ବେଆଇନ କରତକଳ ଉପରେ ଚଢ଼ାଉ; କାଠ-ଯନ୍ତ୍ରପାତି ଜବତ, ଲମ୍ବୁ ତାରିଣୀ ଗିରଫ
ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଭଞ୍ଜନଗର ଓ ଗାଙ୍ଗପୁର ପୋଲିସ ମିଳିତ ଭାବେ ବେଆଇନ କରତକଳ ଉପରେ ଚଢ଼ାଉ କରିଛନ୍ତି । ବୁଧବାର ବିଳମ୍ବିତ ରାତିରେ ଗାଙ୍ଗପୁର ଥାନା ଅନ୍ତର୍ଗତ ସିଆରିମାଳରେ ଚାଲିଥିବା ଏକ…
କେସିଙ୍ଗାରେ ପ୍ରବଳ ଗ୍ରୀଷ୍ମପ୍ରବାହ; ଜନଜୀବନ ଅସ୍ତବ୍ୟସ୍ତ, ରାସ୍ତାଘାଟ ଜନଶୂନ୍ୟ
କେସିଙ୍ଗା,୨୩।୪(ତୁମେଶ୍ୱର ସାହୁ): ସମଗ୍ର ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଦେଖାଯାଇଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ପୂର୍ବାହ୍ନ ସାଢେ଼ ଦଶଟାରେ ରାସ୍ତାଘାଟ ଜନଶୂନ୍ୟ ହୋଇଯାଇଛି । କେସିଙ୍ଗା ସହରରେ ଥିବା ଜାତୀୟ ରାଜପଥ ୨୬, କଲେଜ ରୋଡ଼,…
କଳା ପଲସର ଆତଙ୍କ, ଆଲମିରା ଭାଙ୍ଗି ଲୁଟିନେଲେ ସୁନା ଗହଣା
ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଗୁରୁବାର କଳା ପଲସର ଆତଙ୍କ ଦେଖିବାକୁ ମିଳିଛି । ଦିନ ଦ୍ବିପହରେ ଘରେ ପଶି ବନ୍ଧୁକ ଦେଖାଇ ଲୁଟେରାମାନେ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି…
ଅସମ୍ଭାଳ ଖରା, ରାୟଗଡାରେ ୨ ଦିନ ସ୍କୁଲ-କଲେଜ ଛୁଟି
ରାୟଗଡା,୨୩।୪(ସଙ୍କେତ ପାତ୍ର): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ଆଶୁତୋଷ କୁଲକରନି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ଖରାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ, ଅର୍ଥାତ୍ ଏପ୍ରିଲ ୨୪ ଓ ୨୫ (ଶୁକ୍ରବାର ଓ ଶନିବାର) ସମସ୍ତ ସ୍କୁଲ…
ପ୍ଲଟ୍ ବ୍ୟବସାୟୀଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ: ମାଷ୍ଟରମାଇଣ୍ଡ ଥିଲେ ନିଜ ପରିବାରର ଏହି ସଦସ୍ୟ
ବ୍ରହ୍ମପୁର,୨୩।୪ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାର ପ୍ଲଟ୍ ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ସମ୍ପୃକ୍ତ ଥିବା ୯ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ସୁଧିରଙ୍କ ନିଜ ପୁତୁରା ଓ ଝିଆରୀ ରହିଛନ୍ତି । ଅଭିଯୁକ୍ତମାନେ ହେଲେ ସତ୍ୟନାରାୟଣପୁର…
କଂଗ୍ରେସକୁ ବଡ଼ ଝଟକା: ହାତ ଛାଡିଲେ ବରିଷ୍ଠ ନେତା
ଭୁବନେଶ୍ୱର,୨୩।୪: ଓଡ଼ିଶା କଂଗ୍ରେସକୁ ବଡ଼ ଝଟକା ଲାଗିଛି। ଦଳର ସକ୍ରିୟ ନେତା ତଥା କଂଗ୍ରେସ ରିସୋର୍ସ ସେଲର ରାଜ୍ୟ ସଂଯୋଜକ ଅମୀୟ ପାଣ୍ଡବ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି…
କୋଟିଏରୁ ଅଧିକ ଟଙ୍କା ଖାଇଗଲେ ବ୍ୟାଙ୍କ ମ୍ୟାନେଜର, ମିଛ ରସିଦ୍ ଦେଇ…
ମାଲକାନଗିରି,୨୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଶାଖା କେସିସି ବ୍ୟାଙ୍କ ମ୍ୟାନେଜର ଶୁଭେନ୍ଦୁ ଖରା ଲ୍ୟାମ୍ପସ ଟଙ୍କାକୁ ବ୍ୟକ୍ତିଗତ କାମରେ ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି। ଯାହାର ଟେର୍ ପାଇ ନ ଥିଲେ ଲ୍ୟାମ୍ପସ ଶାଖା ପରିଚାଳକ, ବ୍ୟାଙ୍କ କର୍ତ୍ତୃପକ୍ଷ କିମ୍ବା ଡିଆର୍ସିଏସ୍ କାର୍ଯ୍ୟାଳୟ। କିନ୍ତୁ…
ଯୁବବର୍ଗଙ୍କ ଆକାଂକ୍ଷାକୁ ପ୍ରତିଫଳିତ କରିଛି ଧରିତ୍ରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବିଜିନେସ ଏମିନେସ୍ସ ଆଓ଼୍ବାଡର୍ସ ୨୦୨୬ର ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ୱସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ-ଦକ୍ଷତା ବିକାଶ ତଥା ବୈଷୟିକ…
ଭିସୁଟ୍ରେ ରାଗିଂ ଅଭିଯୋଗ, ଅର୍ଥଦଣ୍ଡରେ ଦଣ୍ଡିତ ହେଲେ ୪ ବରିଷ୍ଠ ଛାତ୍ର
ସମ୍ବଲପୁର,୨୩।୪(ପ୍ରମୋଦ ବହିଦାର): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ ରାଗିଙ୍ଗ ଅଭିଯୋଗ । ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି । ଭିସୁଟର ଜଣେ ମ୍ଯାକାନିକାଲ ପ୍ରଥମ ବର୍ଷ ଛାତ୍ରଙ୍କୁ ୪ ଜଣ ବରିଷ୍ଠ ଛାତ୍ର…
ରାଜ୍ୟର ଅର୍ଥନୀତିକୁ ଆଗକୁ ନେବା ସହ ଶାସନ ପ୍ରକ୍ରିୟାକୁ ଲୋକାଭିମୁଖୀ କରିବାରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ ସମ୍ପଦ ସ୍ବାଇଁ
ଭୁବନେଶ୍ୱର,୨୩।୪: ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜନେସ୍ ଏମିନେସ୍ସ ଆୱାଡର୍ସ-୨୦୨୬- ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା ବୈଷୟିକ…
ଗାଙ୍ଗନଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନିୟମିତତା ଅଭିଯୋଗ, ମୋ’ ସ୍କୁଲ ଅଭିଯାନ ଯୋଜନାରୁ ଲକ୍ଷାଧିକ ଟଙ୍କା…
ଦେବଗଡ଼,୨୩ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ତିଲେଇବଣି ଗାଙ୍ଗନଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅନିୟମିତତା ଅଭିଯୋଗ ହେଇଛି। ମୋ’ ସ୍କୁଲ ଅଭିଯାନରୁ ଲକ୍ଷାଧିକ ଟଙ୍କା ଦୁର୍ନୀତି କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଥାଉ କି, ମୋ’ ସ୍କୁଲ ଅଭିଯାନରେ ଉକ୍ତ ବିଦ୍ୟାଳୟ ପୂର୍ବତନ ଛାତ୍ରୀଛାତ୍ର…
ଗ୍ରାହକଙ୍କୁ ଲୁହାରଡ୍ରେ ପିଟିଲେ ବ୍ୟାଙ୍କ କ୍ୟାଶିୟର, ଟଙ୍କା କାହିଁକି ମିଳୁନି ପଚାରିବାରୁ…
ଧୂଷୁରୀ,୨୩ା୪(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନରେ ଥିବା ଏସ୍ବିଆଇ ଆରଡ଼ି ଶାଖାର କ୍ୟାଶିୟର ଜଣେ ଗ୍ରାହକ(ଛାତ୍ର)ଙ୍କୁ ବୁଧବାର ପୂର୍ବାହ୍ନରେ ଲୁହାରଡ୍ରେ ପିଟିଥିବା ଆରଡ଼ି ଫାଣ୍ଡିରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ଶୁଭଙ୍କର ନାୟକ (୨୦)…

