କାଳବୈଶାଖୀ ପ୍ରଭାବରେ କିଛି ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ୱର,୭।୪(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ…
ଆଉ ରିମାଣ୍ଡ ନୁହେଁ, ୧୧ରେ ଶୁଣାଣି
ଚାନ୍ଦବାଲି,୭ା୪(ଡି.ଏନ୍.ଏ.): ବହୁ ଚର୍ଚ୍ଚିତ କ୍ୟାମେରା ମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନୁ ଭୋଇଙ୍କୁ କ୍ରାଇମବ୍ରାଞ୍ଚ ଟିମ୍ ୩ଦିନିଆ ରିମାଣ୍ଡରେ ଗତ ୩ ତାରିଖରେ ନେଇଥିଲେ। ଗୁରୁବାର ଚାନ୍ଦବାଲି ଜେଏମ୍ଏଫ୍ସିଙ୍କ କୋର୍ଟରେ ହାଜର କରାଯିବା…
ଜେଲ ଗଲେ ଶର୍ମିଷ୍ଠା,ଝୁନୁ
ଭୁବନେଶ୍ୱର,୭।୪(ବ୍ୟୁରୋ): କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ବିଚାର ବିଭାଗୀୟ ହାଜତକୁ ଗଲେ ଶର୍ମିଷ୍ଠା ରାଉତ୍ ଓ ତାଙ୍କ ସହଯୋଗୀ ଝୁନୁ ଭୋଇ। ଦ୍ୱିତୀୟ ପର୍ଯ୍ୟାୟ ୩ ଦିନିଆ ରିମାଣ୍ଡ ସରିବା ପରେ ଗୁରୁବାର କ୍ରାଇମ୍ବ୍ରାଞ୍ଚ ଉଭୟଙ୍କୁ କୋର୍ଟରେ ହାଜର କରିଥିଲା।…
ସିଏମ୍ସି ଡେପୁଟି ମେୟରେ ହେଲେ ଦମୟନ୍ତୀ
କଟକ ଅଫିସ,୭।୪: କଟକ ଡେପୁଟି ମେୟର ଭାବେ ନିର୍ବାଚିତ ହୋଇଛନ୍ତି ସର୍ବକନିଷ୍ଠ କର୍ପୋରେଟର ଦମୟନ୍ତୀ ମାଝି। ବିଜେଡିର ସଂଖ୍ୟା ଗରିଷ୍ଠତା ଥିବାରୁ ସେ ଗୁରୁବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଦମୟନ୍ତୀ ୪୯ ନଂ ୱାର୍ଡର କର୍ପୋରେଟର ଭାବରେ ବିଜୟୀ ହୋଇଥିଲେ। ମୁଖ୍ୟମନ୍ତ୍ରୀ…
ଶପଥ ଗ୍ରହଣ କଲେ ସୁବାସ ସିଂ
କଟକ ଅଫିସ,୭।୪: କଟକର ନବନିର୍ବାଚିତ ମେୟର ସୁବାସ ସିଂ ଶପଥ ଗ୍ରହଣ କରିଛନ୍ତି । ସିଏମ୍ସି ମେୟର ଭାବେ ସେ ଶପଥ ଗ୍ରହଣ କରିଛନ୍ତି। ଏନେଇ ଗୁରୁବାର ଶହୀଦ ଭବନରେ ଆୟୋଜିତ ଏକ ଉତ୍ସବରେ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ସଂଗ୍ରାମଜିତ…
୫ ଦିନିଆ ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ
ଭୁବନେଶ୍ୱର,୭ା୪(ବ୍ୟୁରୋ): ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁ। କମଳାଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର ଏସ୍ଡିଜେଏମ ଅନୁମତି ଦେଇଛନ୍ତି। କମଳାଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ ହୋଇଥିଲା।କୋର୍ଟ…
ସିଏମ୍ସି ଡେପୁଟି ମେୟର ନିର୍ବାଚନ: ସମ୍ମିଳନୀ କକ୍ଷ ଛାଡ଼ି ପଳାଇଲେ ଭାଜପା, କଂଗ୍ରେସ
କଟକ ଅଫିସ,୭ା୪: ସିଏମ୍ସି ଡେପୁଟି ମେୟର ନିର୍ବାଚନକୁ ଭାଜପା ଓ କଂଗ୍ରେସର ବୟକଟ। ନିର୍ବାଚନ ସମ୍ମିଳନୀ କକ୍ଷ ଛାଡ଼ି ପଳାଇଛନ୍ତି ଭାଜପା ଓ କଂଗ୍ରେସ କାଉନସିଲର। ଗଣତନ୍ତ୍ରର ଏକ ପ୍ରକାର ହତ୍ୟା କରାଯାଉଥିବା ନେଇ ଅଭିଯୋଗ କରିଛନ୍ତି ଉଭୟ ଭାଜପା ଏବଂ…
ରାଜ୍ୟରେ ୨୦୮ ଆକ୍ଟିଭ୍ କେସ୍, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ
ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ କେସ୍ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୩ ପିଲା ଅଛନ୍ତି। ନୂତନ ପଜିଟିଭ୍ଙ୍କ ପରେ…
ଆଜି ପୌର ଉପାଧ୍ୟକ୍ଷ ନିର୍ବାଚନ; ସକାଳ ୧୦ରୁ ହେବ ନାମାଙ୍କନ ଦାଖଲ
ଭୁବନେଶ୍ୱର,୭।୪(ବ୍ୟୁରୋ): ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ଗୁରୁବାର ନିର୍ବାଚନ ହେବ। ଏଥିସହିତ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ମଧ୍ୟ ଭୋଟ ହେବ। ୧୦୫ ପୌରାଞ୍ଚଳରେ ୫୮ଟି ଏନଏସି ଓ ୪୭ଟି ମ୍ୟୁନିସିପାଲିଟି ଥିବା ବେଳେ ସକାଳ…
ଦଳ ନିଷ୍ପତ୍ତିକୁ ସଭିଙ୍କ ନଜର
ଭୁବନେଶ୍ୱର,୭।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିଥିବା ବେଳେ ଏବେ ଡେପୁଟି ମେୟର ନିର୍ବାଚନ ନେଇ ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। ଶାସକ ଦଳ ୬୭ଟି କର୍ପୋରେଟର ଆସନ ମଧ୍ୟରୁ ୪୮ଟି ନିଜ ଅକ୍ତିଆରକୁ ନେଇଥିବା ବେଳେ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଛାତ୍ରୀ ନିବାସରେ ପଶିଥିଲେ, ବନ୍ଧା ହେଲେ ୨ ନକଲି ଆର୍ମି ଅଫିସର
ଗୋପାଳପୁର,୭ା୪(ଡି.ଏନ.ଏ.): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ଛାତ୍ରୀ ଆବାସରେ ନିଜକୁ ଆର୍ମି ଅଫିସର ପରିଚୟ ଦେଇ ଜୋରଜବରଦସ୍ତି ପଶିବା ଅଭିଯୋଗରେ ଗୋପାଳପୁର ପୋଲିସ ବୁଧବାର ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବରଗଡ଼ ଜିଲା ପାଇକମାଳ ଥାନା ଅନ୍ତର୍ଗତ ସାଲେପାଲି…
୪.୪୨ କୋଟି ଟଙ୍କାର ନୂଆ ବସ୍ଷ୍ଟାଣ୍ଡ ଅଲୋଡ଼ା
ନୟାଗଡ଼ ଅଫିସ,୭।୪: ପୁଣି ଅଲୋଡ଼ା ହୋଇଛି ନୂଆ ବସ୍ଷ୍ଟାଣ୍ଡ। ନୟାଗଡ଼ ନୂଆ ବସ୍ଷ୍ଟାଣ୍ଡକୁ ବସ୍ ଯିବା ବନ୍ଦ ହେବା ପରେ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ପୁଣି ବସ୍ଷ୍ଟାଣ୍ଡରେ ଥିବା ମାର୍କେଟ କମ୍ପ୍ଲେକ୍ସ ବନ୍ଦ ହୋଇ ପଡ଼ିଛି। ପୂର୍ବପରି ନୟାଗଡ଼…
Archives


