ଭାଜପାରେ ମିଶିଲେ ଏକାମ୍ରର ଏକାଧିକ ଯୁବନେତା
ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏବଂ ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନମଣ୍ଡଳୀର ବହୁ ଯୁବ ନେତୃତ୍ୱ ସୋମବାର ଆନୁଷ୍ଠାନିକ ଭାବେ ଦଳରେ ଯୋଗଦାନ କରିଛନ୍ତି ା ଏକାମ୍ର ଭୁବନେଶ୍ୱର…
୭୫୧୬ ଜରୁରୀ ସେବା ପ୍ରଦାନ କରିଛି ଭିକ୍ଟର କଣ୍ଟ୍ରୋଲ ରୁମ୍
ଭୁବନେଶ୍ୱର,୮।୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ଅପରାଧ, ଦୁର୍ଘଟଣା ଭଳି ଜରୁରୀକାଳୀନ ପରିସ୍ଥିତିରେ ଜନସାଧାରଣଙ୍କୁ ତ୍ୱରିତ ସହାୟତା ଦେବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କାର୍ଯ୍ୟ କରୁଛି ଭିକ୍ଟର କଣ୍ଟ୍ରୋଲ ରୁମ୍। ଜାନୁୟାରୀ ମାସରେ ଏହି କଣ୍ଟ୍ରୋଲ ରୁମ୍ ଦ୍ୱାରା ୭୫୧୬…
ଉତ୍ସାହ ଭରିଲା ଶ୍ରେଣୀଗୃହ ପାଠପଢ଼ା
କଟକ ଅଫିସ,୮ା୨: ତୃତୀୟ ପର୍ଯ୍ୟାୟ କୋଭିଡ୍ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ସ୍କୁଲ କଲେଜ ଖୋଲାଯାଇଛି। ଏହି ଅବସରରେ ସୋମବାର ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ଏବଂ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ଅନଲାଇନ ସହ ଅଫ୍ଲାଇନ…
ବିନା ଶ୍ରଦ୍ଧାଳୁରେ ମାଘ ସପ୍ତମୀ ବୁଡ଼
କୋଣାର୍କ,୮।୨(ଡି.ଏନ୍.ଏ.): ପୂର୍ବ ବର୍ଷ ଭଳି ଚଳିତବର୍ଷ ମଧ୍ୟ କରୋନା କଟକଣା ଯୋଗୁ ବିନା ଶ୍ରଦ୍ଧାଳୁରେ ମାଘସପ୍ତମୀ ବୁଡ଼ ସମାପନ ହୋଇଛି। ସୋମବାର ଭୋର ରାତି ୪ଟାରେ ଚନ୍ଦ୍ରଭାଗା ତୀର୍ଥ ଜଳରେ ତିନି ଠାକୁରଙ୍କ ମହାସ୍ନାନ ପରେ ସେବାୟତମାନେ ବୁଡ଼ ପକାଇଥିଲେ। ପୂର୍ବ…
ଆନ୍ତଃରାଜ୍ୟ ଚୋର ସମେତ ୨ ଗିରଫ
କଟକ ଅଫିସ, ୮ା୨: ବାଦାମବାଡ଼ି ଥାନା ପୋଲିସ ସୋମବାର ଜଣେ ପେସାଦାର ଆନ୍ତଃରାଜ୍ୟ ସୁନାଗହଣା ଚୋରଙ୍କ ସମେତ ଚୋରି ସୁନା କିଣିଥିବା ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଦ୍ୱୟ ହେଲେ ଭୁବନେଶ୍ୱର ଲିଙ୍ଗରାଜ ଥାନା ଅଞ୍ଚଳର ହେମନ୍ତ କୁମାର…
କରୋନାରୁ ସୁସ୍ଥ ହେଲେ ୩୬୨୧ କରୋନା ଆକ୍ରାନ୍ତ
ଭୁବନେଶ୍ବର,୭।୨(ବ୍ୟୁରୋ) : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାରରେ ମଧ୍ୟ ବୃଦ୍ଧିପାଇଛି। ସୋମବାର ରାଜ୍ୟରେ ୩୬୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୨…
ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା
ଭୁବନେଶ୍ବର,୭।୨(ବ୍ୟୁରୋ): ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ରୀଛାତ୍ରଙ୍କୁ ବାର୍ତ୍ତା…
ପୌର ନିର୍ବାଚନ :୧୦ରେ ସର୍ବଦଳୀୟ ବୈଠକ
ଭୁବନେଶ୍ବର,୭।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ଫେବୃୟାରୀ ୧୦ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି। ଗୀତଗୋବିନ୍ଦ ସଦନରେ ପୂର୍ବାହ୍ନ ସାଢେ ୧୧ଟା ବେଳେ ଏହି ବୈଠକ ଅନୁଷ୍ଠିତ ହେବ। ଅବାଧ ଏବଂ ନିରପେକ୍ଷ ପୌର ନିର୍ବାଚନ ଲାଗି ସବୁ…
‘ପୁଷ୍ପା’ ଷ୍ଟାଇଲରେ ଲୋକଙ୍କୁ ସଚେତନ କରୁଛି ବିଏମ୍ସି
ଭୁବନେଶ୍ୱର,୭।୨(ବ୍ୟୁରୋ): ଫିଲ୍ମ ‘ପୁଷ୍ପା’ର କ୍ରେଜ୍ କମିବାର ନାଁ ନେଉନି। ସବୁଠି ଶୁଣିବାକୁ ମିଳୁଛି ପୁଷ୍ପା ହିରୋ ଅଲ୍ଲୁ ଅର୍ଜୁନଙ୍କ ଡାଏଲଗ। ଏପରି ସ୍ଥିତିରେ ‘ପୁଷ୍ପା’କୁ ନେଇ ସୋମବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏକ ସଚେତନତାକମୂଳକ ଟୁଇଟ୍ କରିଛି। ଯେଉଁଥିରେ ଫିଲ୍ମର…
ସରପଞ୍ଚ ପ୍ରାର୍ଥୀଙ୍କ ଘରୁ ମିଳିଲା ବିପୁଳ ପରିମାଣର ମଦ, ସ୍ତ୍ରୀ ଗିରଫ
ଝାରସୁଗୁଡ଼ା ଅଫିସ,୭।୨: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ପିପିଲିମାଲ ପଞ୍ଚାୟତ ଅଧୀନ ମୋହନପୁର ଗ୍ରାମରେ ବେଲପାହାଡ଼ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ମଦ, ମହୁଲ ପୋଚ ଜବତ କରିଛି। ଏହି ଘଟଣାରେ ଅବକାରୀ ବିଭାଗ ୧୦ ଜଣଙ୍କୁ…
ମତଦାନ,ଗଣତି ଦିନ ମଦ ବିକ୍ରି ଉପରେ କଟକଣା
ଭୁବନେଶ୍ୱର, ୭।୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ଭୋଟ ଗ୍ରହଣ ଏବଂ ଗଣତି ଦିନ ମଦ ବିକ୍ରି ଉପରେ କଟକଣା ଜାରି କରାଯାଇଛି। ଏ ନେଇ ଅବକାରୀ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କମିଶନର୍ ଆଶିଷ ସିଂ ସମସ୍ତ ଜିଲାର ଜିଲାପାଳଙ୍କୁ ଚିଠି ଲେଖିଛନ୍ତି…
ଗଞ୍ଜେଇ ଚାଲାଣ କରୁଥିଲେ କଲେଜ ଛାତ୍ର
କୋରାପୁଟ,୭।୨(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଅଞ୍ଚଳରୁ କୋରାପୁଟକୁ ଗଞ୍ଜେଇ ଚାଲାଣ ବେଳେ ଲମତାପୁଟ ପୋଲିସ ଗଞ୍ଜେଇ ସହ ୩ଟି ବାଇକ୍ ଜବତ କରିଛି। ପୋଲିସ ଘଟଣାର ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପାଡୁଆ ଗ୍ରାମର ବାବୁଲା ବାଟଗରିଆ,…
Archives


