ରାଜ୍ୟ

ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍‌ସି

କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ ତିଆରି ପାଇ ଏକ ବେକରି ଫ୍ୟାକ୍ଟ୍ରିକୁ ନିଆଯାଉଥିବା ଜଣାପଡ଼ିଛି। ଯେଉଁ ଗାଡ଼ିରେ ଏହା...

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୬।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୨୨୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ଅଛନ୍ତି। ଏହି ୫୯୩ ଜଣଙ୍କ ମଧ୍ୟରୁ ୩୪୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ସମୁଦ୍ରପଥରେ ଡ୍ରଗ୍ସ ଚାଲାଣ ଆଶଙ୍କା ବଢୁଛି

ପୁରୀ ଅଫିସ,୬।୧୦: ମୁମ୍ବାଇ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଓଡ଼ିଶାର ଲିଙ୍କ୍‌ ପ୍ରସଙ୍ଗ ସାମ୍ନାକୁ ଆସିବା ସହ ରାଉରକେଲାର ଦୁଇଜଣ ଗିରଫ ହେବା ପରେ ସମୁଦ୍ର ତଟବର୍ତ୍ତୀ ପୁରୀ ସହର ଉପରେ ସଭିଁଙ୍କ ନଜର ପଡ଼ିଛି। ପୁରୀକୁ ଦେଶ ବିଦେଶର ଲୋକେ...

ରାଜଧାନୀରେ ବଜ୍ରକାପ୍ତା ର଼୍ୟାକେଟ, ପାର୍କରେ ଡିଲ୍‌

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜଧାନୀରେ ବଜ୍ରକାପ୍ତା କାତି ର଼୍ୟାକେଟ। ପାର୍କରେ ହେଲା ଡିଲ୍‌। ଶେଷରେ ର଼୍ୟାକେଟରେ ସମ୍ପୃକ୍ତ ଦୁଇଜଣଙ୍କୁ କ୍ରାଇବ୍ରାଞ୍ଚ ଏସ୍‌ଟିଏଫ୍‌ ଓ ଓ୍ବାଇଲ୍ଡଲାଇଫ୍‌ କ୍ରାଇମ କଣ୍ଟ୍ରୋଲ ବ୍ୟୁରୋ(ଡବ୍ଲ୍ୟୁସିସିବି) ଗିରଫ କରିବା ସହ ସେମାନଙ୍କଠାରୁ ୨କେଜିରୁ ଉର୍ଦ୍ଧ୍ୱ କାତି ଜବତ କରିଛି। ଅଭିଯୁକ୍ତ...

ୱେବ୍‌ ଚ୍ୟାନେଲ ସିଲ୍‌, ଏମ୍‌ଡିଙ୍କ ସମେତ ଦୁଇ ଗିରଫ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଜଣେ ମହିଳାଙ୍କୁ ଧମକ ଦେବା ସହ ଟଙ୍କା ମାଗିବା ଅଭିଯୋଗରେ ଏକ ୱେବ୍‌ ଚ୍ୟାନେଲର ଦୁଇ କର୍ମଚାରୀଙ୍କୁ ମଞ୍ଚେଶ୍ୱର ପୋଲିସ ଗିରଫ କରିଛି। ସେମାନେ ହେଲେ ୱେବ୍‌ ଚ୍ୟାନେଲ ‘ପରିବର୍ତ୍ତନ’ର ଏମ୍‌ଡି ଜଗତ୍‌ସିଂପୁର ଜିଲା ରଘୁନାଥପୁର ଥାନାର ପ୍ରଶାନ୍ତ...

‘ମୋ ସରକାର’ରେ ୨୭ ବିଭାଗର ୨୨୫ ସେବା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟରେ ‘ମୋ ସରକାର’ର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି ବିଭାଗୀୟ ଅଧିକାରୀମାନଙ୍କୁ ଏ କ୍ଷେତ୍ରରେ ଆହୁରି କ୍ରିୟାଶୀଳ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳା ସଶକ୍ତୀକରଣଠାରୁ...

ଜିଲା କୋଷାଗାରକୁ ଗଲା ୫ କୁଇଣ୍ଟାଲ ରୁପା

ପୁରୀ ଅଫିସ,୬।୧୦: ଶ୍ରୀମନ୍ଦିରର ସାତ ଦ୍ୱାର ରୁପା ଛାଉଣି ସରିଥିବାବେଳେ କଳାହାଟ ଦ୍ୱାରର ରୁପା ଛାଉଣି ହୋଇପାରିନାହିଁ। ଆସନ୍ତା ବର୍ଷ ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର ରୁପା ଛାଉଣି କରାଯିବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀଳାଦ୍ରି ଭକ୍ତନିବାସ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ଜଳଦ କୁମାର ତ୍ରିପାଠୀ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟର ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୂର୍ବାହ୍ନରେ ରାଜଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ପ୍ରଫେସର...

ଖୁବ୍‌ଶୀଘ୍ର ସ୍ମାର୍ଟ ପ୍ରିପେଡ୍‌ ମିଟର

ଭୁବନେଶ୍ୱର,୬।୧୦(ବ୍ୟୁରୋ): ୨୦୨୫ ମାର୍ଚ୍ଚ ସୁଦ୍ଧା ସମଗ୍ର ଦେଶରେ ବିଦ୍ୟୁତ୍‌ ଦେୟକୁ ନିୟନ୍ତ୍ରିତ କରିବା ପାଇଁ ସ୍ମାର୍ଟ ପ୍ରିପେଡ୍‌ ମିଟର ପ୍ରଚଳନ ହେବ। ରାଜ୍ୟରେ ଏହି ବ୍ୟବସ୍ଥା ୨୦୨୨ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମଙ୍ଗଳବାର...

ମହାଳୟାରେ ବିନ୍ଦୁସାଗର ମନା

ଭୁବନେଶ୍ୱର,୫।୧୦(ବ୍ୟୁରୋ): ବୁଧବାର ପବିତ୍ର ମହାଳୟା। ପିତୃ ପୁରୁଷଙ୍କ ଶ୍ରାଦ୍ଧ ତର୍ପଣ ପାଇଁ ବିନ୍ଦୁସାଗରରେ ଭିଡ଼ ହେବାର ସମ୍ଭାବନା ଥିବାରୁ ଏହା ଉପରେ ରୋକ ଲଗାଇଛି ବିଏମ୍‌ସି। ଭିଡ଼ ବଢିଲେ ସଂକ୍ରମଣ ବଢିବାର ଆଶଙ୍କା ରହିଛି। ତେଣୁ ବିନ୍ଦୁସାଗରରେ କୌଣସି ପ୍ରକାର...

ଶପଥ ନେଲେ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ

ଭୁବନେଶ୍ୱର, ୫।୧୦(ବ୍ୟୁରୋ): ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଜଳଦ କୁମାର ତ୍ରିପାଠୀ ସୋମବାର ଶପଥ ଗ୍ରହଣ କରିଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୋମବାର ରାଜ ଭବନଠାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri