୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ
କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ ଅଭିଯୁକ୍ତ। ସେ ହେଲେ ଏମ୍ରୋଜ ଅନ୍ସାରୀ। ତାଙ୍କ ଘର ଝାଡ଼ଖଣ୍ଡର ମଝଗାଁ ଥାନା ଅନ୍ତର୍ଗତ…
ପିଲାଙ୍କ ଉପସ୍ଥାନ ତଥ୍ୟ ପଠାଇବେ ସ୍କୁଲ୍ ପ୍ରିନ୍ସିପାଲ
ଭୁବନେଶ୍ୱର,୨।୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଅନଲାଇନ୍ ପାଠପଢା ଉପରେ ଗୁରୁତ୍ୱାରୋପ କରାଯାଇଛି। ଉଭୟ ଅନ୍ଲାଇନ ଏବଂ ଅଫ୍ଲାଇନ କ୍ଲାସ କରୁଥିବା ପିଲାଙ୍କ ଉପସ୍ଥାନ ତଥ୍ୟ ଜଣାଇବା ପାଇଁ ସ୍କୁଲ୍ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ କେତେ ପିଲା ଅନ୍ଲାଇନ ଓ…
ପୁରୀରେ ପହଞ୍ଚିଲା ରଥକାଠ
ପୁରୀ ଅଫିସ,୨।୨: ଜୁଲାଇ ୧ରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରଥ ନିର୍ମାଣ ଲାଗି ଦଶପଲ୍ଲୀ ବନାଞ୍ଚଳରୁ ରଥକାଠ ଆସି ପୁରୀରେ ପହଞ୍ଚିଛି। ୩ଟି ଟ୍ରକ୍ରେ ୬୩ ଖଣ୍ଡ ଅଶନ ଓ ଧଉରା କାଠ…
ନନ୍ଦନକାନନରେ ନାଲି ମହାବଳ ଶାବକର ମୃତ୍ୟୁ
ବାରଙ୍ଗ,୨।୨(ଡି.ଏନ୍.ଏ.): ନନ୍ଦନକାନନରେ ୧୦ ମାସର ନାଲି ମହାବଳ ଶାବକର ମୃତ୍ୟୁ ଘଟିଛି। ଧଳା ବାଘୁଣୀ ବିଜୟାର ଅଣ୍ଡିରା ଶାବକ ବଂଶୀର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ଚିଡ଼ିଆଖାନାରେ ବାଘ ସଂଖ୍ୟା ୨୮କୁ ଖସିଆସିଛି । ୧୦ ଦିନ ତଳେ ବାଘ ସଫାରୀରେ…
ଟିକା ଦେବାକୁ କହି ନବଜାତକକୁ ନେଇଗଲେ ନର୍ସ, ଖୋଜିଖୋଜି ପରିବାର ଲୋକେ ନୟାନ୍ତ
ନୟାଗଡ଼ ଅଫିସ,୨ା୨: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍ଏଚ୍)ରୁ ପିଲା ଚୋରି ଅଭିଯୋଗ ହୋଇଛି। ଗତ ୨୮ ତାରିଖରେ ନୋତର ଗାଁର ରବୀନ୍ଦ୍ର ସ୍ବାଇଁଙ୍କ ସ୍ତ୍ରୀ ପ୍ରସବ ଯନ୍ତ୍ରଣା ପାଇଥିଲେ। ସେଠାରୁ ତାଙ୍କୁ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ। ସେହିଦିନ ସକାଳ…
ତପସ୍ବିନୀ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ, ୨।୨: ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ବିନୀ ଦାଶ- ସୁମିତ୍ ସାହୁ ବିବାହ ବିବାଦ ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ହାଇକୋର୍ଟ ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟ କାଏମ୍ ରଖିଛନ୍ତି। ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ ପ୍ରଦାନ…
ପୌର ନିର୍ବାଚନ: ଫେବୃୟାରୀ ୧୦ରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ
ଭୁବନେଶ୍ୱର,୨।୨: ୧୧୦ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ୪୮ ମ୍ୟୁନିସିପାଲିଟି ଓ ୫୯ ଏନଏସି ସୀମା ନିିର୍ଦ୍ଧାରଣ ଓ ଆସନ ଆରକ୍ଷଣର ଚୂଡାନ୍ତ ତାଲିକା ଜିଲା ମାଜିଷ୍ଟ୍ରେଟ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ପ୍ରଦାନ କରିଛନ୍ତି । ସେହିପରି…
କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ କବି ପ୍ରମୋଦ କୁମାର ମହାନ୍ତିଙ୍କ…
ପରପାରିରେ କବି ପ୍ରମୋଦ କୁମାର ମହାନ୍ତି
ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ୧୯୬୭ଠାରୁ ସେ ତାଙ୍କର କାବ୍ୟଯାତ୍ରା ଆରମ୍ଭ କରିଥିଲେ । କିନ୍ତୁ ୧୯୮୨ରେ ‘ଦେବୀପାଦ’ ହିଁ ତାଙ୍କୁ କବି ଭାବରେ ପ୍ରତିଷ୍ଠା କରିଥିଲା । ସେ ଦୀର୍ଘ ଚାରି ଦଶନ୍ଧି ହେବ…
ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍ ଅଫିସର ବିନୋଦ କୁମାର
ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର କରିଛନ୍ତି। ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବାରୁ ତାଙ୍କୁ ଚାକିରୀରୁ ବିଦା କରାଯାଇଥିବା ନେଇ ବୁଧବାର…
ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୬୪୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
ଗାଁରେ ରହୁନି ନେଟ୍ୱର୍କ
କେନ୍ଦୁଝର, ୨।୨: (ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟୱର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ଏ ନେଇ ପୂର୍ବରୁ ଜିଲାପାଳଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ…
Archives


