ନିଯୁକ୍ତି ସୃଷ୍ଟି କରୁଥିବା ଉଦ୍ୟୋଗୀମାନଙ୍କୁ ଉତ୍ସାହିତ କରିବା ବିଜ୍ନେସ ଏମିନେସ୍ସ ଆୱାର୍ଡ୍ସର ମୂଳ ଲକ୍ଷ୍ୟ: ଆଦ୍ୟାଶା ସତପଥୀ
ଭୁବନେଶ୍ୱର,୨୩।୪: ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜ୍ନେସ ଏମିନେସ୍ସ ଆୱାଡର୍ସ-୨୦୨୬- ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା ବୈଷୟିକ…
ନିଜ ବାହାଘର ପାଇଁ ଗୁଆ ଦେବାକୁ ଯାଉଥିଲେ ଯୁବକ, ବାଟରେ ପିଟିଦେଲା ବସ୍, ଆଉ ତା’ ପରେ…
ଭଞ୍ଜନଗର,୨୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ଗୁରୁବାର ସକାଳେ ଏକ ବସ୍ ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଆଉ ଜଣେ ଯୁବକ ସାମାନ୍ୟ ଆହତ ହୋଇଛନ୍ତି। ଆହତ ଯୁବକ ଦ୍ୱୟ ଭଞ୍ଜନଗର…
ବିଜ୍ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬: LIVE ଅପ୍ଡେଟ୍ସ
ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ମିଳିତ ଆନୁକୂଲ୍ୟରେ ଆୟୋଜିତ ବହୁପ୍ରତୀକ୍ଷିତ ବିଜ୍ନେସ ଏମିନେସ୍ସ ଆୱାର୍ଡ୍ସ-୨୦୨୬ ଷଷ୍ଠ ସଂସ୍କରଣ ଗୁରୁବାର ଭୁବନେଶ୍ୱରର ହୋଟେଲ ସ୍ବସ୍ତି ପ୍ରିମିୟମରେ ଅନୁଷ୍ଠିତ ହେଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଶିଳ୍ପ, ଦକ୍ଷତା ବିକାଶ ତଥା…
‘ବଲାଙ୍ଗୀରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ସୂତା ଉତ୍ପାଦନ ୟୁନିଟ୍’
ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କହିଛନ୍ତି,…
ରାଜନୀତିରେ ବାଦବିବାଦ, ବ୍ୟକ୍ତିଗତ କାର୍ଯ୍ୟରେ ବିଜେଡି-ଭାଜପା ଏକାଠି ହୋଇ…
ଗଞ୍ଜାମ,୨୩ା୪(ବିଦ୍ୟାଧର): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ପିତା ତଥା ଧର୍ମପରାୟଣ ବ୍ୟକ୍ତି କାଶୀନାଥ ପାଢ଼ୀଙ୍କ ବିୟୋଗ ଘଟିଥିଲା। ବୁଧବାର ସ୍ବର୍ଗତ ପାଢ଼ୀଙ୍କର ଦ୍ୱାଦଶ ଦିବସରେ ସାନ ବଜାରସ୍ଥିତ ନିଜ ବାସଭବନ ଠାରେ…
ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ଅଭିଯୋଗରେ ଭାରତ ବନ୍ଦ, ସକାଳୁ ସକାଳୁ…
ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍ସି, ଏସ୍ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ବଲାଙ୍ଗୀରରେ ଭାରତ ବନ୍ଦ ପାଳନର ପ୍ରଭାବ ଅନୁଭୂତ ହୋଇଛି। ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ…
ଆଜି ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ ଏମିନେସ୍ସ ଆଓ୍ବାଡର୍ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…
ବଢୁଛି ଖରା, ପିଇବାକୁ ପାଣି ନାହିଁ
କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ ପାଇଁ ପାଣି ନାହିଁ। ଜିଲା ପ୍ରଶାସନର ଜନଶୁଣାଣି ଶିବିରରେ ଏପ୍ରକାର ଅଭିଯୋଗ ବଢ଼ିଛାଲିଛି।…
ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର
ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡାର ବିଶେଶ୍ୱର ମନ୍ଦିର ଏବଂ ବରଗଡ଼…
ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି
ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…
ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…
ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଦାରିଙ୍ଗବାଡି ଥାନା ସୋନପୁର ପଞ୍ଚାୟତର ସମୀର ବଡାଇକ (୩୨)ବୋଲି ତଦନ୍ତକାରୀ ଅଧିକାରୀ…
ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…
ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ବରଗଡ଼ ଜିଲା ଭଟଲିଛକ ନିବାସୀ ଗଣନାଥ ରଥ(୪୨) । ସେ ଆମ୍ବଘାଟ ଗ୍ରାମ…

