ସ୍କ୍ରବ୍ ଟାଇଫସ୍କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ। ସ୍କ୍ରବ୍ ଟାଇଫସ୍କୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆବଶ୍ୟକ ପଦକ୍ଷେପ…
ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…
ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ସଭିଙ୍କ ଅମର ଆତ୍ମାର ସଦଗତି କାମନା…
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହିତ ସମନ୍ବୟ…
‘ସଚେତନତା ବଢ଼ିଲେ ରୋକି ହେବ ଏଡ୍ସ ମହାମାରୀ’
ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) କୋ-ୟୁନିଟ, ମହିଳା ଶାଖା, ଯୁବ ରେଡ୍କ୍ରସ ଓ ଏନ୍ସିସିର ମିଳିତ ଆନୁକୂଲ୍ୟରେ ଏହି…
ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ
ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ ଥିବା ଆଠ ଜଣଙ୍କ ମୃତ୍ୟୁ ଘଟିଛି; ମୃତକଙ୍କ ମଧ୍ୟରେ ତିନି ଜଣ ଶିଶୁ,…
ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ
ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ ଭଗବାନ ବିଶ୍ୱକର୍ମାଙ୍କ ପୂଜା ପାଳିତ ହୋଇଛି। ଆକର୍ଷଣୀୟ ତୋରଣ ଓ ଆଲୋକସଜ୍ଜାରେ ପୂଜାମଣ୍ଡପ…
ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍କୁ ଅଣ୍ଡାମାଡ଼
ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ ଓ ପରେ ତରଭା ସହରରେ କେତେଜଣ ଯୁବକ ବିଧାୟକ ବସିଥିବା କାର୍କୁ ଲକ୍ଷ୍ୟ…
କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…
ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…
ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ
ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ବାଳଙ୍କୁ ଶୁକ୍ରବାର ଖାରବେଳନଗର ଥାନା ପୋଲିସ ଗିରଫ କରିଛି। ପୀଡିତା ଯୁବତୀଙ୍କ ଅଭିଯୋଗ…
ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ
ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ମା’ଙ୍କ ଏତଲା କ୍ରମେ ପୋଲିସ ଶୁକ୍ରବାର ଅଭିଯୁକ୍ତ ମନୋଜ ଲୁଗୁନ(୪୫)ଙ୍କୁ…
ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍: ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୯ା୯(ସୁନିତ୍ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରର ଭବିଷ୍ୟତ…
ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ…

