ସ୍ଥଗିତ ହେଲା ୟୁଜିସି-ଏନ୍ଇଟି ପରୀକ୍ଷା
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ)- ୟୁନିଭରସିଟି ଗ୍ରାଣ୍ଟ କମିସନ ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ ବା ୟୁଜିସି ଏନ୍ଇଟି ପରୀକ୍ଷାକୁ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ସ୍ଥଗିତ କରିଛି। ତେବେ ଆସନ୍ତା ୨୦ତାରିଖରୁ ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଏନ୍ଟିଏ ଦ୍ୱାରା ପରିଚାଳିତ ଏହି ପରୀକ୍ଷା...
କରୋନା ଯୋଗୁ ବଢୁଛି ମାନସିକ ରୋଗୀଙ୍କ ସଂଖ୍ୟା
ଭୁବନେଶ୍ୱର,୧୦।୧୦(ବ୍ୟୁରୋ)- କୋଭିଡ୍-୧୯ ଯୋଗୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ିଛି। ରବିବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି। ପରିସ୍ଥିତିର କିପରି ସମାଧାନ ହୋଇପାରିବ ସେଥିପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଜିଲାର ମାନସିକ...
ବାଦାମବାଡ଼ିରେ ଫାଟିଲା ପାଇପ୍, ଉଠିଲା ୧୫ଫୁଟ ଉଚ୍ଚକୁ ପାଣି
କଟକ ଅଫିସ୍,୧୦।୧୦: କଟକ ବାଦାମବାଡ଼ି ଟ୍ରାଫିକ୍ ଛକରେ ରବିବାର ଅପରାହ୍ଣରେ ଭୂତଳ ପାଣି ପାଇପ୍ ଫାଟି ଯାଇଛି। ପ୍ରାୟ ୧୫ଫୁଟ ଉଚ୍ଚକୁ ପାଣି ଉଠି ରାସ୍ତା ଝଳମଗ୍ନ ହୋଇ ଯାଇଛି। ରାସ୍ତାଟି ଜନଗହଳି ପୂୂର୍ଣ୍ଣ ହୋଇଥିବାରୁ ଯାତାୟତରେ ବାଧା ଉପୁଜିଛି।...
ଏନ୍ଏଚ୍ ୪୯ ଅବରୋଧ
କେନ୍ଦୁଝର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ବୋମା ମାଡ଼ ପ୍ରତିବାଦରେ କେନ୍ଦୁଝରରେ ଟାୟାର ଜାଳି ଭାଜପା ପକ୍ଷରୁ ରାସ୍ତାରୋକୋ କରାଯାଇଛି। ଏନ୍ଏଚ୍ ୪୯କୁ ଅବରୋଧ କରି ଆନ୍ଦୋଳନ ଚାଲିଥିବା ବେଳେ ଏହାକୁ ନେଇ ରାଜନୈତିକ ଉଷ୍ମତା...
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖରିଫ୍ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ଏହି ଚିଠି ଲେଖିଛନ୍ତି। ପୂର୍ବରୁ କେନ୍ଦ୍ର ବଳକା ଚାଉଳ ଉଠାଇ ନ ଥିବା ବେଳେ ଏବେ ଖରିଫ ଋତୁ ଧାନକୁ କିପରି ସୂଚାରୁ...
ପୋଖରୀରୁ ମିଳିଲା ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅଙ୍କ ମୃତଦେହ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗଙ୍କ ମୃତଦେହକୁ ରବିବାର ଜବତ କରାଯାଇଛି। ରାଜଧାନୀ ଉପକଣ୍ଠ ପାତ୍ରପଡ଼ା ଗାଁର ଏକ ପୋଖରୀରୁ ସନ୍ଦେହଜନକ ଭାବେ ତାଙ୍କ ମୃତଦେହ ମିଳିଛି। ଶନିବାର ରାତିରେ ଅନୁରାଗ ନିଖୋଜ ଥିଲେ। ଏନେଇ...
କେନ୍ଦୁଝର ବିଧାୟକଙ୍କ ଗାଡ଼ି ଉପରକୁ ବୋମାମାଡ଼: ସହରରେ ଚାଞ୍ଚଲ୍ୟ
କେନ୍ଦୁଝର,୧୦।୧୦(ସ୍ବ.ପ୍ର):କେନ୍ଦୁଝର ଜିଲା ସଦର ବିଧାୟକ ମୋହନ ମାଝିଙ୍କ ଗାଡ଼ି ଉପରେ ରବିବାର ବୋମାମାଡ ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଟାଉନ ଥାନା ମଣ୍ଡୁଆ ନିକଟରେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ବୋମା ଫୋପାଡ଼ି ଫେରାର...
ପୂଜା ପୂର୍ବରୁ ମୋଟା ଅଙ୍କର ଟଙ୍କା ନେଇ ଘରକୁ ଫେରୁଥିଲେ ୩ ସରକାରୀ ଅଧିକାରୀ, ଧରିଲା ଭିଜିଲାନ୍ସ
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭିଜିଲାନ୍ସ ବିପୁଳ ଟଙ୍କା ଜବତ କରିବା ସହ ୩ ଜଣ ପ୍ରଥମ ଶ୍ରେଣୀ ଅଧିକାରୀଙ୍କୁ ଗିରଫ କରିଛି। ପୂଜା ପୂର୍ବରୁ ଶନିବାର ଏହି ତିନି ଅଧିକାରୀ ମୋଟା ଅଙ୍କର ଟଙ୍କା ନେଇ ନିଜ ନିଜ ଘରକୁ ଫେରୁଥିବା ବେଳେ...
ପ୍ରେମ କରି ଧରିଥିଲେ ହାତ: ତଣ୍ଟି କାଟି ଜୀବନ ନେଲେ ସ୍ବାମୀ
ଖୋର୍ଦ୍ଧା ଅଫିସ,୧୦।୧୦: ଶ୍ୱଶୁର ଘରେ ସ୍ତ୍ରୀଙ୍କ ତଣ୍ଟି କାଟି ହତ୍ୟା କଲେ ସ୍ବାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲା ଗୁରୁଜଙ୍ଗରେ। ମୃତା ମହିଳା ହେଲେ ଇନ୍ଦିରା ପ୍ରିୟଦର୍ଶିନୀ ମହାନ୍ତି(୩୭)। ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି।...
ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର
କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ ମେଢ ତିଆରେ ଲାଗିପଡନ୍ତି। ବିଶେଷକରି ମା’ଙ୍କ ସୁନାମୁକୁଟ ଓ ଚାନ୍ଦୀମେଢ କରିବା ପାଇଁ...
ବଢୁଛି ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା
ଖୋର୍ଦ୍ଧା ଅଫିସ,୧୦ା୧୦: ଖୋର୍ଦ୍ଧା ଜିଲାରେ ଅଣ ପଞ୍ଜୀକୃତ ଠିକାଦାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏମାନେ ବାହାର ରାଜ୍ୟର କମ୍ପାନୀର ଏଜେଣ୍ଟ ଭାବେ କାର୍ଯ୍ୟ କରୁଛନ୍ତି। ନିଜକୁ ପଞ୍ଜୀକୃତ ଠିକାଦାର ବୋଲି ପରିଚୟ ଦେଇ ଗରିବ ଲୋକଙ୍କୁ ଅଧିକ ରୋଜଗାର ଆଶା...
ରାତିରେ ଚିଲିକା ବିଧାୟକଙ୍କୁ ଜେଲରେ ଭେଟିଲେ ନେତା, ଏସ୍ଓପିକୁ ଭୁଲିଗଲେ
ଖୋର୍ଦ୍ଧା ଅଫିସ,୧୦। ୧୦: ବାଲୁଗାଁ ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଆକ୍ରମଣ, ଗାଳିଗୁଳଜ ଘଟଣାରେ ଖୋର୍ଦ୍ଧା ଏଡିଜେ ଶୁକ୍ରବାର ଜାମିନ ଆବେଦନ ଖାରଜ କରିବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜେଲ ଯିବାକୁ ପଡ଼ିଛି। ତେବେ ସ୍ବାସ୍ଥ୍ୟଗତ...
Archives


