୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ସମ୍ବଲପୁର କୁଚିଣ୍ଡାଠାରେ ୪୪ ମି.ମି., ନବରଙ୍ଗପୁର ଡାବୁଗଁାଠାରେ ୪୩.୨…
ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ
ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର ଦୁର୍ଘଟଣାରେ ଅବସରପ୍ରାପ୍ତ ଧର୍ମଗଡ଼ ଏସଡିଏମଓ (ଉପ ଖଣ୍ଡ ଚିକିତ୍ସାଧିକାରୀ) ଡାକ୍ତର ହରିଶ୍ଚନ୍ଦ୍ର ପଧାନ…
ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ
ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ ଓଆର୧୮ ଏ ୬୩୩୬ ନମ୍ବର୍ ବିଶିଷ୍ଟ ଏକ ଅଲ୍ଟୋ କାର ରାସ୍ତା ପାର୍ଶ୍ୱ…
ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା
‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି ସବୁବେଳେ ରହିଆସିଛି ସେମାନଙ୍କ ଅତୁଟ ଆଗ୍ରହ। ବର୍ତ୍ତମାନର ଅତ୍ୟାଧୁନିକ ଯୁଗରେ ମଧ୍ୟ ଏହି…
ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼
ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ ନବରାତ୍ରୀ ପର୍ବ। ଚୈତ୍ର ଯାତ୍ରା ଚାଲିଥିବା ସମୟରେ ଏହି ନବରାତ୍ରୀ ପୂଜା ଭକ୍ତଙ୍କ…
ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…
ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଦିବ୍ୟାଙ୍ଗଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସେ…
ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି,…
କ୍ରସ୍ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି
ଭୁବନେଶ୍ୱର,୧୯ା୩: କ୍ରସ୍ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି। ଗୋଟିଏ ଭୋଟ୍ ସଂତୃପ୍ତ ଓ ଆଉ ଗୋଟିଏ ଭୋଟ ଦିଲ୍ଲୀପଙ୍କୁ ଦେଇଛି।…
ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…
ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୧୦ ନଂ ଓ୍ବାର୍ଡରେ। ସୂଚନାନୁସାରେ, ବୁଧବାର ବିଳମ୍ବିତ…
ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ
ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ ଗୁରୁମା ଓ ଗୁରୁଜୀମାନଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ପ୍ରଧାନଆଚାର୍ଯ୍ୟ…
ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…
କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ…
ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା
ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ…
Archives


