ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ
ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଘଟଗାଁ ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ କେନ୍ଦୁଝର ସ୍ଥିତ ଜୁଭିନାଇଲ ଜଷ୍ଟିସ ବୋର୍ଡରେ ଉପସ୍ଥାପିତ କରିଥିଲା। ପରେ...
ପୂର୍ବତନ କେନ୍ଦ୍ରମନ୍ତ୍ରୀ କରୋନା ପଜିଟିଭ୍
ବାଲେଶ୍ୱର ଅଫିସ,୩।୧୦: ବାଲେଶ୍ୱର ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କରୋନା ସଂକ୍ରମିତ ହୋଇଛନ୍ତି। ସେ ଟ୍ବିଟ୍ କରି ରବିବାର ଏହି ସୂଚନା ଦେଇଛନ୍ତି। ଥଣ୍ଡାରେ ପୀଡ଼ିତ ପରେ ଅସୁସ୍ଥ ଅନୁଭବ କରିବାରୁ ନମୁନା ପରୀକ୍ଷା କରାଇଥିଲେ।...
୫ ଘଣ୍ଟା ପରେ ଉଦ୍ଧାର ହେଲା ହାତୀ
ବାଙ୍ଗିରିପୋଷି,୩।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ଅଧୀନ ଧୋବଣୀଶୋଳ ପଞ୍ଚାୟତ ଟେମ୍ବଟଲା ଗାଁରେ ଏକ ପରିତ୍ୟକ୍ତ କୂଅରେ ଖସିପଡ଼ିଥିବା ହାତୀକୁ ଉଦ୍ଧାର କରାଯାଇଛି। ଶିମିଳିପାଳ ଅଭୟାରଣ୍ୟରୁ କିଛି ହାତୀ ପାହାଡ଼ ତଳକୁ ଓହ୍ଲାଇ ଗଁା ଆଡ଼କୁ ଚାଲି ଆସିଥିଲେ। ହେଲେ...
ହିନ୍ଦୁ ଦେବଦେବୀଙ୍କୁ ଗାଳି, ଗାଁରେ ତେଜୁଛି ଉତ୍ତେଜନା
ବାଲିଗୁଡ଼ା,୩ା୧୦(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ମୁସଲମାନ ଯୁବକ ହିନ୍ଦୁ ଦେବଦେବୀଙ୍କ ପ୍ରତି ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ବାଲିଗୁଡ଼ାରେ ଚାପା ଉତ୍ତେଜନା ଦେଖାଦେଇଛି। ସମ୍ପୃକ୍ତ ଯୁବକଙ୍କୁ...
ବାପାଙ୍କ ବିଜୟ ଧାରା ଜାରି ରଖିଲେ ପୁଅ
ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏଥିରେ ବିଜେଡିର ରୁଦ୍ର ପ୍ରତାପ ମହାରଥୀ ବାଜି ମାରିଛନ୍ତି। ବାପା ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ବିଜୟ ଧାରାକୁ ପୁଅ ରୁଦ୍ର ସଫଳତାର ସହ ବଜାୟ...
ପିପିଲିରେ ନାଚିଲେଣି
ପୁରୀ ଅଫିସ,୩ା୧୦: ପିପିଲି ଉପ ନିର୍ବାଚନ ଭୋଟ ଗଣତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୨୪ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରୁଦ୍ର ପ୍ରତାପ ମହାରଥୀ ଆଗୁଆ ରହିଛନ୍ତି। ରୁଦ୍ର ୯୨,୮୧୦ ଭୋଟ ପାଇଥିବା ବେଳେ ଭାଜପାର ଆଶ୍ରିତ ପଟ୍ଟନାୟକ ୭୨,୩୨୧...
ପିପିଲି ଉପନିର୍ବାଚନ: ବିଜୟ ମୁହାଁ ବିଜେଡି
ପୁରୀ ଅଫିସ୍,୩।୧୦: ପିପିଲି ଉପନିର୍ବାଚନ ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଫଳାଫଳ ଘୋଷଣା ହେବ। ଏପର୍ଯ୍ୟନ୍ତ ୧୫ ରାଉଣ୍ଡ ସୁଦ୍ଧେ ବିଜେଡି ପାର୍ଥୀ ରୁଦ୍ର ମହାରଥୀ ୧୬,୪୪୦ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।...
ଡିଜିପିଙ୍କ ନିକଟରେ ୨ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
କୋରାପୁଟ,୩।୧୦(ସ୍ବ.ପ୍ର.): ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତରେ ଯାଇଥିବା ବେଳେ ୨ ଜଣ ମହିଳା ମାଓବାଦୀ ତାଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଏସିଏମ୍ କ୍ୟାଡ୍ରର ଥିଲେ। ସେହିଭଳି ଅନ୍ୟ ଜଣଙ୍କ ମିଲିଟାରୀ...
ପିପିଲି ଉପନିର୍ବାଚନ: ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ
ପୁରୀ ଅଫିସ,୩ା୧୦: ପିପିଲି ଉପନିର୍ବାଚନ ଭୋଟ ଗଣତି ଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗୁଆ ରହିଥିବା ସୂଚନା ମିଳିଛି। ଦ୍ୱିତୀୟ ରାଉଣ୍ଡରେ ବିଜେଡି ୨୪୪୧ ଖଣ୍ଡ...
ଜମି ଦେଇ ପଟ୍ଟା କଥା ଭୁଲିଗଲା ସିଡିଏ; ଚିନ୍ତାରେ ଅଭିନବ ବିଡ଼ାନାସୀବାସୀ
କଟକ ଅଫିସ, ୩ା୧୦: ଅଭିନବ ବିଡ଼ାନାସୀ ହେଉଛି ରାଜ୍ୟ ସରକାରଙ୍କ ଏକ ଉଚ୍ଚ ଆକାଂକ୍ଷିତ ପ୍ରକଳ୍ପ। ଯେହେତୁ ପୁରୁଣା କଟକ ଯୋଜନା ମୁତାବକ ତଥା ସୁବ୍ୟବସ୍ଥିତ ଢଙ୍ଗରେ ହୋଇନାହିଁ ଏବଂ ଏଠାରେ ନାନା ସମସ୍ୟା ରହିଛି ତେଣୁ ଅଭିନବ ବିଡ଼ାନାସୀ...
ମିଳୁନି ଆବାସ, ଭଙ୍ଗାଘର ଭରସା
ବେଗୁନିଆ,୩ା୧୦(ଡି.ଏନ୍.ଏ.): ଅସହାୟ ଓ ଗରିବଙ୍କୁ ପକ୍କା ଘର ଯୋଗାଇଦେବା ଲାଗି ସରକାର ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସ୍ଥାନୀୟ ପ୍ରଶାସନଠାରୁ ଜିଲା ପ୍ରଶାସନ ଏବଂ ଲୋକ ପ୍ରତିନିଧିଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ଆବାସ ଯୋଜନା ଏମାନଙ୍କ ଲାଗି ସାତସପନ...
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି
ଭୁବନେଶ୍ୱର,୩।୧୦(ବ୍ୟୁରୋ): ଆଜି ରାଜ୍ୟରୁ ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...
Archives


