ଆସନ୍ତା ୧୯ରେ ପୁରୀ ଆସିବେ ରାଷ୍ଟ୍ରପତି!
ପୁରୀ ଅଫିସ,୮।୨: ଚଳିତ ମାସରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବୃୟାରୀ ୧୯ରେ ପୁରୀ ଆସିବେ। ଦିନକ ପରେ ଅର୍ଥାତ ୨୦ରେ ସେ ଫେରିଯିବେ। ଏହି ଗସ୍ତକାଳରେ ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ…
ବୁଧବାର ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା
କଟକ ଅଫିସ,୮।୨: ଓଡ଼ିଶା ମାଧ୍ୟମିକ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସ୍ଏସ୍ଟିଇଟି) ବୁଧବାର ଅନୁଷ୍ଠିତ ହେବ। ପ୍ରଥମ ପେପର୍ ସକାଳ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ଓ ଦିନ ୧ଟାରୁ ୩.୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପେପର ପରୀକ୍ଷା ହେବ । ମୋଟ ୭୨,୨୮୦ ପରୀକ୍ଷାର୍ଥୀ ଏଥିନେଇ…
୧୨ରୁ ଖୋଲିବ ସମସ୍ତ ଧର୍ମାନୁଷ୍ଠାନ
ଭୁବନେଶ୍ୱର,୮।୨(ବ୍ୟୁରୋ): ଆସନ୍ତା ୧୨ଠାରୁ ରାଜଧାନୀର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ। କୋଭିଡ୍ ଗାଇଡ୍ଲାଇନ୍ ଅନୁସାରେ ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ନେଇ ବିଏମ୍ସି ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ତେବେ ଡବଲ୍ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁ ମନ୍ଦିରରେ ପ୍ରବେଶଣ ନିମନ୍ତେ ଅନୁମତି…
ପୁଣି ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ୫ ଜଣ ସରକାରୀ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁର୍ନତୀ ଓ ଅପାରଗତା ପାଇଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅବସର ନେଇଥିବା ଅଧିକାରୀମାନେ ହେଲେ ବରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀ ସନ୍ତୋଷ କୁମାର…
ପୌରାଞ୍ଚଳ ନିର୍ବାଚନ ପାଇଁ ବଢିଲା ନିର୍ବାଚନୀ ଖର୍ଚ୍ଚ: ଜାଣନ୍ତୁ କେତେ ପର୍ଯ୍ୟନ୍ତ କରିପାରିବେ
ଭୁବନେଶ୍ୱର,୮।୨(ବ୍ୟୁରୋ): ପୌରାଞ୍ଚଳ ନିର୍ବାଚନ ପାଇଁ ନିର୍ବାଚନୀ ଖର୍ଚ୍ଚ ବଢ଼ିଛି। ଏନ୍ଏସି ମ୍ୟୁନିସିପାଲିଟି ଏବଂ ମ୍ୟୁନିସିପାଲ କର୍ପୋରେଶନ ନିର୍ବାଚନୀ ଖର୍ଚ୍ଚ ବଢ଼ିଥିବା ବେଳେ ରାଜ୍ୟ ନିର୍ବାଚନ ଆୟୋଗ ଏହାର ସୀମା ଘୋଷଣା କରିଛନ୍ତି । ତେବେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଅନୁଯାୟୀ, ମହାନଗର…
‘ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବ’
ଭୁବନେଶ୍ୱର,୮।୨(ବ୍ୟୁରୋ): କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ଆଗାମୀ ମାସେ ଭିତରେ ଆମ ରାଜ୍ୟ ଭଲ ସ୍ଥିତିରେ ପହଞ୍ଚିବା ଭଳି ଲାଗୁଛି । ଏବେ ରାଜ୍ୟରେ କୋଭିଡ ରୋଗୀଙ୍କ ହସ୍ପିଟାଲ ଲାଇଜେସନ ୮ରୁ…
ଦଶମରେ ଅଧିକ ଉପସ୍ଥାନ
ଅନୁଗୋଳ ଅଫିସ, ୮।୨ କୋଭିଡ୍ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ…
ସବୁ ଦଳ ପାଇଁ ସମ୍ମାନର ପ୍ରଶ୍ନ
ଢେଙ୍କାନାଳ ଅଫିସ, ୮।୨ ନିର୍ବାଚନ ମଣ୍ଡଳୀରେ ବିଜେଡିର ପତିଆରା ଥିଲେ ମଧ୍ୟ ୨୦୧୭ରେ ହାତରୁ ଖସିଯାଇଥିଲା ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ୧ନଂ. ଜିଲା ପରିଷଦ ଜୋନ୍। ଭାଜପା ପ୍ରାର୍ଥୀ ମମତା ସ୍ବାଇଁ ବିଜେଡିର ବନ୍ଦିତା ପଣ୍ଡାଙ୍କୁ ୩ ହଜାରରୁ ଅଧିକ…
ଘର ଭିତରକୁ ପଶିବାକୁ ଉଦ୍ୟମ କରୁଛି ଭାଲୁ
ସଜନାଗଡ, ୮।୨(ଡି.ଏନ.ଏ.) ବାଲେଶ୍ୱର ଜିଲା ନୀଳଗିରି କେନ୍ଦୁଖୁଣ୍ଡା ଅଞ୍ଚଳରେ ଏକ ଭାଲୁ ଘରର ଟିଣକୁ ଟାଣି ଭିତରକୁ ପଶିବାକୁ ଚେଷ୍ଟା କରୁଛି। ଶେଷରେ ବିଫଳ ହୋଇ ଭାଲୁଟି ଫେରିଯିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ଦେଖିବା…
ପାଣି ପାଇଁ ୨୦୦ ପରିବାର ହଇରାଣ
ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି…
ଚନ୍ଦନ ଗଛ ଉପରେ ମାଫିଆଙ୍କ ନଜର
କେନ୍ଦୁଝର, ୮।୨ (ସ୍ବ.ପ୍ର./ ଡି.ଏନ.ଏ.) କେନ୍ଦୁଝର ଜିଲାରେ ଚନ୍ଦନ ତସ୍କରୀ ଉପରେ ପ୍ରଶାସନର ଅଙ୍କୁଶ ଲାଗିପାରୁନାହିଁ। ଫଳରେ ଜିଲାରେ ଚନ୍ଦନ ଗଛ ଚୋରି ବଢ଼ିବାରେ ଲାଗିଛି। ଏବେ ଚନ୍ଦନଗଛ ଉପରେ ନଜର ପଡ଼ିଥିବା ବେଳେ ଜିଲାପାଳଙ୍କ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍…
ରାଜ୍ୟରୁ ପୁଣି ୨୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୨୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
Archives


