ରାଜ୍ୟ

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି । ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ । ସୁନ୍ଦରଗଡ଼ ସିଭିଲ...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଡିସେମ୍ବର ୨୫ରୁ ରାଜ୍ୟରେ ଶୀତର ପ୍ରକୋପ ଵୃଦ୍ଧି...

ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ

ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ତେବେ ମୃତକଙ୍କ ମଧ୍ୟରେ ମାଆ ଏବଂ ଦୁଇ ପୁଅ ରହିଛନ୍ତି ।...

ଶ୍ମଶାନରେ ଗୁଣିଆଙ୍କ ତନ୍ତ୍ର ସାଧନା: ପ୍ରେମିକାଙ୍କ ନାଁରେ ଭୁବନେଶ୍ୱରରେ ଯୁବକ କିଣିଥିଲେ ପ୍ଲଟ ଓ ଆଉ ଗାଡ଼ି, ଧରାଛୁଆଁ ନ ଦେବାରୁ…

ବାଲିକୁଦା,୨୨।୧୨(ତାପସ ସ୍ବାଇଁ): ବାଲିକୁଦା ବ୍ଲକ ମରିଚପୁର ଗ୍ରାମ୍ୟ ଶ୍ମଶାନରେ ଶନିବାର ବିଳମ୍ବିତ ରାତିରେ କୌଣସି ଗୁଣିଆ ତନ୍ତ୍ର ସାଧନା କରିଥିବା ସ୍ଥାନୀୟ ଲୋକେ ସନ୍ଦେହ କରିଛନ୍ତି। ଉକ୍ତ ଶ୍ମଶାନ ନିକଟରେ ଓଷକଣା ପଞ୍ଚାୟତର ଗୋଟିଏ ପରିବାରର ୨ ଭାଇ ଭଉଣୀଙ୍କ...

୨୫ରୁ ଧର୍ମଶାଳା ମହୋତ୍ସବ: ବ୍ୟବସାୟ ପାଇଁ ରସିଦ୍‌ ଆଣିବାକୁ ବ୍ୟବସାୟୀଙ୍କ ଅସମ୍ଭାଳ ଭିଡ଼

ଧର୍ମଶାଳା,୨୨ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଐତିହ୍ୟ ପରମ୍ପରା, ଧର୍ମଶାଳା ମହୋତ୍ସବ ଆସନ୍ତା ୨୫ ତାରିଖରେ ଧର୍ମଶାଳା ମହୋତ୍ସବର ପଡ଼ିଆରେ ଆରମ୍ଭ ହୋଇ ଜାନୁଆରୀ ୭ରେ ଶେଷ ହେବାକୁ ଯାଉଛି। ଏହି ମହୋତ୍ସବରେ ପ୍ରତିବର୍ଷ ହଜାର ହଜାର ସଂଖ୍ୟାରେ ଲୋକଙ୍କ...

ଘର ଆଗରେ ପଡ଼ିଛି ଅବସରପ୍ରାପ୍ତ ମହିଳା ଏଏନ୍‌ଏମ୍‌ଙ୍କ ମୃତଦେହ, ଏକାକୀର ସୁଯୋଗ ନେଇ…

ଭବାନୀପାଟଣା,୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅନ୍ତର୍ଗତ ଗଡ଼ିଆଜୋର ଗ୍ରାମରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଘରେ ଏକାକୀ ରହୁଥିବା ଜଣେ ଅବସରପ୍ରାପ୍ତ ଏଏନ୍‌ଏମ୍‌ ସୁପରାଇଜରଙ୍କ ମୃତଦେହ ନିଜ ଘର ଆଗରେ ପଡ଼ିରହିଥିବା...

ବଡ଼ଦିନ ପାଇଁ ସଜେଇ ହେଉଛି ଦାରିଙ୍ଗବାଡ଼ି, ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି…

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଆଉ ମାତ୍ର ୨ ଦିନର ଅପେକ୍ଷା ସାରା ବିଶ୍ୱରେ ଦେଖାଦେବ ଖୁସି ଓ ଆନନ୍ଦ। ପ୍ରଭୁ ଯୀଶୁଖ୍ରୀଷ୍ଟ ଜନ୍ମ ନେବେ ଏଥିପାଇଁ ଚାରିଆଡ଼େ ଖ୍ରୀଷ୍ଟ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଦେଖାଯାଇଛି ଉଲ୍ଲାସ, ଖୁସି ଆଉ ଆନନ୍ଦ। ଭାଇଚାରାର ବାର୍ତ୍ତା...

ସ୍ଥାନୀୟ ପ୍ରଶାସନକୁ କଥା ଦେଇ କଥା ରଖିଲାନି ଠିକାସଂସ୍ଥା: ମରାମତି ନୋହିଲା ଷ୍ଟ୍ରିଟ୍‌ ଲାଇଟ୍‌, ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୨ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଆଉ କିଛି ଦିନ ପରେ ପାଳିବ ଶୀତ ମହୋତ୍ସବ। ଏଥିପାଇଁ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ବୈଠକରେ ବାରମ୍ବାର ଦାରିଙ୍ଗବାଡ଼ିର ସମସ୍ତ ରାସ୍ତାଘାଟରେ ଲାଗିଥିବା ସୋଲାର...

ପାର୍କରେ ବସିଥିଲେ ପ୍ରେମୀଯୁଗଳ, ହଠାତ୍‌ ଆସିଲେ ୨ ଯୁବକ: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ଆଇଜି ପାର୍କରେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ କ୍ୟାପିଟାଲ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଗୌରୀନଗରର ଆଶିଷ ନାୟକ ଏବଂ ରାକେଶ କୁମାର ଦାଶ। ବସନ୍ତ କୁମାର ସାମନ୍ତରାୟଙ୍କ ଲିଖିତ ଅଭିଯୋଗ...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ ଛକରେ ଦେଖିବାକୁ ମିଳିଛି। ପ୍ରେମିକାଙ୍କ ଅଭିଯୋଗ ଆଧାରରେ ପୋଲିସ ପ୍ରେମିକଙ୍କୁ ବାନ୍ଧିଛି। ପ୍ରେମିକ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି। ବ୍ଲକରେ ୧୦ ହଜାର ମେଟ୍ରିକ ଟନ୍‌ କ୍ଷମତା ବିଶିଷ୍ଟ ରାଜ୍ୟର ସର୍ବବୃହତ୍‌ ‘ଚକାଡୋଳା’...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ ଗାୟଗଣ୍ଡା ନିକଟର କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଖବରପାଇ ଭଞ୍ଜନଗର ମେଡ଼ିକାଲରେ ଆଇନଜୀବୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri