ଭିତରକନିକାରେ ଲାଗିଲା କ୍ୟାମେରା
ରାଜନଗର, ୨୭।୧୦(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ କ୍ୟାମେରା ଟ୍ରାପ ମାଧ୍ୟମରେ ବନ୍ୟଜନ୍ତୁମାନଙ୍କର ଗତିବିଧି ନିରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦଫାରେ ରାଜନଗର ରେଞ୍ଜର ଘଞ୍ଚ ଜଙ୍ଗଲ ମଧ୍ୟରେ କ୍ୟାମେରା ଖଞ୍ଜା ଯାଇଛି। ବନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ତାଲିମ...
ଅଲିଭ୍ ରିଡ୍ଲେ ପ୍ରଜନନ: ୧ରୁ କଟକଣା
ଭୁବନେଶ୍ୱର, ୨୭ ।୧୦(ବ୍ୟୁରୋ): ଚଳିତବର୍ଷ ଅଲିଭ୍ ରିଡ୍ଲେ ପ୍ରଜନନ ଋତୁରେ ଏମାନଙ୍କ ସଂରକ୍ଷଣ ଓ ସୁରକ୍ଷା ପାଇଁ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି ହୋଇଛି। ନଭେମ୍ବର ୧ରୁ ୨୦୨୨ ମେ’ ୩୧ ପର୍ଯ୍ୟନ୍ତ କଟକଣା ଲାଗିବ। ଧାମରା, ଦେବୀ ଓ ଋଷିକୁଲ୍ୟା...
୫ ଶ୍ରେଣୀ ପାଇଁ ଗୋଟିଏ କୋଠରି
ନାଉଗଁ। ,୨୭।୧୦(ସ୍ବ.ପ୍ର.):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ତାଲିମ୍ ଦିଆଯାଇ ପିଲାଙ୍କ ମାନସିକ,ବୈାଦ୍ଧିକ ବିକାଶ ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର ନାଉଗଁ। ବ୍ଲକ ଶିଖର ପଞ୍ଚାୟତ ଅନ୍ତର୍ଗତ ନଳାଙ୍ଗ ଗ୍ରାମର ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥାକୁ...
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂଶୋଧନ ସଂରକ୍ଷଣ ଚିଠା
କେନ୍ଦ୍ରାପଡ଼ା ଅଫିସ, ୨୭।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସଂଶୋଧନ ସ୍ଥାନ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଜିଲାପାଳ ଅମୃତ ଋତୁରାଜ କେନ୍ଦ୍ରାପଡ଼ା ଜିଲାର ୩୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର...
ଏଥର ତଦନ୍ତ, ନିଷ୍ପତ୍ତି ନେବ ଟିଏସି
ଯାଜପୁର ଅଫିସ,୨୭।୧୦:ଫସଲ ଉଜୁଡ଼ିଲେ ଚାଷୀ ଆଖିରୁ ଲୁହଝରେ। ଋଣ ଶୁଝି ନ ପାରି ସେ ଆମତ୍ହତ୍ୟା ଭଳି ପନ୍ଥା ଆପଣାଇବାକୁ ବାଧ୍ୟ ହୁଏ। ଚାଷ ପାଇଁ ଆବଶ୍ୟକ ହୁଏ ପାଣି । ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ...
ନୂଆ ରୂପ ନେବ ୬ ମାଛ ମାର୍କେଟ
ଭୁବନେଶ୍ୱର,୨୭ ।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଥିବା ୬ ମାଛ ମାର୍କେଟ ନୂଆ ରୂପ ନେବ। ସେଠାରେ ବ୍ୟାପକ ଉନ୍ନତୀକରଣ କରାଯିବା ସହ ଅତ୍ୟାଧୁନିକ କୋଠା ନିର୍ମାଣ କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପ୍ରକ୍ରିୟା ଆରମ୍ଭ କରିଛି।...
କଟକ-ଭୁବନେଶ୍ୱର ରୋଡର ୩ ବାର୍ ସିଲ
ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଉଚ୍ଚ ବାଦ୍ୟଯନ୍ତ୍ର ଓ ନାଚଗୀତର ଆସର ପାଇଁ ଲାଇସେନ୍ସ ନ ଥାଇ ମଧ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲୁଥିଲା ବାର୍। ରଙ୍ଗିନ୍ ହେଉଥିଲା ରାତି। ଖୋଲାଖୋଲି ନିୟମର ଉଲ୍ଲଂଘନ କରାଯାଉଥିଲା। ଏଭଳି ଅଭିଯୋଗ ପାଇବା ପରେ ମଙ୍ଗଳବାର କଟକର...
ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ବନୀତା
ନବରଙ୍ଗପୁର, ୨୬।୧୦(ବି.ପ୍ର.): କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା...
ଝୁଲନ୍ତା ମୃତ ଦେହ ଉଦ୍ଧାର
ଝରିଗାଁ, ୨୬।୧୦(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ମୃତକ ହେଲେ ଝରିଗାଁ ବ୍ଲକ କାନାକୋଟ ପଞ୍ଚାୟତ ନିରୋଣ୍ଡି ଗ୍ରାମର ନକୁଳ ଭତ୍ରା(୨୨) ଓ ତାଙ୍କ ପ୍ରେମିକା ଇନ୍ଦୁମତୀ (୧୯)। ନକୁଳ ଓ ଇନ୍ଦୁମତୀଙ୍କର ଦୀର୍ଘଦିନରୁ...
ଲାଗିଲାଣି ମାଓବାଦୀ ପୋଷ୍ଟର
ମୁନିଗୁଡ଼ା/ରାୟଗଡ଼ା ଅଫିସ,୨୬।୧୦(ଡି.ଏନ୍.ଏ.):ରାୟଗଡ଼ା ଜିଲା ମୁନିଗୁଡ଼ା ଥାନା ଅଧୀନ କୁମୁଡ଼ାବାଲି ଶିବମନ୍ଦିର ଯିବା ରାସ୍ତାରେ ଥିବା ଯାତ୍ରୀ ପ୍ରତୀକ୍ଷାଳୟ ସମ୍ମୁଖରେ ମଙ୍ଗଳବାର ୫ଟି ମାଓବାଦୀ ପୋଷ୍ଟର ଲାଗିଛି। ସିପିଆଇ ମାଓବାଦୀ ବଂଶଧାରା ଘୁମୁସୁରା ନାଗାବଳୀ ଡିଭିଜନାଲ କମିଟି ପକ୍ଷରୁ ଉକ୍ତ ପୋଷ୍ଟର...
ମନ୍ଦିରରୁ ଚୋରି କରିଥିବା ଯୁବକଙ୍କୁ ଡରାଉଥିଲା ନାଗ
ଡେଲାଙ୍ଗ,୨୬।୧୦(ଡି.ଏନ୍.ଏ.): ଏକ ମନ୍ଦିରରୁ ଚୋରି ଘଟଣାରେ ଜଣେ ଯୁବକଙ୍କୁ ଧରିଛି ପୋଲିସ । ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଅଞ୍ଚଳ ପିତାପଲ୍ଲୀର ରଶ୍ମିରଞ୍ଜନ ପ୍ରଧାନ(୨୪)। ସେ ଧରା ପଡ଼ିବା ପରେ କହିଛନ୍ତି , ଚୋରି କଲା ପରେ ତାଙ୍କୁ ନାଗ...
ପାରମିତା ପାଇଲେ ‘ଶାରଳା ପୁରସ୍କାର’
ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଇମ୍ଫା ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ୪୨ତମ ଶାରଳା ପୁରସ୍କାର ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ କଥାକାର ପାରମିତା ଶତପଥୀଙ୍କୁ ଚଳିତ ବର୍ଷର ସମ୍ମାନଜନକ ‘ଶାରଳା ପୁରସ୍କାର’ ପ୍ରଦାନ କରାଯାଇଛି। ଇମ୍ଫା କାର୍ଯ୍ୟାଳୟରେ...
Archives


