ରାଜ୍ୟ

ଆସ୍ଥାନରେ ଚାଦର ଚଢ଼ାଇଲେ ଶ୍ରଦ୍ଧାଳୁ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲାର ଭାଇଚାରାର ପ୍ରତୀକ ସହରର ସୁନହଟ ସ୍ଥିତ ‘ବାବା ଭୁଜାଖିଆ ପୀରଙ୍କ ୩ ଦିନିଆ ୭୮ତମ ବାର୍ଷିକ ଉତ୍ସବ ‘ଉର୍ସ’ ଉଦ୍‌ଘାଟିତ ହୋଇଯାଇଛି। ପ୍ରତିବର୍ଷ ମାର୍ଚ୍ଚ ଶେଷ ବୁଧବାର, ଗୁରୁବାର, ଶୁକ୍ରବାର ୩ ଦିନ ଧରି…

ଆର୍‌ଟିଓ ଘେରିଲା ମୋଟର ସଂଘ

ବାଲେଶ୍ୱର ଅଫିସ, ୧।୪ ବାଲେଶ୍ୱର ଜିଲା ଆଞ୍ଚଳିକ ପରିବହନ ଅଫିସ୍‌ (ଆର୍‌ଟିଓ)କୁ ଗୁରୁବାର ବାଲେଶ୍ୱର ମୋଟର ସଂଘ ପକ୍ଷରୁ ବେଆଇନ ଜରିମାନା ଆଦାୟ ଓ ଅଡିଟ୍‌ ସରିଥିବା ଫାଇଲ୍‌କୁ ରି-ଓପନ୍‌ କରି ମନଇଚ୍ଛା ଲାଞ୍ଚ ନେବା ଅଭିଯୋଗରେ ଘେରାଉ କରାଯାଇଥିଲା। ଜିଲାରେ…

ସନ୍ଦେହରେ ଅବକାରୀ ବିଭାଗ ଆଭିମୁଖ୍ୟ

ବଇଣ୍ଡା,୧।୪ (ପରିକ୍ଷିତ ସାହୁ) ଭଡ଼ାଘରେ ଚାଲିଥିବା ବଇଣ୍ଡା ଅବକାରୀ ଥାନା ଭଙ୍ଗାଯିବା ପରେ ନୂଆ କାର୍ଯ୍ୟାଳୟ ସ୍ଥାପନ ପାଇଁ ନିଷ୍ପତ୍ତି ନିଆଗଲା। ୩୩ ଲକ୍ଷ ଟଙ୍କା ବ୍ୟୟରେ ଏଥିପାଇଁ କୋଠା ନିର୍ମାଣ ହେଲା। ହେଲେ ୨ ବର୍ଷ ତଳୁ କାର୍ଯ୍ୟ ଶେଷ…

ରଣନୀତି ପ୍ରସ୍ତୁତିରେ ବିଜେଡି-ଭାଜପା

ଅନୁଗୋଳ ଅଫିସ,୧।୪ ୨୦୨୨ ପୌର ନିର୍ବାଚନ ଅନୁଗୋଳରେ ଅନେକ ନୂତନତା ଆଣିଛି। ପ୍ରଥମ ଥର ପାଇଁ ପୌର ପରିଷଦ ଅଧ୍ୟକ୍ଷ ପଦ ବିଜେଡି ହାତେଇପାରିଛି। ସେହିପରି ଅଧିକ କାଉନସିଲର ପଦବୀ ଅକ୍ତିଆର କରି ଭାଜପା ଏଠାରେ ବିଜେଡିକୁ ପଛରେ ପକାଇ ଦେଇଛି।…

୨୯ରେ ପଦାର୍ପଣ କଲା ଅନୁଗୋଳ

ଅନୁଗୋଳ ଅଫିସ,୧।୪ ୧୯୯୩ ଏପ୍ରିଲ ୧ରେ ଜିଲା ମାନ୍ୟତା ପାଇଥିବା ଅନୁଗୋଳ ୨୯ ବର୍ଷରେ ପଦାର୍ପଣ କରିଛି। ତେଣୁ ଏପ୍ରିଲ୍‌ ୧ ଶୁକ୍ରବାର ଓଡ଼ିଶା ଦିବସ ସହ ଜିଲାର ଏହି ପ୍ରତିଷ୍ଠା ଦିବସକୁ ବେଶ୍‌ ଧୁମ୍‌ଧାମରେ ପାଳନ କରିବାକୁ ଅନୁଗୋଳ ଜିଲା…

ବିପଦରେ ଛୁଆ ହାତୀ

ଢେଙ୍କାନାଳ ଅଫିସ/ ଭାପୁର(ଡି.ଏନ୍‌.ଏ.) ୧।୪ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହର ସିଧାସଳଖ ପ୍ରଭାବ ଢେଙ୍କାନାଳର ବନ୍ୟଜୀବନ ଉପରେ ପଡ଼ିଲାଣି। ଜଙ୍ଗଲରେ ଖାଦ୍ୟ ଓ ପାଣି ଅଭାବ ହାତୀ ଭଳି ବିଶାଳକାୟ ତୃଣଭୋଜୀ ପ୍ରାଣୀଙ୍କୁ ଗଁା ମୁହଁା କରାଇଛି। କମ୍‌ ବୟସର ଛୁଆ ହାତୀ ଗୋଠରୁ…

ଏପ୍ରିଲ୍‌ ୨ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍‌ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଶନିବାର(ଏପ୍ରିଲ୍‌ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର ଶେଷ ସମୟ ସୀମା ମେ ୭ ପର୍ଯ୍ୟନ୍ତ ରହିଛି। ପରୀକ୍ଷା ୧୩ଟି ଭାଷାରେ ଅନୁଷ୍ଠିତ…

ଫୁଟାଇଲେ ୫ ରାଉଣ୍ଡ ଗୁଳି

ଢେଙ୍କାନାଳ ଅଫିସ୍‌, ୧।୪ ପୌର ନିର୍ବାଚନ ପରବର୍ତ୍ତୀ ହିଂସାରେ ଅଶାନ୍ତ ହୋଇଉଠିଛି ଢେଙ୍କାନାଳ ସହର। ପରାଜୟକୁ ସହଜରେ ଗ୍ରହଣ କରି ପାରୁ ନ ଥିବା ଏକ ଗୋଷ୍ଠୀ ବୁଧବାର ରାତିରେ ପୌରାଧ୍ୟକ୍ଷାଙ୍କ ଘର ଆଗରେ ୫ ରାଉଣ୍ଡ ଗୁଳିଚାଳନା କରିବା ସହିତ…

ଆଜିଠୁ ପୁରୀରେ ଗଡ଼ିବ ‘ମୋ ବସ୍‌’

ପୁରୀ ଅଫିସ,୧।୪: ପୁରୀ ବାସୀଙ୍କ ପାଇଁ ଖୁସି ଖବର । ଶ୍ରୀକ୍ଷେତ୍ରରେ ଶୁକ୍ରବାରଠୁ ‘ମୋ ବସ୍‌’ ଚାଲିବ। ପ୍ରଥମ ପର୍ଯ୍ୟାୟରେ ସହର ମଧ୍ୟରେ ଦୁଇଟି ରୁଟରେ ମୋ ବସ୍‌ ଚଳାଚଳ କରିବ । ‘ମୋ ବସ୍‌’ସେବା ବଳିଆପଣ୍ଡା ରୋଡ ଓ ଷ୍ଟେସନକୁ…

ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ମୃତ୍ୟୁ, କାରଣ ଖୋଜୁଛି ପୋଲିସ

ଭଞ୍ଜନଗର,୧ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଧ୍ୟକ୍ଷା ଜୟଶ୍ରୀ ସାହୁଙ୍କ ସ୍ବାମୀ ତଥା ଯୁବ ବିଜେଡି ନେତା ହିମାଂଶୁ ଶେଖର ବାରିକଙ୍କ ଗୁରୁବାର ବିଳମ୍ବିତ ରାତିରେ ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ତାଙ୍କର କେଉଁଭଳି ପରିସ୍ଥିତିରେ ମୃତ୍ୟୁ ଘଟିଛି…

ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି…

ଶର୍ମିଷ୍ଠାଙ୍କୁ ସ୍ପଟ୍‌କୁ ନେଲା କ୍ରାଇମବ୍ରାଞ୍ଚ, ହୋଇପାରେ ସିନ୍‌ ରିକ୍ରିଏଶନ

କଟକ ଅଫିସ,୧ା୪: କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାର ଆଜି ହେଉଛି ଚତୁର୍ଥ ଦିନ। ହତ୍ୟାରେ ବ୍ୟବହୃତ ସାମଗ୍ରୀ ଜବତ ହୋଇ ସାରିଥିବା ବେଳେ ଯେଉଁ ମେମୋରି ଚିପ ପାଇଁ ହତ୍ୟାକାଣ୍ଡ ହୋଇଥିବା ଆଲୋଚନା ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri