ରାଜ୍ୟ

କ୍ଷମା ମାଗିଲେ ଲିଜା, କହିଲେ-ଯାହା ବି କହିଛି ‘ସ୍ଲିପ୍‌ ଅଫ୍‌ ଟଙ୍ଗ୍‌’ 

ଭୁବନେଶ୍ୱର,୨୩।୧୧: ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ମୃତ୍ୟୁ ଘଟଣାରେ ଅନେକ କଥା ସାମ୍ନାକୁ ଆସୁଛି।  ତାଙ୍କ ସହ କାମ କରିଥିବା କିଛି କଳାକାର ସାମ୍ନାକୁ ଆସି ମନ୍ତବ୍ୟ ରଖୁଛନ୍ତି। ଏହି କ୍ରମରେ ଆଙ୍କର ଲିଜାଙ୍କ ବୟାନ ବିବାଦ ଘେରକୁ…

ସୁକତେଲ ନଦୀରୁ ମିଳିଲା ନରକଙ୍କାଳ : ଖୋଳତାଡ କରୁଛି ପୋଲିସ

ବଲାଙ୍ଗୀର,୨୩।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା କୁମିଆପାଲି ଗାଁ ନିକଟ ସୁକତେଲ ନଦୀ ଗର୍ଭରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛ। ଏହି ନରକଙ୍କାଳ ଟି କାହାର ଜଣାପଡିନାହିଁ । ଆଜି ସ୍ଥାନୀୟ ଲୋକେ ନଦୀ ଖଣ୍ଡିରେ ଏହି କଙ୍କାଳ ଦେଖିବା…

ନୂଆପଡ଼ା ଉପନିର୍ବାଚନରେ EVM ଟ୍ୟାମ୍ପରିଂ ଅଭିଯୋଗ ଆଣିଲା ବିଜେଡି, ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ଦଳ

ଭୁବନେଶ୍ୱର,୨୩।୧୧: ନୂଆପଡା ଉପନିର୍ବାଚନରେ ସରକାରଙ୍କ ପ୍ରାୟୋଜିତ ବଡ଼ ଧରଣର ଜାଲିଆତି ହୋଇଥିବା ଅଭିଯୋଗ କରିଛି ଓଡ଼ିଶାର ବିରୋଧୀ ଦଳ ବିଜେଡି। ନ୍ୟାୟ ପାଇଁ ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିବ ବୋଲି କହିଛି ବିଜେଡି। ବିରୋଧୀ ଦଳ ନେତା ତଥା ପୂର୍ବତନ…

Dharitri Youth Conclave 2025: ସଚେତନତାର ବାର୍ତ୍ତାବହ,ମିତ୍‌ ସିଜରିଆ

ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ସଚେତନତା ସୃଷ୍ଟି କ୍ଷେତ୍ରରେ ମିତ୍‌ ସିଜରିଆ ସକ୍ରିୟ ଭୂମିକା ନିର୍ବାହ କରି ଆସୁଛନ୍ତି। ଆଉ ଖୁବ୍‌ କମ୍‌ ସମୟ ଅବଧି ମଧ୍ୟରେ ସେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ବର୍ତ୍ତମାନ ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର…

Dharitri Youth Conclave 2025: ପରିବେଶବିତ୍ ସୁନୀତା ନାରାୟଣ

ସୁନୀତା ନାରାୟଣ ଜଣେ ପ୍ରମୁଖ ଭାରତୀୟ ପରିବେଶବିତ୍‌। ବର୍ତ୍ତମାନ ସେ ନୂଆଦିଲ୍ଲୀସ୍ଥିତ ସେଣ୍ଟର ଫର୍‌ ସାଇନ୍ସ ଆଣ୍ଡ୍‌ ଏନ୍‌ଭାଇରନ୍‌ମେଣ୍ଟ (ସିଏସ୍‌ଇ)ର ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହ ଅନ୍ତର୍ଜାତୀୟ ପତ୍ରିକା‘ଡାଉନ୍‌ ଟୁ ଆର୍ଥ’ର ସମ୍ପାଦିକା ଭାବେ କାର୍ଯ୍ୟ କରୁଛନ୍ତି। ପରିବେଶ…

ସକାଳୁ ସକାଳୁ ଏନ୍‌କାଉଣ୍ଟର: ଜଣେ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି

ରାଉରକେଲା,୨୩।୧୧(ସଂଗୀତା ଜେନା): ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ଓ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ଓ ଲାମ୍ସୀ ନିକଟରେ।…

ବଙ୍ଗାେପସାଗରରେ ୨ଟି ବାତ୍ୟା! ୨୦ ବର୍ଷରେ ଘଟିବାକୁ ଯାଉଛି….

ଭୁବନେଶ୍ୱର,୨୩ା୧୧(ବନ୍ଦନା ସେଠୀ): ବାତ୍ୟା ଓ ବର୍ଷା ଆଶଙ୍କାରେ ଏବେ ରାଜ୍ୟର ଚାଷୀକୁଳ ଚିନ୍ତାରେ ରହିଛନ୍ତି। ଏପରିସ୍ଥିତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ରେ ଲଘୁଚାପରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ମାଲାକ୍କା ଷ୍ଟ୍ରେଟ୍‌ର ସମୁଦ୍ର ପାଶ୍ବବର୍ତ୍ତୀ…

ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ସେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି…

ଝିଅ ଦେହ ଖରାପ ଖବର ପାଇ ଯାଇଥିଲେ ଦିଲ୍ଲୀ: ନିଖୋଜ ହେବାର ୪ ବର୍ଷ ପରେ ଜୀବିତ ଫେରିଲେ ବୃଦ୍ଧ 

ଉମରକୋଟ, ୨୨।୧୧(ସନ୍ତୋଷ ଶତପଥୀ): ୪ ବର୍ଷ ତଳେ ଦିଲ୍ଲୀରୁ ନିଖୋଜ ଥିବା ନବରଙ୍ଗପୁର ଜିଲା ଉମରକୋଟ ପୌରାଞ୍ଚଳ ଦଶରାପଦା ସାହିର ଲାଲୁ ହରିଜନ (୬୫) ଘରକୁ ଫେରିଛନ୍ତି। ବାପାଙ୍କୁ ପାଇବା ଆଶା ହରାଇ ଦେଇଥିବା ତାଙ୍କ ପିଲାମାନେ ଲାଲୁଙ୍କୁ ପାଖରେ ପାଇ…

ଗୁଗୁଲ୍‌ ଦେଖି ଆସୁଥିଲେ, ଘାଟି ତଳକୁ ଖସି ପଡ଼ିଲା ପରିବା ବୋଝେଇ ଟ୍ରକ୍‌; ଚାଳକଙ୍କ ସହ ୨ଜଣ…

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଯାଉଥିବା ଏକ ପରିବା ବୋଝେଇ ଟ୍ରକ ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ୨…

ମାଡି ଆସୁଛି ଭୟଙ୍କର ଘୂର୍ଣ୍ଣିଝଡ଼! ୪ ଦିନ ଓଡ଼ିଶାରେ ପ୍ରବଳ ଛେଚିବ ବର୍ଷା

ଭୁବନେଶ୍ୱର,୨୨।୧୧: ନଭେମ୍ବର ୨୨ ତାରିଖରେ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ପ୍ରଣାଳୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଡିପ୍ରେସନରେ ପରିଣତ ହେବ ଏବଂ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିଝଡ଼ରେ ପରିଣତ ହୋଇପାରେ। ଏହା ଦ୍ରୁତ ଗତିରେ ଶକ୍ତିଶାଳୀ…

ଜୁଆଖେଳରୁ ହୋଇଥିଲା ହତ୍ୟାକାଣ୍ଡ: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ କୋର୍ଟ

ଭଞ୍ଜନଗର,୨୨ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ଶନିବାର ଏକ ହତ୍ୟା ମାମଲାର ବିଚାରଣ କରି ୨୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ସେମାନଙ୍କୁ ୧୦ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri