ଟ୍ୟୁସନ ଯାଉଛି କହି ଘରକୁ ଫେରିଲାନି ପୁଅ, ଥାନାରେ ଏତଲା ଦେଲେ ପରିବାର ଲୋକେ
ବାଲିଗୁଡ଼ା,୯ା୨(ଡି.ଏନ୍.ଏ.): ଟ୍ୟୁସନ ଯାଉଛି କହି ଘରକୁ ଆଉ ଫେରିଲାନି ପୁଅ । ପରିବାର ଲୋକେ ବହୁତ ଖୋଜାଖୋଜି କରିବା ପରେ ଥାନାରେ ଏତଲା ଦେଇଛନ୍ତି। ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ବାଲିଗୁଡ଼ା ବିଜ୍ଞାପିତ…
କେନ୍ଦ୍ରମନ୍ତ୍ରୀଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା, ମାର୍ଚ୍ଚ ୮ରେ ପରବର୍ତ୍ତୀ ଶୁଣାଣି
କଟକ ଅଫିସ,୯।୨: କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ଦେଇଛନ୍ତି। ମାର୍ଚ୍ଚ ୪ ତାରିଖରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ଏବଂ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ମାର୍ଚ୍ଚ ୮ରେ ଏହାର ପରବର୍ତ୍ତୀ ଶୁଣାଣି ହେବ…
ମାଓବାଦୀଙ୍କ ଲାଣ୍ଡମାଇନ୍ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ
ଫୁଲବାଣୀ ଅଫିସ, ୯।୨-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସାଡୀଙ୍ଗିଆ ପଞ୍ଚାୟତ କିଆମୁଣ୍ଡା ନିକଟରେ ମାଓବାଦୀ ଖଞ୍ଜିଥିବା ଲ୍ୟାଣ୍ଡମାଇନ୍ ବିସ୍ପୋରଣରେ ଜଣେ ୨୨ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଜଣଙ୍କ କିଆମୁଣ୍ଡା ଗାଁର ପିଙ୍କୁ କହଁର ବୋଲି ସୂଚନା ମିଳିଛି। କିଆମୁଣ୍ଡା ଗାଁ ନିକଟରେ…
ଜମି ଅଧିଗ୍ରହଣରେ ପାଦେ ଆଗେଇଲା
ଯାଜପୁର ଅଫିସ,୯।୨: ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଆଉ ଏକ ପାଦେ ଆଗେଇଛି। ନୟାଗଡ଼ ଓ ବୌଦ୍ଧ ଜିଲାର ପ୍ରାୟ ୬୨ ଏକର ବେସରକାରୀ ଜମି ଅଧିଗ୍ରହଣ ପାଇଁ ୧୦ କୋଟି ୯୮ ଲକ୍ଷ ୬୬ ହଜାର ୮୫୭ ଟଙ୍କା ମଞ୍ଜୁର ହୋଇଛି। ଏହିମର୍ମରେ…
ପୁଣି ଭିଜିବ ଓଡ଼ିଶା
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ପାଗ ଶୁଖିଲା ରହିବା ନେଇ ଆଞ୍ଚୂିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ । ଅପରାହ୍ନରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା…
ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭୁବନେଶ୍ୱରରୁ ୧୪ଜଣ…
ଖସୁଛି ଦୈନିକ ସଂକ୍ରମଣ: ଆଜି ୧୭୧୨ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୯୭ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୧୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…
ଖଣ୍ଡଗିରିରୁ ବିଶ୍ୱଶାନ୍ତିର ବାର୍ତ୍ତା
ଭୁବନେଶ୍ୱର, ୯।୨(ବ୍ୟୁରୋ): ମନ୍ତ୍ରଧ୍ୱନି, ଘଣ୍ଟଘଣ୍ଟା ତାଳେ ତାଳେ ଗୁଞ୍ଜରିତ ହେଉଛି ଐତିହ୍ୟସ୍ଥଳୀ ଖଣ୍ଡଗିରି-ଉଦୟଗିରି। ଏଠାରେ କାଶୀ, ହରିଦ୍ୱାର, ବନାରସ, ନାସିକ ପ୍ରଭୃତି ସ୍ଥାନରୁ ଶତାଧିକ ସାଧୁ ସନ୍ନ୍ୟାସୀଙ୍କ ସମାଗମ ହୋଇଛି। ଐତିହ୍ୟସ୍ଥଳୀରେ ଥିବା ପବିତ୍ର ଜଳାଶୟ ରାଧାକୁଣ୍ଡରୁ ଜଳ ଆଣି କଳସ…
ପୁରାଣ କଥା କହେ ବିରାଟ ଗାଦି
କଟକ ଅଫିସ,୯।୨: ପ୍ରାଚୀନ ଇତିହାସ ସହ ଜଡିତ ହୋଇ ରହିଛି କଟକ ଜିଲାରେ ଅନେକ ସ୍ଥାନ। ସେଥିମଧ୍ୟରେ କଟକ ଜିଲା ଚୌଦ୍ୱାର ଅଞ୍ଚଳର ବିରାଟ ଗାଦି(ବଧି ପାର୍କ) ଅନ୍ୟତମ। ଏଠାରେ ହିନ୍ଦୁ, ବୌଦ୍ଧ ଓ ଜୈନ ଧର୍ମର ଅନେକ କୀର୍ତ୍ତିରାଜି ରହିଛି।…
ଆଜି ଗଜପତି ମହାରାଜାଙ୍କ ସାନ ଝିଅ ବାହାଘର
ପୁରୀ ଅଫିସ,୯।୨: ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ କନିଷ୍ଠ କନ୍ୟା ଦେବେଶୀ ଦେବୀଙ୍କ ବୁଧବାର ବିବାହ ଅନୁଷ୍ଠିତ ହେବ। ହରିୟାଣା ଗୁରୁଗ୍ରାମରେ ରହୁଥିବା ବର୍ଦ୍ଧମାନ ରାଜପରିବାର ରାଜକୁମାର ଆଦିତ୍ୟ କେହେରଙ୍କ ସହ ଦେବେଶୀଙ୍କ ବିବାହ ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ…
୧୨ରୁ ଖୋଲିବ ଧର୍ମାନୁଷ୍ଠାନ
ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜଧାନୀରେ ପୁଣି ଚଳଚଞ୍ଚଳ ହେବ ମନ୍ଦିର ବେଢ଼ା। କୋଭିଡ୍ ପାଇଁ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଉଠିଥିବା ପାଚେରି ଭାଙ୍ଗିବ। ଦେବଦେବୀଙ୍କ ଦର୍ଶନ କରି ଶ୍ରଦ୍ଧାଳୁମାନେ ପୁଣି ଥରେ ଆଶୀର୍ବାଦ ଭିକ୍ଷା କରିପାରିବେ। ରାଜ୍ୟରେ କରୋନା ସଂକ୍ରମଣ କମିବା…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଣ୍ଡିତ ଦାମୋଦର ହୋତାଙ୍କ ଶେଷକୃତ୍ୟ
ଭୁବନେଶ୍ୱର, ୯।୨ (ବ୍ୟୁରୋ):ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗବେଷକ ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପଣ୍ତିତ ଡ. ଦାମୋଦର ହୋତାଙ୍କର ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ବର୍ଗତ ହୋତାଙ୍କୁ ପୁରୀ…
Archives


