ଏଣିକି ନୂଆ ପଦ୍ଧତିରେ ଯୁକ୍ତ୨ ପରୀକ୍ଷା
ଭୁବନେଶ୍ୱର, ୪।୧୦(ବ୍ୟୁରୋ): କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଯୁକ୍ତ୨ ପରୀକ୍ଷାକୁ ନୂଆ ପଦ୍ଧତିରେ କରିବାକୁ ନିଷ୍ପତ୍ତି ନେଇଛି। ଦୁଇବର୍ଷ ମଧ୍ୟରେ ୬ଟି ଇଣ୍ଟରନାଲ ଓ ୨ଟି ଆନୁଆଲ ପରୀକ୍ଷା ହେବ। ତିନି ମାସକୁ ଥରେ...
ଗଜପତି ଗସ୍ତରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ
ଗଜପତି,୪ା୧୦(ଡି.ଏନ୍.ଏ.): ଆଜି ଗଜପତି ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି। ଗଜପତିର ୧ ଲକ୍ଷ ୩୭ ହଜାର ପରିବାର ଏହି ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ। ଏହା ସହ...
ଚୋରି ପାଇଁ ବନ୍ଦୋବସ୍ତ
ଭୁବନେଶ୍ୱର,୪।୧୦: ୨୦୧୫ ଅଗଷ୍ଟରେ ସ୍ଥାନୀୟ ନୟାପଲ୍ଲୀ ମମ୍ତାଜ ହାଇସ୍କୁଲ ସମ୍ମୁଖ ଖୋଲା ନାଳରେ ପଡ଼ି ଜଣେ ଛାତ୍ର ପ୍ରାଣ ହରାଇଥିଲେ। ଉକ୍ତ ଘଟଣାକୁ ନେଇ ସହରବାସୀଙ୍କ ମଧ୍ୟରେ ପ୍ରବଳ କ୍ଷୋଭ ପ୍ରକାଶ ପାଇଥିଲା। ଏପରି କି ସରକାରଙ୍କ ଅପାରଗତା ଯୋଗୁ...
ମନ ମୋହୁଛି ମନୋଜଙ୍କ ନିଆରା କଳାକୃତି
କଟକ ଅଫିସ, ୪ା୧୦: ସେ ପାଠ ପଢ଼ିବା ପାଇଁ କଟକ ଆସିଥିଲେ। ଟ୍ୟୁଶନ କରି ପାଠ ପଢ଼ୁଥିଲେ। ହଠାତ କୋଭିଡ୍ ସ୍ଥିତି ଯୋଗୁ ଲକ୍ଡାଉନ୍ ଘୋଷଣା ହେଲା। ଏହି ସମୟରେ ଟ୍ୟୁଶନ ବନ୍ଦ ହୋଇଗଲା। ତେଣୁ କ’ଣ କରିବେ ସେନେଇ...
୨୧ରୁ ୟୁଜି ପ୍ରଥମ ସେମିଷ୍ଟର ପରୀକ୍ଷା
କଟକ ଅଫିସ,୪ା୧୦: ଆସନ୍ତା ୨୧ ତାରିଖରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ସ୍ନାତକ(ୟୁଜି) ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏ ନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରେଗୁଲାର ଏବଂ ବ୍ୟାକ୍ ଛାତ୍ରୀଛାତ୍ରମାନେ ଅନ୍ଲାଇନ୍ରେ ପରୀକ୍ଷା ଦେବେ। ୨୧ ଏବଂ ୨୩...
ପରିବହନ ବେଳେ ଖଣିଜ ଚୋରି
ଭୁବନେଶ୍ୱର,୪।୧୦(ବ୍ୟୁରୋ): ହାର୍ଡ କୋକ୍, ଚାର୍ଜକ୍ରୋମ୍ ଭଳି ମୂଲ୍ୟବାନ ଖଣିଜ ପଦାର୍ଥକୁ ବନ୍ଦର ଓ ବିଭିନ୍ନ ସ୍ଥାନକୁ ପରିବହନ ବେଳେ ଚୋରି ହେଉଛି। ଏଥିରେ ସମ୍ପୃକ୍ତ ଏକ ବଡ଼ ର଼୍ୟାକେଟକୁ ରବିବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍ଟିଫ୍) ଧରିଛି। କଟକ ଜିଲା...
ଦୁର୍ଦ୍ଦିନରେ ପଥର ଶିଳ୍ପୀ
ଯାଜପୁର ଅଫିସ,୪ା୧୦: କୁଟୀର ଶିଳ୍ପ ପାଇଁ ପ୍ରତିବର୍ଷ ଯୋଜନା ପରେ ଯୋଜନା ପ୍ରଣୟନ କରାଯାଉଛି।ହେଲେ ଗ୍ରାମାଞ୍ଚଳର କାରିଗରଙ୍କ ନିକଟରେ ଯୋଜନାର ସୁଫଳ ପହଞ୍ଚି ପାରୁନାହିଁ। ଫଳରେ ଯୋଜନା ମାଧ୍ୟମରେ କର୍ମନିଯୁକ୍ତି ସୃଷ୍ଟି ହେବା ତ ଦୂରର କଥା କ୍ରମଶଃ ଏହା...
ଦୁର୍ନୀତିଖୋର ଅଧିକାରୀଙ୍କୁ ସୁରକ୍ଷା: ୧୫ ସୁଦ୍ଧା ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଯାଜପୁର ଅଫିସ,୪ା୧୦: ଯାଜପୁର ଜିଲା ଯୋଗାଣ ବିଭାଗ କର୍ତ୍ତୃପକ୍ଷ ଅଡିଟ୍ ରିପୋର୍ଟର ଅନୁପାଳନ କରିବାରେ କୁନ୍ଥକୁନ୍ଥ ହେଉଛନ୍ତି। ବିପୁଳ ପରିମାଣର ସରକାରୀ ଅର୍ଥ ହରିଲୁଟ କରିଥିବା ମିଲର୍ସଙ୍କ ବିରୋଧରେ ସାର୍ଟିଫିକେଟ କେସ୍ ଏବଂ ସମ୍ପୃକ୍ତ ଅଧିକାରୀଙ୍କ ନାମରେ ବିଭାଗୀୟ କାର୍ଯ୍ୟବିଧି...
ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି
ଭୁବନେଶ୍ୱର,୪।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୨୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...
ଆଜି ରାଜ୍ୟରୁ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୪ ଶିଶୁ
ଭୁବନେଶ୍ୱର,୪।୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ୪୦୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୮,୩୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୩୮ ଜଣ...
୩ ଓଡ଼ିଆଙ୍କୁ ହତ୍ୟା, ଦାୟୀ କିଏ
ଭୁବନେଶ୍ୱର,୪।୧୦: ଓଡ଼ିଶାର ରାୟଗଡ଼ା ଜିଲାସ୍ଥିତ ଉତ୍କଳ ଆଲୁମିନା ବିଷୟରେ ପୂର୍ବରୁ ଦିଆଯାଇଥିବା କେତୋଟି ରିପୋର୍ଟର ଏହା ୩ୟ ଭାଗ। ସେହି ସ୍ଥାନକୁ ଯିବାପରେ ଧରିତ୍ରୀ ସାମ୍ବାଦିକଙ୍କୁ ମିଳିଥିବା ତଥ୍ୟ ଅନୁଯାୟୀ ଆଦିତ୍ୟ ବିର୍ଲାର ଏହି କମ୍ପାନୀ ସ୍ଥାନୀୟ ବାସିନ୍ଦାଙ୍କ ଉପରେ...
୮୩୧ ଭୋଟରଙ୍କୁ ପସନ୍ଦ ଆସିଲେନି କେହି
ପୁରୀ ଅଫିସ,୪।୧୦: ପିପିଲି ଉପନିର୍ବାଚନରେ ୧ ଲକ୍ଷ ୮୦ ହଜାର ୯୯ ଜଣ ଭୋଟର ମତଦାନ କରିଛନ୍ତି। ତନ୍ମଧ୍ୟରୁ ବିଜେଡିକୁ ୯୬ ହଜାର ୯୭୨ ଓ ଭାଜପାକୁ ୭୬ ହଜାର ୫୬ ଖଣ୍ଡ ଭୋଟ ମିଳିଛି। ତେବେ ଚଳିତ ନିର୍ବାଚନରେ...
Archives


