୬ରେ ଲଘୁଚାପ
ଭୁବନେଶ୍ୱର, ୩।୪(ବ୍ୟୁରୋ): ଆସୁଛି ଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ…
ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା, ଝୁନା
ଭୁବନେଶ୍ୱର,୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ୩ଦିନିଆ ରିମାଣ୍ଡ ଅନୁମତି ମିଳିଛି। ଚାନ୍ଦବାଲି ଜେଏମ୍ଏଫ୍ସି କୋର୍ଟ ଏହି ଅନୁମତି ପ୍ରଦାନ କରିଛନ୍ତି। ୫ ଦିନିଆ ରିମାଣ୍ଡ ନେଇ ଆବେଦନ କରାଯାଇଥିବା ବେଳେ ୩ଦିନିଆ ରିମାଣ୍ଡ ନେଇ କୋର୍ଟ ଅନୁମତି…
ଫିଲ୍ମ ଷ୍ଟାଇଲ୍ରେ ଲୁଟିନେଲ ଏଲ୍ଇଡି ବୋଝେଇ ଟ୍ରକ୍
ଖୋର୍ଦ୍ଧା ଅଫିସ,୩ା୪: ଫିଲ୍ମ ଷ୍ଟାଇଲରେ ଦୁର୍ବୃତ୍ତ ଲୁଟି ନେଇଛନ୍ତି ଏଲ୍ଇଡି ଟିଭି ବୋଝେଇ ଟ୍ରକ୍। ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥରେ ଏଲ୍ଇଡି ଟିଭି ବୋଝେଇ ଟ୍ରକ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଛାନ୍ଭିନ୍ ଆରମ୍ଭ କରିଛି ପୋଲିସ ।…
ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ
ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦ ଚୁଲିରୁ ଅଧିକ ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏଥିରେ ୭ଟି କୋଠ ଭୋଗ ଚୁଲି ସମେତ…
୬ରେ ହୋଇପାରେ ଲଘୁଚାପ
ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ…
ସୁରକ୍ଷା ପାଚେରି କାମ ନିମ୍ନମାନର
ଖଇରା, ୩।୪(ଡି.ଏନ.ଏ.) ବାଲେଶ୍ୱର ଜିଲା ଖଇରା ବ୍ଲକ ଖଇରା ନଟାପଡା ଆର୍ଡି ରାସ୍ତାର ନଟାପଡା ଗ୍ରାମ ନିକଟରେ ଚାଲୁଥିବା ସୁରକ୍ଷା ପାଚେରି ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ପାଚେରିର ସ୍ଥାୟିତ୍ୱ ଉପରେ ପ୍ରଶ୍ନ ଉଠାଇ ଏହାକୁ…
ଗ୍ରୀଷ୍ମ ଆରମ୍ଭରୁ ଜଳ ସଙ୍କଟ
କେନ୍ଦୁଝର,୩।୪(ଡି.ଏନ୍.ଏ.) ଗ୍ରୀଷ୍ମ ଆରମ୍ଭରୁ ହିଁ କେନ୍ଦୁଝରଗଡ଼ ପୌରପାଳିକାର ୨୧ ୱାର୍ଡରେ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି ବିଗତ ଦିନରେ ରାସ୍ତା ପ୍ରଶସ୍ତିକରଣ ଯୋଗୁ ରାସ୍ତାକଡ଼ରେ ଥିବା ନଳକୂପଗୁଡ଼ିକୁ ଉଠାଇ ନିଆଯାଇଛି। ଫଳରେ…
ଦୁଇ ଗୋଷ୍ଠୀ ମୁହାଁମୁହିଁ
ସଜନାଗଡ଼, ୩।୪ (ଡି.ଏନ.ଏ.) ନୀଳଗିରି ବ୍ଲକ ଆରବନ୍ଧ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍ଜିଏନଆରଇଜିଏସ୍)ରେ ଅନିୟମିତତା ଅଭିଯୋଗ କରି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। କାମ ନ ହୋଇ ବି ବିଲ୍ ହୋଇଥିବା ଗ୍ରାମର ଗୋଟିଏ ଗୋଷ୍ଠୀ ଅଭିଯୋଗ କରିଛନ୍ତି।…
ନିର୍ବାଚନ ହେବ,ଫଳ ଘୋଷଣା ହେବନି: ହାଇକୋର୍ଟ
ହାଟଡିହୀ,୩।୪(ଡି.ଏନ.ଏ.) କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩୧ ପଞ୍ଚାୟତରେ ୧୧ା୩ା୨୨ରେ ନାଏବ ସରପଞ୍ଚ ନିର୍ବାଚନ ହେବାକୁ ଦିନ ଧାର୍ଯ୍ୟ ହୋଇଥିଲା। ସେଥି ମଧ୍ୟରୁ ୨୮ ପଞ୍ଚାୟତରେ ପ୍ରାର୍ଥୀମାନେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଥିଲେ। ଶଢା ଓ ମରୈଗଁା ପଞ୍ଚାୟତରେ ଅନୁଷ୍ଠିତ ନିର୍ବାଚନରେ ପ୍ରତିଦ୍ବନ୍ଦ୍ୱିତା…
ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ
ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି। ସମସ୍ୟା…
ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ
ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ…
ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା ଅନୁଗୋଳ…
Archives


