ଆର୍ଟିଆଇ ତଥ୍ୟ ଦେଇ ନ ପାରି ଟଙ୍କା ଫେରାଇ ନେବାକୁ ନୋଟିସ
କଟକ ସଦର, ୭।୧୦(ଡି.ଏନ.ଏ.): ସୂଚନା ଅଧିକାର ଆଇନ (ଆର୍ଟିଆଇ) ବଳରେ ତଥ୍ୟ ପାଇବା ପାଇଁ ଜଣେ ଆବେଦନକାରୀ ୩୦୦୦ ଟଙ୍କା ଦାଖଲ କରିଥିଲେ। ହେଲେ କଟକ ପୂର୍ତ୍ତ ଡିଭିଜନ ନଂ.୨ର ଲୋକ ସୂଚନା ଅଧିକାରୀ ତଥ୍ୟ ଦେଇ ନ ପାରି...
ଦାନା ବାନ୍ଧୁଛି ଆଉ ଏକ ବାତ୍ୟା, ଫିକା ପଡ଼ିବ ଦଶହରା!
ଭୁବନେଶ୍ୱର,୬।୧୦(ବ୍ୟୁରୋ): ପୁଣି ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ। ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା କ୍ରମେ ଘନୀଭୂତ ହୋଇ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଦିଗକୁ ଆସିପାରେ...
ରାଜଧାନୀକୁ ପୁଣି ଫେରିଲା କଣ୍ଟେନ୍ମେଣ୍ଟ
ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍ମେଣ୍ଟ ଘୋଷଣା କରିଛି ବିଏମ୍ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍କୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ...
ଆସୁଛି ଆଉ ଏକ ଲଘୁଚାପ: ଫିକା ପଡ଼ିବ ପାର୍ବଣ
ଭୁବନେଶ୍ୱର,୬ା୧୦(ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ। ଚଳିତବର୍ଷ ପାର୍ବଣ ଫିକା ପଡ଼ିବ ଯାହା ଜଣାପଡୁଛି। ଅକ୍ଟୋବର ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏବର୍ଷ ଦଶହରାରେ ଭିଜିବ ଓଡ଼ିଶା। ଆନ୍ଧ୍ରକୁ ମୁହାଁଉଥିବା ଛୋଟ ବାତ୍ୟା ସୃଷ୍ଟି ହେବା...
‘ଆମ ଘର ଆମ ହାଣ୍ଡିଶାଳ ସିଜନ୍-୨’ ଲୋକାର୍ପିତ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଟିଡିସି ପକ୍ଷରୁ ବୁଧବାର ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟ ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ୱିତୀୟ ସଂସ୍କରଣ ଲୋକାର୍ପିତ ହୋଇଛି। ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଏହାକୁ ଲୋକାର୍ପଣ କରିବା ସହ...
ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍ସି
କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ ତିଆରି ପାଇ ଏକ ବେକରି ଫ୍ୟାକ୍ଟ୍ରିକୁ ନିଆଯାଉଥିବା ଜଣାପଡ଼ିଛି। ଯେଉଁ ଗାଡ଼ିରେ ଏହା...
ଆଜି କରୋନା ନେଲା ୪ ଜୀବନ
ଭୁବନେଶ୍ୱର,୬।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୨୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି...
ସମୁଦ୍ରପଥରେ ଡ୍ରଗ୍ସ ଚାଲାଣ ଆଶଙ୍କା ବଢୁଛି
ପୁରୀ ଅଫିସ,୬।୧୦: ମୁମ୍ବାଇ କ୍ରୁଜ୍ ଡ୍ରଗ୍ସ ମାମଲାରେ ଓଡ଼ିଶାର ଲିଙ୍କ୍ ପ୍ରସଙ୍ଗ ସାମ୍ନାକୁ ଆସିବା ସହ ରାଉରକେଲାର ଦୁଇଜଣ ଗିରଫ ହେବା ପରେ ସମୁଦ୍ର ତଟବର୍ତ୍ତୀ ପୁରୀ ସହର ଉପରେ ସଭିଁଙ୍କ ନଜର ପଡ଼ିଛି। ପୁରୀକୁ ଦେଶ ବିଦେଶର ଲୋକେ...
ରାଜଧାନୀରେ ବଜ୍ରକାପ୍ତା ର଼୍ୟାକେଟ, ପାର୍କରେ ଡିଲ୍
ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜଧାନୀରେ ବଜ୍ରକାପ୍ତା କାତି ର଼୍ୟାକେଟ। ପାର୍କରେ ହେଲା ଡିଲ୍। ଶେଷରେ ର଼୍ୟାକେଟରେ ସମ୍ପୃକ୍ତ ଦୁଇଜଣଙ୍କୁ କ୍ରାଇବ୍ରାଞ୍ଚ ଏସ୍ଟିଏଫ୍ ଓ ଓ୍ବାଇଲ୍ଡଲାଇଫ୍ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ(ଡବ୍ଲ୍ୟୁସିସିବି) ଗିରଫ କରିବା ସହ ସେମାନଙ୍କଠାରୁ ୨କେଜିରୁ ଉର୍ଦ୍ଧ୍ୱ କାତି ଜବତ କରିଛି। ଅଭିଯୁକ୍ତ...
ୱେବ୍ ଚ୍ୟାନେଲ ସିଲ୍, ଏମ୍ଡିଙ୍କ ସମେତ ଦୁଇ ଗିରଫ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଜଣେ ମହିଳାଙ୍କୁ ଧମକ ଦେବା ସହ ଟଙ୍କା ମାଗିବା ଅଭିଯୋଗରେ ଏକ ୱେବ୍ ଚ୍ୟାନେଲର ଦୁଇ କର୍ମଚାରୀଙ୍କୁ ମଞ୍ଚେଶ୍ୱର ପୋଲିସ ଗିରଫ କରିଛି। ସେମାନେ ହେଲେ ୱେବ୍ ଚ୍ୟାନେଲ ‘ପରିବର୍ତ୍ତନ’ର ଏମ୍ଡି ଜଗତ୍ସିଂପୁର ଜିଲା ରଘୁନାଥପୁର ଥାନାର ପ୍ରଶାନ୍ତ...
‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣଠାରୁ...
Archives


