ରାଜ୍ୟ

୩ ବର୍ଷ ପରେ ୨ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ମାଳମାଳ ଯୋଜନା ଘୋଷଣା ହେଉଛି। ତେବେ ସେଥିରୁ ଲୋକେ କେତେ ଉପକୃତ ହେଉଛନ୍ତି ତାହାର ଉତ୍ତର ଖୋଜିବା ଲାଗି ସରକାରୀ ସ୍ତରରେ ସେତେଟା ତତ୍ପରତା ପ୍ରକାଶ ପାଉନାହିଁ। ଯୋଜନାର ପରିକଳ୍ପନା ଓ ବାସ୍ତବତା ମଧ୍ୟରେ ଏକ ଦୀର୍ଘ ଅନ୍ତର...

ବର୍ଷକରେ ଶହୀଦ ହୋଇଛନ୍ତି ୩୭୭

କଟକ ଅଫିସ,୨୨।୧୦:ପୋଲିସ ମୁଖ୍ୟାଳୟ ପରିସରରେ ଗୁରୁବାର ୬୨ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର...

ମାଧ୍ୟମିକ ସ୍କୁଲରେ ନିଯୁକ୍ତ ହେବେ ୫୫୦ କ୍ରୀଡ଼ା ଶିକ୍ଷକ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ସରକାରୀ ମାଧ୍ୟମିକ ସ୍କୁଲଗୁଡ଼ିକରେ ଖାଲିଥିବା ପଦବୀରେ ୫୫୦ ଜଣ କ୍ରୀଡ଼ା ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପକ୍ଷରୁ ଅକ୍ଟୋବର ୫ରେ ହୋଇଥିବା ଅନ୍‌ଲାଇନ ପରୀକ୍ଷାଫଳ ଚୂଡ଼ାନ୍ତ ହୋଇଛି। ଏହି ପରୀକ୍ଷାରେ ମୋଟ ୫୫୦ ପ୍ରାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।...

ଓମାନରେ ୮ ଓଡ଼ିଆ ଶ୍ରମିକ ନିର୍ଯାତିତ

ବାଲୁଗଁ।/ବାଣପୁର, ୨୨।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟ କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ଟଙ୍କା ରୋଜଗାର...

ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍‌ କୋଡ୍‌

ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ କରି ସେବାୟତମାନେ ଗୁରୁବାରଠାରୁ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିଛନ୍ତି। ସେହିପରି ଆସନ୍ତା ଦୀପାବଳି...

ସ୍ଲରି ପାଇପ୍‌ ଲାଇନ୍‌ ପାଇଁ ଜଳକର

ଯାଜପୁର ଅଫିସ,୨୨।୧୦: ସ୍ଲରି ପାଇପ୍‌ ଲାଇନ୍‌ରେ ଖଣିଜ ପଦାର୍ଥ ପରିବହନ କରୁଥିବା କମ୍ପାନୀଗୁଡ଼ିକ ଉପରେ ଜଳକର କେତେ ନିର୍ଦ୍ଧାରଣ ହେବ ସେନେଇ ପ୍ରସ୍ତାବ ଦେବାକୁ ଶିଳ୍ପ ବିଭାଗ ସମେତ ଷ୍ଟିଲ ଓ ଖଣି ବିଭାଗର ଅତିରିକ୍ତ ସଚିବଙ୍କୁ ରାଜ୍ୟ ଜଳ...

ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ବାରିପଦା ଅଫିସ/ଚିତ୍ରଡ଼ା,୨୨ା୧୦(ଡି.ଏନ.ଏ.): କରୋନା କଟକଣା ନ ମାନି ଯାତ୍ରା ପରିବେଷଣ କରିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସ ‘ଧର୍ତ୍ତୀ ସିର୍ଜନ’ ନାମକ ଏକ ଆଦିବାସୀ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିବା ସହ ୬ ଆୟୋଜକଙ୍କ ନାମରେ...

୬ ହଜାର ଟଙ୍କା ନେଇ ଧରାପଡ଼ିଲେ ପିଇଓ

ଭବାନୀପାଟଣା,୨୨।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଲପୁର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ(ପିଇଓ) କ୍ଷମା ପ୍ରସାଦ ଦୁରିଆ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର କଳାହାଣ୍ଡି ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜଣେ ହିତାଧିକାରୀଙ୍କଠାରୁ ପ୍ରଧାନମନ୍ତ୍ରୀ...

ଦେଢ଼ କୋଟି ଟଙ୍କାର ବ୍ରାଉନସୁଗାର ହେଲା ଜବତ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ହାତରେ ଏକ ଆନ୍ତଃରାଜ୍ୟ ବ୍ରାଉନସୁଗାର ବେପାରୀ ଧରାପଡିଛନ୍ତି। ପଶ୍ଚିମବଙ୍ଗରୁ ଆସି କଟକ ଜିଲା ଟାଙ୍ଗୀ ୧୬ ନଂ. ଜାତୀୟ ରାଜପଥ ନିକଟରେ ଡିଲ୍‌ବେଳେ ବୁଧବାର ବିଳମ୍ବିତ ରାତିରେ ତାଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଛି।...

ଅନ୍ତିମ ସତ୍କାର କରାଇ ଦେଲେନି ମହୁମାଛି

କୁତ୍ରା,୨୧।୧୦(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗ ମାର୍ଟିନପଡା ଗ୍ରାମରେ ମହୁମାଛି ଆକ୍ରମଣରେ ୧୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ନେଲସନ ସମାଧ, ଆନନ୍ଦ ମାସି ସମାଧ, ମନସିତ କାଣ୍ଡୁଲାନା, ବିନକା ଲୁଗୁନ, ସୁଚିତା ଗୁଡ଼ିଆ,...

୪୩ ମାଓବାଦୀଙ୍କ ସହ ଏକାଠି ଖାଇଲେ ସୁକୁମା ଏସ୍‌ପି

ମାଲକାନଗିରି, ୨୧ା୧୦ (ଡି.ଏନ.ଏ.): ସୁକ୍‌ମା ପୋଲିସ ନିକଟରେ ୪୩ ଜଣ ମାଓବାଦୀ ଗୁରୁବାର ଆତ୍ମ ସମର୍ପଣ କରିଛନ୍ତି। ତେବେ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏହି ମାଓବାଦୀଙ୍କ ସହ ତଳେ ବସି ସୁକୁମା ଏସ୍‌ପି ଏକାଠି ଖାଦ୍ୟ ଖାଇଥିଲେ। ଏମିତି...

ଗଳାକାଟି ହତ୍ୟା କରିଥିବା ଅଭିଯୁକ୍ତ ଧରାପଡ଼ିଲେ

ରାଉରକେଲା ଅଫିସ,୨୧।୧୦: ରାଉରକେଲା ସେକ୍ଟର-୧୯ ଅଞ୍ଚଳରେ ବୁଦା ଭିତରୁ ଗଳାକଟା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଜବତ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆକାଶ ପ୍ରଧାନ(୨୭),...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri