ୍ଷକ କୁକୁର କାମୁଡ଼ାରେ ଆହତ ହୋଇଛନ୍ତି। ସୂଚନା…
ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ: ସମ୍ବର୍ଦ୍ଧିତ ହେଲେ ୧୮ ଉଦ୍ୟୋଗୀ
ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା)- ‘ଧରିତ୍ରୀ’ ଓ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର ୬ଷ୍ଠ ସଂସ୍କରଣ ଗୁରୁବାର ସ୍ବସ୍ତି ପ୍ରିମିୟମ୍ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। ‘ଧରିତ୍ରୀ’ ହେଉଛି ଆଧୁନିକ ଓଡିଶାର…
ବାଗଝୋଲା ନଦୀଘାଟରୁ ଗଳିତ ମୃତଦେହ ଜବତ, ହତ୍ୟା ପରେ ଆଳୁ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଥିବା ସନ୍ଦେହ
ଥୁଆମୂଳ ରାମପୁର, ୨୩।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଏକ ଶିହରଣକାରୀ ଘଟଣା ସାମ୍ନାକୁ ଆସିଛି। ଇନ୍ଦ୍ରାବତୀ ନଦୀର ବାଗଝୋଲା ଘାଟ ନିକଟରୁ ଏକ ଅଜଣା ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ଏକ…
କେନ୍ଦୁଝର ଜିଲାପାଳଙ୍କୁ ହାଇକୋର୍ଟଙ୍କ ନୋଟିସ: ଚାକିରିରୁ ବେନିୟମ ବିଦା ଅଭିଯୋଗ, ଆବେଦନ କଲେ ପୁନଃ ବିଚାର ପାଇଁ ନିର୍ଦ୍ଦେଶ
କେନ୍ଦୁଝର/ହାଟଡିହୀ/ଆନନ୍ଦପୁର,୨୩।୪(ନରେଶ ଚନ୍ଦ୍ର ପଟ୍ଟନାୟକ, ଶୁଭକାନ୍ତ ନାୟକ, ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ (DMF) କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ କୋର୍ଟ…
ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି
ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପିଲାମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ…
ଅସହ୍ୟ ତାତି : ପଥଚାରୀଙ୍କୁ ସରବତ୍ ବାଣ୍ଟିଲେ ବରଗଡ଼ ଏସପି
ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅସହ୍ୟ ତାତି ଅନୁଭୂତ ହେଉଛି। ଏହା ଜନ ଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପଥଚାରୀମାନଙ୍କ ଦୁର୍ଦ୍ଦଶା ବଢି ଚାଲିଛି। ରାସ୍ତାପାର୍ଶ୍ବରେ ଆଶ୍ରୟ ଏବଂ ପାନୀୟ ଜଳ ପାଇଁ ସେମାନଙ୍କୁ ବହୁବିଧ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି…
ଚଳନ୍ତା ଗାଡ଼ିରେ ଫେଲ୍ ହେଲା ଷ୍ଟିଅରିଙ୍ଗ, ଗାର୍ଡୱାଲରେ ଝୁଲିଲା ହାଇୱା
ବାଲିଗୁଡା,୨୩।୪(ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରସାମ୍ୟ ହରାଇ ଗାର୍ଡୱାଲରେ ଝୁଲିଲା ଚିପ୍ସ ବୋଝେଇ ହାଇୱା । ଗୁରୁବାର ଅପରାହ୍ନରେ ବାଲିଗୁଡା ଥାନା ୪୧ ନଂ. ରାଜ୍ୟ ରାଜପଥର ମୁଖ୍ୟ ରାସ୍ତାର ଗଟାଙ୍ଗୀ ନିକଟରେ ଘଟିଛି ଦୁର୍ଘଟଣା । ତେବେ ସୌଭାଗ୍ୟବଶତଃ ଦୁର୍ଘଟଣାରେ…
ସରିଲା ଛୁଟି, ଖୋର୍ଦ୍ଧା ଜିଲାରେ କାଲିଠୁ ସକାଳୁଆ ସ୍କୁଲ
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାରେ ଶୁକ୍ରବାରଠାରୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବା ନେଇ ଘୋଷଣା କରାଯାଇଛି । ସମସ୍ତ ସରକାରୀ,ବେସରକାରୀ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ପାଇଁ…

