ରାଜ୍ୟ

ରାଇସୁଆଁ, ଟଣ୍ଟୋ ଏୟାରଷ୍ଟ୍ରିପ୍‌କୁ ଅଣଦେଖା

କେନ୍ଦୁଝର,୧୨।୧୦(ସ୍ବ.ପ୍ର.)-ଖଣିଖାଦାନ ସମୃଦ୍ଧ କେନ୍ଦୁଝର ଜିଲାରେ ଥିବା ବହୁ ପୁରୁଣା ଦୁଇ ଏୟାରଷ୍ଟ୍ରିପ୍‌ ରକ୍ଷଣାବେକ୍ଷଣ ଅଭାବରୁ ଅବହେଳିତ ହୋଇରହିଛି। କେନ୍ଦ୍ର ସରକାର ଉଡାନ ଯୋଜନାରେ ରାଜ୍ୟର ବିଭିନ୍ନ ଏୟାରଷ୍ଟ୍ରିପ୍‌ର ବିକାଶ ଓ ସମ୍ପ୍ରସାରଣ କରୁଥିବା ବେଳେ ଏହି ଜିଲାର ଏୟାରଷ୍ଟ୍ରିପ୍‌କୁ ଅଣଦେଖା...

ଶ୍ରୀହୀନ ଶିଶୁ ଉଦ୍ୟାନ

ବାଲିଆପାଳ,୧୨।୧୦(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ସମ୍ମୁଖରେ ପ୍ରତିଷ୍ଠା ହୋଇଥିବା ଇନ୍ଦିରା ଶିଶୁ ଉଦ୍ୟାନ ଏବେ ସୌନ୍ଦର୍ଯ୍ୟ ହରାଇ ବସିଛି। ପୂର୍ବଭଳି ଆଉ ସେଠାରେ ଗହଳି ଲାଗି ରହୁନି। ରକ୍ଷଣାବେକ୍ଷଣ ଅଭାବରୁ ଏହା ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ଶିଶୁଙ୍କ...

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଗାଁରେ ପର୍ବ ଥିବାରୁ ନାବାଳିକା ଜଣଙ୍କ...

ଶଯ୍ୟାଶାୟୀଙ୍କୁ ଘରେ ଟିକା

କଟକ ଅଫିସ,୧୧ା୧୦: ବାର୍ଦ୍ଧକ୍ୟ ଜନିତ ହେଉ କିମ୍ବା କୌଣସି ରୋଗରେ ଶଯ୍ୟାଶାୟୀ ଥିଲେ, ସେମାନେ ଘରେ ଟିକା ନେଇପାରିବେ। ଏ ନେଇ ସୋମବାର କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ା ଶଯ୍ୟାଶାୟୀମାନେ ଟିକା ନେବାକୁ ଚାହୁଁଥିଲେ...

ଆଇପିଏଲ୍‌ ବେଟିଂ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧୧ା୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ ସୋମବାର ପୋଲିସ ଏକ ବଡ଼ ଧରଣର ଆଇପିଏଲ୍‌ କ୍ରିକେଟ୍‌ ବେଟିଂ କାରବାର ଠାବ କରିଛି। ପୋଲିସ ଏହି ର଼୍ୟାକେଟ୍‌ ଚଳାଉଥିବା ଜଣେ ଷ୍ଟକିଷ୍ଟଙ୍କ ସମେତ ୮ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ...

କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ।...

୧.୨୯ କୋଟି ଲୁଟ୍‌: ଅଧଘଣ୍ଟାରେ ଲୁଟେରାଙ୍କୁ ଧରିଲା ପୋଲିସ

ଢେଙ୍କାନାଳ ଅଫିସ/ଆଠଗଡ଼,୧୧।୧୦(ଡି.ଏନ୍‌.ଏ.): ଏଟିଏମ୍‌ କ୍ୟାସ ଭ୍ୟାନରୁ ଟଙ୍କା ଲୁଟି କରି ଫେରାର ହେଉଥିବା ୩ ଲୁଟେରାଙ୍କୁ ପୋଲିସ ଘଟଣାର ଅଧଘଣ୍ଟା ମଧ୍ୟରେ ଧରିବାରେ ସଫଳ ହୋଇଛି। ଢେଙ୍କାନାଳ ଜିଲା ସଦାଶିବପୁର ଭୋଜଦେଇପୁର ଗ୍ରାମରୁ ପୋଲିସ ଲୁଟେରାଙ୍କୁ କାବୁ କରିଛି। ସେମାନଙ୍କଠାରୁ...

ପୂର୍ବରୁ ଆବେଦନ କରିଥିବା ଆଶାୟୀଙ୍କୁ ଦେବାକୁ ପଡିବନି ଟଙ୍କା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ ଯୁକ୍ତ୨ ନାମଲେଖା ଶେଷ ହୋଇଯାଇଛି। କିନ୍ତୁ ଏବେ ବି ଅନେକ ଉଚ୍ଚ ମାଧ୍ୟମିକ ସ୍କୁଲରେ ସିଟ୍‌ ଖାଲି ପଡ଼ିଛି। ବଳକା ସିଟ୍‌ ପୂରଣ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ଯୁକ୍ତ୨ ନାମଲେଖା...

ମନ୍ଦିରରେ ଚାଲିଥିଲା ଭଜନ, ଡାକିନେଇ ବଳାତ୍କାର

ବନ୍ତ,୧୧।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ସୁଆଁପଦା ଗ୍ରାମର ରମେଶ ମଣ୍ଡଳଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୋଗ...

ଫେରିଯାଉଛି ମୌସୁମୀ

ଭୁବନେଶ୍ବର,୧୧।୧୦(ବ୍ୟୁରୋ): ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଏବଂ ନୂଆପଡ଼ା ଜିଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରି ସାରିଥିବା ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର...

ବାଲୁକା କଳାରେ ବିଗ୍‌ ବିଙ୍କୁ ଜନ୍ମଦିନ ଶୁଭେଚ୍ଛା

ପୁରୀ ଅଫିସ ୧୧।୧୦: ବଲିଉଡ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଆଜି ଜନ୍ମଦିନ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ, ଫଲୋର୍ସଙ୍କଠାରୁ ଆରମ୍ଭ କରି ବିଭିନ୍ନ ମହଲରୁ ଜନ୍ମଦିନର ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା...

କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ୧୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଅର୍ଥ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri