କଳାଭୂମିରେ ଖୋଲିଲା ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି
ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି ଖୋଲିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍ଘାଟନ କରି କଳା ଓ ସଂସ୍କୃତିପ୍ରେମୀଙ୍କ ଉଦ୍ଦେଶ୍ୟ ଲୋକାର୍ପଣ…
ଅନ୍ଲାଇନରୁ ଶିଖ, ଅଫ୍ଲାଇନରେ ପ୍ରୟୋଗ କର
ନୂଆଦିଲ୍ଲୀ,(ପି.ଟି.)/ଭୁବନେଶ୍ୱର,୨।୪ (ବ୍ୟୁରୋ): ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଚର୍ଚ୍ଚା କରିବା ସହ ସେମାନଙ୍କୁ କେତେକ ମୂଲ୍ୟବାନ୍ ପରାମର୍ଶ ଦେଇଛନ୍ତି। ପରୀକ୍ଷା ପାଇଁ ବ୍ୟତିବ୍ୟସ୍ତ ନ ହୋଇ ଏହାକୁ ଉତ୍ସବ ଭାବେ ପାଳନ କରିବାକୁ…
ମାନସଙ୍କୁ ମାରିଥିବା ନେଇ ମାନିଲେ ଶର୍ମିଷ୍ଠା , ହେଲେ କହିଲେନି କାରଣ
ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର ନିଜର ଦୋଷ ସ୍ବୀକାର କରିଛନ୍ତି। ଏପରିକି ସ୍କ୍ରିନ ରିକ୍ରିଏଶନ ସହ ପୂରା କାହାଣୀ ବର୍ଣ୍ଣନା କରିଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ମାତ୍ର…
ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଏସବୁ ଜିଲାରେ ହୋଇପାରେ ବର୍ଷା
ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହୋଇପାରେ। ଏହା ସତ୍ତ୍ୱେ କେତେକ ଜିଲାରେ ଅଦିନିଆ ବର୍ଷା କିଛିଟା…
କ୍ୟାମେରାମ୍ୟାନ ମାନସ ହତ୍ୟା କାରଣ କେବଳ ମେମୋରି ଚିପ୍, ନା ଆଉ କିଛି
ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା କାରଣ କେବଳ ମେମୋରି ଚିପ୍ ନା ଆଉ କିଛି। ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ୪ ଦିନ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ତନାଘନା କରିବା ସହ ଏପରି କିଛି ସନ୍ଦେହ କରିଛି।…
ଦୟାଲ ଆଶ୍ରମରେ କାନ୍ଦିଲେ ଶର୍ମିଷ୍ଠା
ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ଶୁକ୍ରବାର ରିମାଣ୍ଡର ଚତୁର୍ଥ ଦିନରେ କ୍ରାଇମବ୍ରାଞ୍ଚ ଶର୍ମିଷ୍ଠାଙ୍କୁ ଭୁବନେଶ୍ୱରସ୍ଥିତ ଦୟାଲ ଆଶ୍ରମକୁ ଆଣି ତଦନ୍ତ ଆରମ୍ଭ କରିଛି। ହେଲେ…
ଓଡ଼ିଶାକୁ ଫେରିଲେ ପଦ୍ମଶ୍ରୀ ପ୍ରମୋଦ ଭଗତ
ଭୁବନେଶ୍ବର,୧।୪(ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବା ପରେ ଓଡ଼ିଶା ଫେରିଛନ୍ତି ପାରାଲମ୍ପିଆନ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ । ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ କ୍ରୀଡ଼ାବିତ୍ଙ୍କୁ ପଦ୍ମଶ୍ରୀ ସମ୍ମାନ ଓ ଏହାଦ୍ବାରା କୀଡ଼ାବିତଙ୍କ ଉପରେ ପଡ଼ିବାକୁ ଥିବା ପ୍ରଭାବକୁ ନେଇ ପ୍ରତିକ୍ରିୟା…
ଆଓ୍ବାର୍ଡ ନେବାକୁ ଆସି ଚାଲିଗଲା ଏସ୍ଆଇଙ୍କ ଜୀବନ
ପଦ୍ମପୁର,୧।୪(ଡି.ଏନ୍.ଏ.): ଉତ୍କଳ ଦିବସ ଅବସରରେ ରାଜ୍ୟସ୍ତରୀୟ ପୁରସ୍କାର ପାଇବା ପାଇଁ ଭୁବନେଶ୍ୱର ଆସିଥିବା ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଧୀନ କେନ୍ଦୁଗୁଡା ଫାଣ୍ଡି ଏସ୍ଆଇ କିଶୋର ବେହେରାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। କିଶୋରଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଶୋକର…
ତୁରନ୍ତ ପ୍ରକଳ୍ପ କାମ ଆରମ୍ଭ ଲାଗି ନିର୍ଦ୍ଦେଶ
ବନ୍ତ, ୧।୪ (ଡି.ଏନ୍.ଏ./ସ୍ବ.ପ୍ର.) ଭଦ୍ରକ ଜିଲା ବନ୍ତ ବ୍ଲକ ମହାନ୍ତିପଡ଼ା ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ନେଇ ଗୁରୁବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ସାହୁ ପଞ୍ଚାୟତ ପରିଦର୍ଶନ କରିଛନ୍ତି। ଉକ୍ତ ପଞ୍ଚାୟତରେ ରୁରାଲ୍ ପାର୍କ, ଖେଳପଡ଼ିଆ, କଲ୍ୟାଣ…
ଓଡ଼ିଆ ଭାଷା ପ୍ରତି ଗୁରୁତ୍ୱ ରହୁ
୧୯୩୬ ମସିହାରେ ଭାଷାକୁ ଭିତ୍ତିକରି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା। ତେଣୁ ଭାଷାଭିତ୍ତିକ ଏକତ୍ୱ ପାଇଁ ଯେଉଁ ଆନ୍ଦୋଳନ ହୋଇଥିଲା, ବର୍ତ୍ତମାନ ସେହି ଭାଷା ପ୍ରତି ଗୁରୁତ୍ୱ କମି କମି ଯାଉଛି। ସରକାରୀ କ୍ଷେତ୍ରରେ ଓଡ଼ିଆ ଭାଷାର ପ୍ରୟୋଗକୁ ଆଜି…
ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶର,୧।୪(ବ୍ୟୁରୋ): ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଏ ନେଇ ଶୁକ୍ରବାର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁଣି ୬ ମାସ ପାଇଁ ଏହାର ଅବଧି ବୃଦ୍ଧି କରିଛନ୍ତି। ଏପ୍ରିଲରୁ…
ମିଳୁନି ରାଜସ୍ୱ ଗ୍ରାମ ମାନ୍ୟତା
କେନ୍ଦୁଝର,୧।୪ ସ୍ୱାଧୀନତାର ୭୫ ବର୍ଷ ପରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାର କଅଁଳେଇ ବାଲିପାଳ ଗାଁକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳୁନି। ଫଳରେ ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ସଂରକ୍ଷିତ ଜଙ୍ଗଲାଞ୍ଚଳରେ ଥିବା ଏହି ଗାଁର ୧୫୦ ବନବାସୀ ପରିବାର…
Archives


