ବଦଳିଲେ ଖୋର୍ଦ୍ଧା, ଜଗତ୍ସିଂହପୁର ଜିଲାପାଳ
ଭୁବନେଶ୍ୱର,୧୯। ୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଏବଂ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା...
ଗୁରୁବାର ଯାଏ ବନ୍ଦ ରହିବ ବ୍ୟାଙ୍କ୍
ଭୁବନେଶ୍ୱର,୧୯।୧୦: ରାଜ୍ୟରେ ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ୍ । ମୁସଲିମ ପର୍ବ ଇଦ-ମିଲାଦ ଏବଂ ହିନ୍ଦୁ ମହୋତ୍ସବ ‘ଗଜଲକ୍ଷ୍ମୀ ପୂଜା’କୁ ଦୃଷ୍ଟିରେ ରଖି ଓଡିଶାରେ କାର୍ଯ୍ୟ କରୁଥିବା ବ୍ୟାଙ୍କ୍ ଏବଂ ବ୍ୟାଙ୍କିଙ୍ଗ୍ ସଂସ୍ଥା ଏହି...
ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ
କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ ମରଣାତ୍ମକ ଆକ୍ରମଣ କରିଛନ୍ତି। ଏ ନେଇ ମୁରଲୀଙ୍କ ପରିବାର ଲୋକେ ଥାନରେ ଏକ...
ନାକ ନଥିବା ଶିଶୁ ଜନ୍ମ
ବେତନଟୀ, ୧୮।୧୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବେତନଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ମୁକ୍ତାପୁର ଅଞ୍ଚଳର ଜଣେ ଗର୍ଭବତୀ ମହିଳା ଏକ ଅଦ୍ଭୁତ ଶିଶୁ ଜନ୍ମ ଦେଇଛନ୍ତି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜଗାରେ ଦୁଇଟି ଆଖି ରହିଛି। ଶିଶୁଟି...
କଇଁଫୁଲ ତୋଳିବାକୁ ଯାଇ…
ଝୁମ୍ପୁରୀ,୧୮ା୧୦(ଡି.ଏନ.ଏ.): ସୋମବାର ବୈତରଣୀ ନଦୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ଘଟିଛିା ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମୃତକ ହେଲେ ଯାଜପୁର ଜିଲା ଦଶରଥପୁର ବ୍ଲକ ଡୋଭାବିଲ ଗ୍ରାମର ଶ୍ରୀକାନ୍ତ ଜେନାଙ୍କ ପୁଅ ବିଭୂତି...
ବଦଳିଲେ ଜିଲାପାଳ : ପାରୁଲ ଜଗତ୍ସିଂହପୁର, ସଂଗ୍ରାମ କେଶରୀ ଖୋର୍ଦ୍ଧା
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଏବଂ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୈଷୟିକ ଶିକ୍ଷା ଏବଂ...
ଏବେ ବି ବାପା ନିଖୋଜ
ରାୟଗଡ଼ା ଅଫିସ, ୧୮।୧୦: ରାୟଗଡ଼ାସ୍ଥିତ ନାଗାବଳୀ ନଦୀ ଝୁଲାପୋଲ ନିକଟରୁ ରବିବାର ଭାସିଯାଇଥିବା ବାପ ପୁଅଙ୍କ ମଧ୍ୟରୁ ସୋମବାର ପୁଅଙ୍କ ମୃତଦେହ ମିଳିଛି। ରାୟଗଡ଼ାରୁ ୩ କିଲୋମିଟର ଦୂର ବେହେରାଗୁଡ଼ାରୁ ଅଗ୍ନିଶମ ବାହିନୀ କେ. ଜିତେନ୍ଦ୍ରଙ୍କ ମୃତଦେହ ଜବତ କରିଛି।...
ଦୁଇ ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ସମ୍ଭାଳିବେ ଜଣେ
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟ କୃଷି ଉତ୍ପାଦନ କମିଶନର (ଏପିସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜ କୁମାର ଶର୍ମା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିବେ। ଏ ନେଇ ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ...
ପାଇଖାନା ଟାଙ୍କିରେ ଗଲା ୩ ଶ୍ରମିକଙ୍କ ଜୀବନ
ରାୟଗଡା ଅଫିସ/ଟିକିରି(ଡି.ଏନ୍.ଏ.), ୧୮।୧୦: ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ପଞ୍ଚାଳି ଗ୍ରାମରେ ପାଇଖାନା ଟାଙ୍କି କାମ କରିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ ପଣସପଦର...
ଅଜାଙ୍କ ଘରେ ନାତୁଣୀର ଆତ୍ମହତ୍ୟା
ଲଙ୍ଗଳେଶ୍ୱର,୧୮।୧୦(ଡି.ଏନ.ଏ.): ମା’ଙ୍କ ସହ ଅଜା ଘରେ ରହୁଥିବା ଜଣେ ନାବାଳିକାଙ୍କ ଆତ୍ମହତ୍ୟା କରିଛନ୍ତି। ହେଲେ ନାବାଳିକାଙ୍କ ଆତ୍ମହତ୍ୟାକୁ ବାପ ଘର ଲୋକେ ଗ୍ରହଣ ନ କରି ହତ୍ୟା ଅଭିଯୋଗ ଆଣିଛନ୍ତି। ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ରେଣୁପଦା ଗ୍ରାମରେ...
ଅଡୁଆରେ ପ୍ରଦୀପ: ଫ୍ରିଜ୍ ହେବ ପରିବାର ସଦସ୍ୟଙ୍କ ବ୍ୟାଙ୍କ ଆକାଉଣ୍ଟ
କଟକ ଅଫିସ,୧୮।୧୦: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଭିଜିଲାନ୍ସ ଟିମ୍ ପ୍ରଦୀପଙ୍କ ଘରୁ ୧୪୪୦ ଗ୍ରାମର ସୁନା ଓ ୨୪.୨୫ ଲକ୍ଷ ଟଙ୍କାର ଏକ ହାର ଜବତ କରିଛି। ଏଥିସହ ପ୍ରଦୀପଙ୍କ ଘରୁ ବହୁ ବ୍ୟାଙ୍କ...
ଦୁଇଦିନ ଧରି ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୮।୧୦ (ବ୍ୟୁରୋ): ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ କ୍ଷେତ୍ର ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଯାଏ...
Archives


