ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ: ପୂଜକ ଗିରଫ
ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜଣେ ପୂଜକଙ୍କୁ ଗିରଫ କରାଯାଇଛି। ସେ ହେଲେ ସଂଗ୍ରାମ ଦାସ। ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଶୁକ୍ରବାର ଅପରାହ୍ନରେ ହାଇଦ୍ରାବାଦରୁ ଆସିଥିବା ଜଣେ ନାବାଳିକାଙ୍କୁ ଶ୍ରୀମନ୍ଦିର ପରିସର ବାମନ...
ଦେବଗଡ଼ରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଆଜି ଦେବଗଡ଼ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିଛନ୍ତି। ଏହା ସହ ୧୩୬...
ଆସନ୍ତା ୧୧ରୁ ନାଇଟ୍ କର୍ଫ୍ୟୁ, ଅପରାଧୀଙ୍କ ଉପରେ ରଖାଯିବ ନଜର: ପୋଲିସ କମିଶନର
ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ଏହାକୁ ନେଇ ବିଭିନ୍ନ ସ୍ଥାନରେ ଲୋକଙ୍କ ଗହଳି ବଢ଼ିବାରେ ଲାଗିଛି। ଏଥିଯୋଗୁ କରୋନା ସଂକ୍ରମଣ ବ୍ୟାପିବାର ସମ୍ଭାବନା ଥିବାରୁ ଆସନ୍ତା ୧୧ ତାରିଖରୁ ଦ୍ୱୈତନଗରୀରେ ନାଇଟ କର୍ଫ୍ୟୁ ଲାଗୁ ହେବ। ଏହି...
ବିଦ୍ୟାଭାରତୀଙ୍କ ନାମରେ ୩୦୦ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ, ନିଆଯିବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ୍ ସୋମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ନୂଆ ମୋଡ ନେଉଛି। କ୍ରାଇମବ୍ରାଞ୍ଚ ପକ୍ଷରୁ ସ୍ତ୍ରୀ ଦିବ୍ୟାଭାରତୀଙ୍କ ବିରୋଧରେ ଶୁକ୍ରବାର ରାତିରେ ପାରଳାଖେମୁଣ୍ଡି କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି। ୩ ଶହ...
ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଭିଜିବ ଦଶହରା। ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନଠାରୁ ୩.୧ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ...
ଆଉ ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା। ଏହାକୁ ମିଶାଇ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୪୨କୃ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ନବରଙ୍ଗପୁରରୁ ୨ ଜଣ, ଜଗତସିଂହପୁର-ବଲାଙ୍ଗୀରରୁ ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ...
୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୨୬ ଆକ୍ରାନ୍ତ; ଅଛନ୍ତି ୬୮ ପିଲା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୮ଜଣ ୧୮ ବର୍ଷରୁ କମ୍ ବର୍ଗର। ଏହାଛଡ଼ା କ୍ୱାରାଣ୍ଟାଇନ୍ରୁ ୩୦୩ ରହିଥିବା ବେଳେ ୨୨୩ ସ୍ଥାନୀୟ ସଂକ୍ରମଣ ରହିଛି। ଏହାକୁ ମିଶାଇ...
ସୀମାନ୍ତ ରାଜ୍ୟରେ ଓଡ଼ିଆକୁ ୨ୟ ଭାଷାରୁ ବାଦ୍
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଆ ଭାଷା ଗୃହ କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। କମିଟି ଅଧ୍ୟକ୍ଷ ତଥା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକ ବିଧାନସଭା ସଚିବାଳୟ ୫୪ନମ୍ବର ପ୍ରକୋଷ୍ଠରେ...
ଖୋଲିବ ରୁଚି ଫ୍ରୋଜିଟ୍ର ସର୍ବବୃହତ୍ ଷ୍ଟୋର
କଟକ ଅଫିସ,୯।୧୦: ରୁଚି ଫ୍ରୋଜିଟ୍ର ସର୍ବବୃହତ୍ ଷ୍ଟୋର ରବିବାର କଟକ ମହାନଦୀ ବିହାରରେ ଶୁଭାରମ୍ଭ ହେବ। ଓଡ଼ିଆ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏବଂ ଅଭିନେତା ଶୁଭାଶିଷ୍ ଏହାର ଉଦ୍ଘାଟନ କରିବେ। ଶୁକ୍ରବାର ସ୍ଥାନୀୟ ଲିଙ୍କ୍ ରୋଡ୍ସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ...
ନନ୍ଦନକାନନକୁ ୪ପ୍ରଜାତିର ୮ ପଶୁପକ୍ଷୀ ଆସିଲା
ବାରଙ୍ଗ, ୯।୧୦(ଡି.ଏନ୍.ଏ.): ନନ୍ଦନକାନନକୁ ଶୁକ୍ରବାର ରାତିରେ ପଶୁପକ୍ଷୀ ଅଦଳବଦଳ ପ୍ରକିୟାରେ ଜୟପୁର ନହରଗଡ଼ ଜୈବ ଉଦ୍ୟାନରୁ ୪ପ୍ରଜାତିର ୮ଟି ନୂଆ ଅତିଥି ଆସିଛନ୍ତି। ନୂଆ ଅତିଥି ହେଲେ ହଳେ କଲରାପତରିଆ ବାଘ, ହଳେ ଧୂସର ଗଧିଆ, ୨ଟି ଅଣ୍ଡିରା ଘଡ଼ିଆଳ...
ପ୍ରକାଶ ପାଇଲା ଚିଠା ସଂରକ୍ଷଣ ବିଜ୍ଞପ୍ତି
ଭୁବନେଶ୍ୱର,୯।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ଜିଲାସ୍ତରରେ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ବ୍ଲକ ଅଧ୍ୟକ୍ଷ ପଦବୀ ଲାଗି ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତେବେ ମିିଳିଥିବା ସୂଚନା ଅନୁଯାୟୀ ୧୪ ଜିଲା ଚିଠା ସଂରକ୍ଷଣ ତାଲିକା...
ପିଏମ୍ଇସି, ଜିଇସିରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର
ଭୁବନେଶ୍ୱର, ୯।୧୦(ବ୍ୟୁରୋ): ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ (ଏସଡିଟିଇ) ଅଧୀନରେ ଥିବା ପାରଳା ମହାରାଜା ଯାନ୍ତ୍ରିକ ମହାବିଦ୍ୟାଳୟ (ପିଏମ୍ଇସି) ବ୍ରହ୍ମପୁର ଓ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିଇସି) କେଉଁଝରଠାରେ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ହେବ। ଏନେଇ ୱାଲର୍ଡ...
Archives


