ସରକାରୀ ଅନୁଷ୍ଠାନରେ କ୍ରେଚ୍ ବ୍ୟବସ୍ଥା କରିବାକୁ ଓଏଚ୍ଆର୍ସିଙ୍କ ସୁପାରିସ
ଭୁବନେଶ୍ୱର, ୨୭।୩(ବ୍ୟୁରୋ)- ପଚାଶ କିମ୍ବା ତଦୂଦ୍ଧ୍ୱର୍ର୍ ମହିଳା କର୍ମଚାରୀ କାର୍ଯ୍ୟ କରୁଥିବା ସରକାରୀ ସଂସ୍ଥାରେ କ୍ରେଚ୍ ବ୍ୟବସ୍ଥା କରିବାକୁ ଓଡ଼ିଶା ମାନବିକ ଅଧିକାର କମିଶନ(ଓଏଚ୍ଆର୍ସି) ପକ୍ଷରୁ ସରକାରଙ୍କୁ ସୁପାରିସ କରାଯାଇଛି। ମହିଳା କର୍ମଚାରୀଙ୍କ ଶିଶୁଙ୍କ ପାଇଁ ମାତୃତ୍ୱ ସୁବିଧା ଆଇନ ଅନୁଯାୟୀ…
ଖୋର୍ଦ୍ଧା ଏସ୍ପିଙ୍କୁ ବାଚସ୍ପତିଙ୍କ ଜବାବ ତଲବ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରିକୁ ନେଇ ବାଚସ୍ପତି ବାଣପୁର ଆଇଆଇସି ଓ ଖୋର୍ଦ୍ଧା ଏସ୍ପିଙ୍କଠାରୁ ଜବାବ ତଲବ କରିଛନ୍ତି। ବିଧାୟକଙ୍କ ଗିରଫ ସମ୍ପର୍କରେ ଗୃହକୁ ବିଳମ୍ବରେ କାହିଁକି ଅବଗତ କରାଗଲା ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ…
ନିର୍ବାଚନୀ ହିଂସାକୁ ନେଇ ବିଧାନସଭାରେ ହଙ୍ଗାମା
ଭୁବନେଶ୍ୱର,୨୭।୩(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜ୍ୟର ଅନେକ ସ୍ଥାନରେ ହିଂସାକାଣ୍ଡ ହୋଇଛି। ବୁଥ୍କୁ ଜବରଦସ୍ତି ପ୍ରବେଶ କରିବା, ଷ୍ଟ୍ରଙ୍ଗ୍ରୁମ୍କୁ ସରକାରୀ ଅଧିକାରୀ ଛଦ୍ମବେଶରେ ଯିବା, ଆଇନଶୃଙ୍ଖଳା ଓ ନିର୍ବାଚନ ହିଂସାକାଣ୍ଡକୁ ନେଇ କଂଗ୍ରେସ ସଦସ୍ୟମାନେ ବିଧାନସଭାରେ ହଙ୍ଗାମା କରିଛନ୍ତି। ଫଳରେ ବିଧାନସଭାର…
ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ଗତ ୨୫ତାରିଖରୁ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୩୧ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୩୦ ତାରିଖରେ ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିବେ। ତେବେ ରାଜ୍ୟ ସରକାର…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଟ୍ରେନ୍ରେ କଟି ଯୁବତୀଙ୍କ ମୁଣ୍ଡଗଣ୍ଡି ଅଲଗା
କୁଆଁରମୁଣ୍ଡା,୨୬ା୩(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ରେଳ ଷ୍ଟେଶନ ନିକଟସ୍ଥ କାଲୋସିହିରିଆ ରେଲଓ୍ବେ ବ୍ରିଜ୍ଠାରୁ ଶହେ ମିଟର ଦୂର ବୁଗଦା ପୁଲିଆ ନିକଟରେ ଥିବା ରେଳଧାରଣାର ଶନିବାର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ିଥିବା ଜଣେ ଯୁବତୀଙ୍କର ମୃତଦେହ ଦେଖିବାକୁ ମିଳିଛି। ମୃତ ଯୁବତୀଙ୍କର ପରିଚୟ…
ନବୀନ ନିବାସରେ ଭିଡ ବଢ଼ୁଛି
ଭୁବନେଶ୍ବର,୨୬।୩(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଭଳି ପୌର ନିର୍ବାଚନରେ ବିଜେଡି ବିପୁଳ ସଫଳତା ପାଇଛି । ଭାଜପା ଏବଂ କଂଗ୍ରେସ ବିଜେଡିଠାରୁ ବହୁ ପଛରେ ପଡ଼ିଛନ୍ତି। ରାଜ୍ୟର ୩୦ ଜିଲାର ୧୦୫ ଅଧ୍ୟକ୍ଷ ପଦରୁ ବିଜେଡି ୭୩ଟିରେ ବାଜିମାତ କରିଥିବା ବେଳେ ଭାଜପା…
ଭୁବନେଶ୍ୱରରେ ସୁଲୋଚନା, କଟକରେ ସୁବାସ; ବ୍ରହ୍ମପୁରରେ ସଂଘମିତ୍ରା
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ପୌର ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଥିବା ବେଳେ ୩ ମହାନଗର ନିଗମର ମେୟର ପଦବୀ ବିଜେଡି ହାତକୁ ଯାଇଛି। ଭୁବନେଶ୍ୱରରୁ ବିଜେଡିର ସୁଲୋଚନା ଦାସ ବିଜୟୀ ହୋଇଥିବା ବେଳେ କଟକର ସୁବାସ ସିଂ ଏବଂ ବ୍ରହ୍ମପୁରର ସଂଘମିତ୍ରା ଦଳେଇ…
ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୬।୩(ବ୍ୟୁରୋ): ପୌର ନିର୍ବାଚନରେ ବିଜେଡିର ସଫଳତାକୁ ନେଇ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶନିବାର ନିର୍ବାଚନ ଫଳାଫଳ ଆସିବା ପରେ ଟୁଇଟ୍ କରି ରାଜ୍ୟର ବିକାଶଧାରାରେ ସେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ‘ପୌର ନିର୍ବାଚନରେ ବିଜେଡିର…
ସୁଲୋଚନା ହେଲେ ଭୁବନେଶ୍ୱର ମେୟର
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ବିଜେଡି ହାତକୁ ଯାଇଛି ଭୁବନେଶ୍ୱର ମେୟର ପଦବୀ। ବିଜେଡିର ସୁଲୋଚନା ଦାସ ୬୧ ହଜାରରୁ ଅଧିକ ଭୋଟ ପାଇ ବିଜୟ ଲାଭ କରିଛନ୍ତି। ସୁଲୋଚନା ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥିନୀ ସୁନୀତି ମୁଣ୍ଡ୍ଙ୍କୁ ପରାଜିତ କରିଛନ୍ତି।
ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଲେ କାଉନସିଲର, ଭାଇରାଲ ହେଉଛି ଭିଡିଓ
ସୋନପୁର,୨୬ା୩(ନି.ପ୍ର.): ବିଜୟ ଶୋଭାଯାତ୍ରାରେ ଗୁଳି ଫୁଟାଇଛନ୍ତି ନବନିର୍ବାଚିତ ବିଜେଡି କାଉନସିଲର। ଏମିତି ଦୃଶ୍ୟ ସୋନପୁର ପୌର ପରିଷଦରେ ଦେଖିବାକୁ ମିଳିଛି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସୁବର୍ଣ୍ଣପୁର ଜିଲା ସୋନପୁର ପୌର ପରିଷଦର ୯ ନଂ. ଓ୍ବାର୍ଡ…
ରୀତାରାଣୀଙ୍କୁ ହରାଇଲେ ଯାଜ୍ଞସେନୀ
ଝାରସୁଗୁଡ଼ା ଅଫିସ,୨୬।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ପୌର ପରିଷଦ ନିର୍ବାଚନ ଫଳାଫଳ ଶନିବାର ପ୍ରକାଶ ପାଇଛି। ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥିନୀ ଯାଜ୍ଞସେନୀ ଓରାମ ବିଜୟୀ ହୋଇଛନ୍ତି। ନବନିର୍ବାଚିତ ପୌରାଧ୍ୟକ୍ଷା ଓରାମ ସମୁଦାୟ ୨୨,୦୮୫ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପା…
Archives


