ରାଜ୍ୟ

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ ପେନ୍‌ସନ ଭୋଗୀଙ୍କ ପାଇଁ ଏହି ବର୍ଦ୍ଧିତ ଭତ୍ତା ଘୋଷଣା କରିଛନ୍ତି। ୧୧ ପ୍ରତିଶତ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୩୮କୁ ବୃଦ୍ଧି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି। ପ୍ରତିଦିନ କୌଣସି ନା କୌଣସି କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ବି ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ ଅଫିସ,୮ା୧୦: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥପାଠ...

ମରାମତି ଅବଧି ସରିନି, କ୍ଷୟକ୍ଷତି ଦର୍ଶାଇଲା ବିଭାଗ

ଚଣ୍ଡିଖୋଲ,୮।୧୦(ଡି.ଏନ.ଏ.): ଜାରକା ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ଚଣ୍ଡିଖୋଲ ଉପଖଣ୍ଡର ବାଲିଚନ୍ଦ୍ରପୁର-ଦେକୁରି ରାସ୍ତାକୁ ନେଇ ବିବାଦ ଥମୁନି। ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜାନରେ କରାଯାଇଥିବା ଏହି ରାସ୍ତାର ନିର୍ମାଣ ସମୟରେ ୩୦୦ ମିଟର ଗାଡ୍‌ୱାଲ ଭୁଶୁଡ଼ି ପଡ଼ିଥିଲା। ନିର୍ମାଣ ଶେଷ...

ବିସ୍ଫୋରକ ବ୍ୟବସାୟ ପ୍ରତି ଅନୁକମ୍ପା

ଯାଜପୁର ଅଫିସ,୮।୧୦: ଦୁଇ ଦଶନ୍ଧି ହେଲା ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳ ବାରୁଦ ଗଦାରେ ପରିଣତ ହୋଇଛି। ଦିନରାତି ବିସ୍ଫୋରକ ଡିଟୋନେଟର ବ୍ଲାଷ୍ଟିଂ ଚାଲି ଆସୁଛି। ଏହି ବେଆଇନ କାର୍ଯ୍ୟକଳାପରେ ସ୍ଥାନୀୟ ପଥର ମାଫିଆ, କେତେଜଣ ରାଜନେତା, ତହସିଲ...

ଆମ ଗାଁକୁ ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦ୍ରାପଡ଼ା ଅଫିସ,୮।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ବାଚନ ପ୍ରକ୍ରିୟାକୁ ଆକଳନ କଲେ ଆସନ୍ତାବର୍ଷ ଫେବୃୟାରୀରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସଙ୍ଗଠନକୁ ମଜଭୁତ ପାଇଁ ରଣକୌଶଳ ଆରମ୍ଭ ହୋଇଛି।...

ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୫୨୪ ଜଣଙ୍କ ମଧ୍ୟରୁ ୩୦୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ପୋଲିସ ଉପରକୁ ଗୁଳି ଫୁଟାଇ ଅପରାଧୀ ଫେରାର

ଦିଗପହଣ୍ଡି(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୮।୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚଢେୟାଗରଦ ଗ୍ରାମ ନିକଟ କେରାଣ୍ଡିମାଳ ଜଙ୍ଗଲରେ ଦୁର୍ଦ୍ଦାନ୍ତ ଅପରାଧୀ କୁନା ବେହେରା ଲୁଚିଥିବା ପୋଲିସକୁ ଖବର ମିଳିଥିଲା। ତାଙ୍କୁ ଧରିବାକୁ ପୋଲିସ ଯୋଜନା କରିଥିଲା। ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କ ନେତୃତ୍ୱରେ...

ଅବହେଳାରୁ ସଙ୍କଟରେ ବଜ୍ରକାପ୍ତା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ସଂରକ୍ଷଣ ଓ ସୁରକ୍ଷା ପାଇଁ ବନ ବିଭାଗ ବହୁ ଟଙ୍କା ଖର୍ଚ୍ଚ କରୁଛି। କିନ୍ତୁ ତାହା ଫଳପ୍ରଦ ହୋଇପାରୁନାହିଁ। ରାଜ୍ୟରେ ବାଘ ଚମଡ଼ା ଠାରୁ ଆରମ୍ଭ କରି ହାତୀଦାନ୍ତ, ବଜ୍ରକାପ୍ତା କାତିର ଚୋରା କାରବାର ଦିନକୁ...

ସାଇବର ଅପରାଧରେ ବେନାମୀ ସିମ୍‌

ଅନୁଗୋଳ ଅଫିସ, ୮ା୧୦ ଠକେଇ ପାଇଁ ଇଣ୍ଟରନେଟ୍‌କୁ ମାଧ୍ୟମ କରୁଛନ୍ତି ଠକ। କେତେବେଳେ ମୋବାଇଲ ଆପ୍‌ ତ ଆଉ କେତେବେଳେ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ ଆକାଉଣ୍ଟରୁ ଚଳୁ କରୁଛନ୍ତି ଟଙ୍କା। ଏପରି କି ପ୍ରତିଷ୍ଠିତ ବ୍ୟକ୍ତିଙ୍କ ନାମରେ ସାମାଜିକ...

ମହାମାରୀ ବେଳେ ମୂର୍ତ୍ତି ଗଢ଼ି ସ୍ୱାବଲମ୍ବୀ

କେନ୍ଦୁଝର, ୮।୧୦ (ସ୍ବ.ପ୍ର.): କୋଭିଡ୍‌ ସମୟରେ ରୋଜଗାର ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। କଣ କରିବେ କିଛି ମୁଣ୍ଡକୁ ଢୁକୁ ନ ଥିଲା। ଅର୍ଥ ରୋଜଗାର ଚିନ୍ତାରେ ପଡିଥିବା କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଓସ୍ତପଙ୍ଗା ଗ୍ରାମର ନିତ୍ୟାନନ୍ଦ ନାୟକ ଶେଷରେ...

‘ସଫଳତା ଲାଗି ଆତ୍ମବିଶ୍ୱାସ ଲୋଡ଼ା’

ବନ୍ତ,୮।୧୦(ଡି.ଏନ.ଏ.)-ରୁଚି ଥିବା ଖେଳକୁ ଛାଡ଼ିବା ଠିକ୍‌ ନୁହେଁ। ଖେଳରେ ଉତ୍‌ଥାନ ପତନ ଲାଗି ରହିଥାଏ। ଆତ୍ମବିଶ୍ୱାସ ରଖି ଧୈର୍ଯ୍ୟର ସହ ଆଗକୁ ଗଲେ ଭବିଷ୍ୟତରେ ଜଣେ ଭଲ କ୍ରୀଡ଼ାବିତ୍‌ ହୋଇପାରିବେ ବୋଲି କହନ୍ତି ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri