ରାଜ୍ୟ

ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ କାର୍ଯ୍ୟ ନେଇ ବର୍ଷିଲା ଭାଜପା

ଭୁବନେଶ୍ୱର,୫।୪(ବ୍ୟୁରୋ):ଶ୍ରୀମନ୍ଦିରର ୧୦୦ ମିଟର ଭିତରେ ନିର୍ମାଣ ପ୍ରସଙ୍ଗରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଟୁଇଟ୍‌ କରି ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି। ଅନ୍ୟପଟେ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ମଧ୍ୟ ସରକାରଙ୍କ ଆଡକୁ ଅଙ୍ଗୁଳି ଉଠାଇଛନ୍ତି। ତେବେ ବିଜେଡି…

୭ରେ ୧୦୫ ପୌର ଉପାଧ୍ୟକ୍ଷ ଭୋଟ

ଭୁବନେଶ୍ୱର,୫।୪(ବ୍ୟୁରୋ):୧୦୫ ପୌରସଂସ୍ଥାର ଉପାଧ୍ୟକ୍ଷ ଓ ୩ ମହାନଗର ନିଗମର ଡେପୁଟି ମେୟର ପଦବୀ ନିମନ୍ତେ ଚଳିତ ମାସ ୭ ତାରିଖରେ ପରୋକ୍ଷ ଭାବେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ସୋମବାର ଏ ସମ୍ପର୍କରେ ସବୁ ଜିଲାପାଳ ଓ…

ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୫।୪(ବ୍ୟୁରୋ):ରାଜ୍ୟରେ ସୋମବାରଠାରୁ ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ, କଳା ଏବଂ ଧନ୍ଦାମୂଳକଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମୋଟ୍‌ ୩ଲକ୍ଷ ୩୨ହଜାର ପରୀକ୍ଷାର୍ଥୀ ଯୁକ୍ତ୨ ପରୀକ୍ଷା ଦେଉଛନ୍ତି। ପ୍ରାୟ ୧,୫୮୮ କଲେଜର ପରୀକ୍ଷାର୍ଥୀଙ୍କ ଲାଗି ୧,୧୩୨ ପରୀକ୍ଷା କେନ୍ଦ୍ର ଓ…

ସିବିଆଇ ତଦନ୍ତ ଦାବି କଲେ ମା’

ଭୁବନେଶ୍ୱର,(ବ୍ୟୁରୋ)/ ନୟାଗଡ଼ ଅଫିସ୍‌/ ରଣପୁର, ୫।୪ (ସ୍ବ.ପ୍ର.):ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତା ଶର୍ମିଷ୍ଠା ରାଉତ ଓ ସହଯୋଗୀ ଝୁନା ଭୋଇଙ୍କୁ କ୍ରାଇମ୍‌ବ୍ରାଞ୍ଚ ସୋମବାରଠାରୁ ମାରାଥନ୍‌ ଜେରା କରୁଛି। ପ୍ରଥମ ପର୍ଯ୍ୟାୟରେ…

ଚାଷକୁ ନାହିଁ, ଶୋଷୁଛନ୍ତି ଶିଳ୍ପ

ଭୁବନେଶ୍ୱର, ୫ା୪(ବ୍ୟୁରୋ):ରାଜ୍ୟରେ ଚାଷଜମିକୁ ସମ୍ପୂର୍ଣ୍ଣ ଜଳସେଚନ ସୁବିଧା ଯୋଗାଇଦେବା ରାଜ୍ୟ ସରକାରଙ୍କ ପକ୍ଷେ କାଠିକର ପାଠ ହେଉଛି। ଏ ବାବଦରେ ପ୍ରଚୁର ଅର୍ଥ ଖର୍ଚ୍ଚ କରାଯାଉଥିଲେ ମଧ୍ୟ ଜମିକୁ ଜଳସେଚନ ସୁବିଧା ମିିଳିପାରୁନାହିଁ। ଭୁଲ୍‌ ଡିଜାଇନ, ସମ୍ପୂର୍ଣ୍ଣ ପ୍ରକଳ୍ପ ରିପୋର୍ଟ(ଡିପିଆର)ରେ ତ୍ରୁଟି,…

ମାନସଙ୍କ ଚପଲ, ବ୍ଲୁଟୁଥ୍‌ ଚିହ୍ନିଲେ ପରିବାର ଲୋକେ

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁ ଚର୍ଚ୍ଚିିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍‌ ମାନସଙ୍କ ଘରେ ପହଞ୍ଚି ତଦନ୍ତ କରିଛି । କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ମାନସଙ୍କ ଘରକୁ ଯାଇଥିଲେ । ମିଳିଥିବା ଚପଲ ଏବଂ ବ୍ଲୁଟୁଥ୍‌ ମାନସଙ୍କର ବୋଲି…

୪୨ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୋମବାର ୪୨ ଡିଗ୍ରୀ ଉପରେ ୩ ସହର ତାପମାତ୍ରା ରେକର୍ଡ କରାଯାଇଛି। ବଲାଙ୍ଗୀର ୪୨.୬, ଟିଟିଲାଗଡ ୪୨.୫ ଏବଂ ବୌଦ୍ଧରୁ ୪୨ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡା ୪୦.୮, ଭବାନୀପାଟଣା ୪୦.୬, ସୋନପୁର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୮ ହଜାର ୩୨୨ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ମାନସଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌

ଭୁବନେଶ୍ୱର,୪।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମାନସଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ମାନସଙ୍କ ଚପଲ ଓ ଇୟର ଫୋନ୍‌ ଚିହ୍ନଟ କରିବାକୁ କ୍ରାଇମ୍‌ବ୍ରାଞ୍ଚ ନୟାଗଡ ଜିଲା ଋଣପୁର ଘରେ ପହଞ୍ଚିଛନ୍ତି। ମାନସଙ୍କ ଭାଇ ଓ…

ପୁରୀରେ ମୁଖ୍ୟ ଶାସନ ସଚିବ,ଡିଜିପି

ପୁରୀ ଅଫିସ,୪।୪: ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ଡିଜିପି ସୁନୀଲ ବଂଶଲ ପୁରୀରେ ପହଞ୍ଚିଛନ୍ତି।  ତେବେ ଏହି ଘଟଣାର ଅନୁଧ୍ୟାନ କରିବେ ବୋଲି ଜଣାପଡିଛି। ଏହାକୁ ନେଇ…

ମିସ୍‌ ଇଣ୍ଡିଆ ପ୍ଲାନେଟ୍‌ ୨୦୨୨ ଟ୍ରଫି ହାତେଇଲେ ଓଡ଼ିଆ ଝିଅ

ନୂଆଦିଲ୍ଲୀ/ଭୁବନେଶ୍ୱର,୪।୪(ବ୍ୟୁରୋ): ମିସ୍‌ ଇଣ୍ଡିଆ ପ୍ଲାନେଟ୍‌ ୨୦୨୨ରେ ସମ୍ବଲପୁରର ଓଡ଼ିଆ ଝିଅ ଅନ୍ବେଷା ଆଦିତି ମହାପାତ୍ର ଦ୍ୱିତୀୟ ରନର୍ସ ଅପ ଟ୍ରଫି ଜିତିଛନ୍ତି। ଏହି ଇଭେଣ୍ଟ ମାର୍ଚ୍ଚ ୨୭ରୁ ୨୯ ମଧ୍ୟରେ ଦିଲ୍ଲୀରେ ଅନୁଷ୍ଠିତ ହୋଇଥିଲା। ଅନ୍ବେଷା ସମ୍ବଲପୁରର ଗଙ୍ଗାଧର ମେହେର କଲେଜରୁ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା ସାମ୍ନାକୁ ଆସିଛି। ଅନ୍ୟପଟେ ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣା ନେଇ ପୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri