ରାଜ୍ୟ

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୨୫ଲକ୍ଷର ବ୍ରାଉନସୁଗାର ଜବତ ହୋଇଛି। ସୁନ୍ଦରପଦା ହାଇଟେକ୍‌ ଛକରୁ ଏହି ଧଳା ଜହର ଜବତ କରିଛି ଏୟାରଫିଲ୍ଡ ଥାନା ପୋଲିସ । ବ୍ରାଉନସୁଗାର କାରବାରରେ ୟୁପିର ଡ୍ରଗ୍ସ ମାଫିଆ ଆନନ୍ଦ କୁମାରକୁ ଗିରଫ କରିଛି ପୋଲିସ।...

ଚଳଚଞ୍ଚଳ ହେଲାଣି ପକ୍ଷୀଙ୍କ ଭୂସ୍ବର୍ଗ

ଖୋର୍ଦ୍ଧା ଅଫିସ,୨୫ା୧୦: ଏସିଆ ମହାଦେଶର ସର୍ବବୃହତ ଲୁଣା ହ୍ରଦ ମରାଳ ମାଳିନୀ ନୀଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହେଲାଣି। ଚଳିତ ବର୍ଷ ଅକ୍ଟୋବର ୨ୟ ସପ୍ତାହରୁ ଧୀରେ ଧୀରେ ପକ୍ଷୀ ଆସିବାରେ ଲାଗିଛନ୍ତି। କିଚିରି ମିଚିରି କଳରବରେ ଫାଟିପଡୁଛି...

ନକଲି ଟିପିରେ ବଢୁଛି ବାଲି ଲୁଟ୍‌

ଯାଜପୁର ଅଫିସ/ପାଣିକୋଇଲି (ଡି.ଏନ.ଏ.), ୨୫ା୧୦: ନଦୀନାଳ ଭରା ଯାଜପୁର ଜିଲାରେ ବେଆଇନ ବାଲି ଉତ୍ତୋଳନ ଚାଲିଥିଲେ ହେଁ ରାଜସ୍ବ ବିଭାଗର ନଜର ନ ପଡ଼ିବା ଦୁର୍ଭାଗ୍ୟର ବିଷୟ ହୋଇଛି। ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଉପଯୁକ୍ତ ପଦକ୍ଷେପ ଗ୍ରହଣ ନ କରିବା...

ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୧୨କୁ ବୃଦ୍ଧି

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଧାନ ଫସଲରେ ମାଟିଆ ପୋକ, ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୨୫ା୧୦: ଚଳିତବର୍ଷର ଲଗାଣ ବର୍ଷା, ବନ୍ୟା ପରେ ସାର ଓ ରାସାୟନିକ ଔଷଧର ଅଭାବ ଚିନ୍ତାର କାରଣ ସାଜିଛି। ଧାନ ଫସଲରେ ମାଟିଆ ପୋକ ଯୋଗୁ ଗଛଗୁଡିକ ନଷ୍ଟ ହୋଇଯାଉଛି। ଫଳରେ ଜିଲାର ୮ ବ୍ଲକ ଅଞ୍ଚଳର...

ବୁଝାମଣା ଚେଷ୍ଟା କରିଥିଲେ ମନ୍ତ୍ରୀ: ବିଜୟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ରାଜନୈତିକ ଆନ୍ଦୋଳନ, ପ୍ରତିବାଦ ଏବଂ ବିକ୍ଷୋଭ ବନ୍ଦ ହେବାର ନାଁ ନେଉ ନାହିଁ। ଏହି ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବି କରି ଭାଜପା ଓ କଂଗ୍ରେସ ବିରୋଧ...

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ...

ଫେରାର ପଛରେ ଅନେକ ରହସ୍ୟ

ବଲାଙ୍ଗୀର ଅଫିସ, ୨୫ା୧୦: ଟିଟିଲାଗଡ ପୋଲିସ ବାରାକ୍‌ରୁ ଫେରାର ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗତ ୧୯ ତାରିଖ ଅପରାହ୍ନରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁା ନିକଟ ଏକ ଆଖୁ କିଆରିରୁ ଗିରଫ କରାଯାଇଥିଲା। ଗୋବିନ୍ଦଙ୍କ...

ସରକାରୀ ଅନୁଦାନର ବର୍ଷା

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ବିଧାୟକ, ଏମ୍‌ପି ଓ ମନ୍ତ୍ରୀମାନଙ୍କୁ ପ୍ରଭାବିତ କରି ବିପୁଳ ସରକାରୀ ଅର୍ଥ ନିଜ ସ୍କୁଲ ଓ କଲେଜ ପାଇଁ ନେଇଥିବା ଜଣାପଡିଛି। ସ୍ଥାନୀୟ ବିଧାୟକଙ୍କ ବିନା ସୁପାରିସରେ ପଶ୍ଚିମ...

ଗୋବିନ୍ଦଙ୍କ ପାଇଁ ସବୁ ଜଳାଞ୍ଜଳି

ଭବାନୀପାଟଣା,୨୫।୧୦(ସ୍ବ.ପ୍ର.): ଗୋବିନ୍ଦଙ୍କ ପାଇଁ ସବୁ ଲକ୍ଷ୍ମଣରେଖାକୁ ଡେଇଁଥିଲେ ସରକାରୀ ବାବୁମାନେ। କମ୍ପଟ୍ରୋଲର ଆଣ୍ଡ୍‌ ଅଡିଟର ଜେନେରାଲ (ସିଏଜି)ଙ୍କ ଆପତ୍ତି ସତ୍ତ୍ୱେ ଗୋବିନ୍ଦଙ୍କ ଶିକ୍ଷାନୁଷ୍ଠାନକୁ ଅଜାଡ଼ି ଚାଲିଥିଲେ ସରକାରୀ ଟଙ୍କା। ତାଙ୍କ ଶିକ୍ଷାନୁଷ୍ଠାନକୁ ମନ୍ତ୍ରୀ, ନେତା ବାରମ୍ବାର ଧାଉଁଥିଲେ। ନେତା, ଅଫିସରଙ୍କୁ...

ବଢ଼ୁନି ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ ଅବସର ବୟସ

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ବଶ୍ୱବିଦ୍ୟାଳୟରେ ବହୁ ପଦବୀ ଖାଲି ପଡ଼ିଛି। ଏପରିକି ଉତ୍କଳ ବିଶ୍ୱବିଦ୍ୟାଳୟରେ ମଧ୍ୟ ୫୦% ପଦବୀ ଖାଲି ପଡ଼ିଛି। ଗୋଟିଏ ପଟେ ପଦବୀ ଶୀଘ୍ର ପୂରଣ ହୋଇପାରୁ ନ ଥିବାବେଳେ ଅନ୍ୟପଟେ ବିଶ୍ୱବିଦ୍ୟାଳୟ ଅଧ୍ୟାପକଙ୍କ...

ଆଜି ରାଜ୍ୟରୁ ୪୨୫ ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୧ ପିଲା

ଭୁବନେଶ୍ୱର,୨୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୨୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୩୮,୮୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪୯ ଜଣ ଚିହ୍ନଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri