ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ
ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି। ସମସ୍ୟା…
ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ
ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ…
ଆଇନ ଜାଲରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଛେଣ୍ଡିପଦା,୩।୪ (ସ୍ବ.ପ୍ର.) ରାଜ୍ୟ ସରକାରଙ୍କ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତିକୁ ନେଇ ହୋଇଥିବା ମାମଲା ହାଇକୋର୍ଟରୁ ଯାଇ ସୁପ୍ରିମକୋର୍ଟରେ ଅଟକିଛି। ଏହି କାରଣରୁ ଅନେକ ବିଦ୍ୟାଳୟ ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଆଇନ ଜାଲରେ ଛନ୍ଦି ହୋଇଯାଇଛି। ଏପରି ଏକ ସ୍କୁଲ ହେଲା ଅନୁଗୋଳ…
ପାନୀୟ ଜଳଯୋଗାଣ ନିଶ୍ଚିତ କର
ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପାନୀୟଜଳ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଜିଲାପାଳ ସରୋଜ କୁମାର ସେଠୀ…
ମଶାଲକୁ ଭବ୍ୟ ସମ୍ବର୍ଦ୍ଧନା
ବଇଣ୍ଡା/କଣିହଁା(ଡି.ଏନ୍.ଏ.)/ଛେଣ୍ଡିପଦା(ସ୍ବ.ପ୍ର.), ୩।୪ ନାମ ସଂକୀର୍ତ୍ତନରେ ପ୍ରକମ୍ପିତ ହେଉଥିଲା ପରିବେଶ। କଳାକାରଙ୍କ ଆକର୍ଷଣୀୟ ଲୋକନୃତ୍ୟରେ ଝୁମୁଥିଲେ ଜନତା। ବିଭିନ୍ନ ସ୍ଥାନରେ ଜ୍ୟୋତିକୁ ବନ୍ଦାପନା କରି ଭବ୍ୟ ସମ୍ବର୍ଦ୍ଧନା ଜଣାଉଥିଲେ ମହିଳା। ଅନୁଗୋଳ ଜିଲା ମହୋତ୍ସବ ପାଇଁ ଶନିବାରଠାରୁ ଆରମ୍ଭ ହୋଇଥିବା ମଶାଲ ଶୋଭାଯାତ୍ରାକୁ…
କୁକୁଡ଼ା ଫାର୍ମ ପ୍ରଦୂଷଣ ବିବାଦ ବଢ଼ିଲା
ଭାପୁର, ୩।୪ (ଡି.ଏନ୍.ଏ.) ଢେଙ୍କାନାଳ ଜିଲା ସଦର ବ୍ଲକ ମହୁଲପୁଞ୍ଜି ଗ୍ରାମ ନିକଟରେ ଥିବା ଏକ କୁକୁଡ଼ା ଫାର୍ମକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଶୁକ୍ରବାର ଅଞ୍ଚଳବାସୀ, ଫାର୍ମ ମାଲିକ ଏବଂ ପ୍ରଶାସନ ମଧ୍ୟରେ ତ୍ରିପାକ୍ଷିକ ବୈଠକ ବସିଥିଲେ ମଧ୍ୟ କୌଣସି…
୧୫ରୁ ପ୍ରସିଦ୍ଧ ହିଙ୍ଗୁଳା ଯାତ୍ରା
ତାଳଚେର, ୩।୪(ନି.ପ୍ର.) ଦୀର୍ଘ ଦୁଇବର୍ଷ ପରେ ଅନୁଷ୍ଠିତ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିସ୍ବରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା। କରୋନା ପ୍ରକୋପ ନ ଥିବାରୁ ଚଳିତବର୍ଷ ପାରମ୍ପରିକ ନୀତି ଅନୁଯାୟୀ ଯାତ୍ରା ଏବଂ ଏବଂ ୧୮ତମ ଲୋକମହୋତ୍ସବ ଆୟୋଜନ କରାଯିବ।…
ଆଜି ୩୬ କରୋନା ପଜିଟିଭ୍ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ…
୩୬ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୬ କରୋନା ଆକ୍ରାନ୍ତ। ସେଥିରୁ ୨୧ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୫ ଲୋକାଲ କେସ୍ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬ ଶିଶୁ ଥିବାନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ
ଭୁବନେଶ୍ୱର,୩।୪(ବ୍ୟୁରୋ): ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗରୁ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ଦିଆଯାଇଛି । ଏଥିସହ ସେ ଖାଦ୍ୟ ଓ…
ରିମାଣ୍ଡ ସରିଲା, ଚିପ୍କୁ ନେଇ କ୍ରାଇମ୍ବ୍ରାଞ୍ଚ ଚୁପ୍
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ ୩।୪ ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କଠାରୁ କ୍ରାଇମବ୍ରାଞ୍ଚ ଅନେକ ତଥ୍ୟ ସଂଗ୍ରହ କରିସାରିଛି। ମୁଖ୍ୟ ଅଭିଯୁକ୍ତ ତଥା ସମ୍ପୂର୍ଣ୍ଣ ନ୍ୟୁଜ୍ ଓ୍ବେବ୍ ଚ୍ୟାନେଲର ମାଲିକାଣୀ ଶର୍ମିଷ୍ଠା ରାଉତ…
ମେଘୁଆ ରହିବ ପାଗ
ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତାତିର ପ୍ରକୋପ ସାମାନ୍ୟ ହ୍ରାସ ପାଇଛି । ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ଆସନ୍ତା ୪ ଦିନ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା…
Archives


