ଦଶପଲା ଦଖଲ କଲା ସ୍ବାଧୀନ
ନୟାଗଡ଼ ଅଫିସ/ଦଶପଲା,୨୬।୩(ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲା ଏନ୍ଏସିରେ ସ୍ବାଧୀନ ପ୍ରାର୍ଥୀ ବାଜି ମାରିନେଇଛି। ସ୍ବାଧୀନ ପ୍ରାର୍ଥୀ ପୁନମ ପ୍ରିୟଦର୍ଶିନୀ ଚେୟାରମ୍ୟାନ ଭାବେ ନିର୍ବାଚିତ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ୩୯୬ ଭୋଟରେ ବିଜୟୀ ହୋଇଛନ୍ତି। ୧୬ ନମ୍ବର ୱାର୍ଡ ବିଶିଷ୍ଟ…
୩ ମହାନଗର ନିଗମରେ ବିଜେଡି ଆଗୁଆ
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ଆସନ ପାଇଁ ଭୋଟ ଗଣତିରେ ବିଜେଡ଼ି ଆଗୁଆ ରହିଛି । ବର୍ତ୍ତମାନ ସୁଦ୍ଧା ଗଣତିରେ ବିଜେଡି ପ୍ରାର୍ଥୀ ସୁଲୋଚନା ଦାସ ୩୦,୯୮୯ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ସୁନୀତି ମୁଣ୍ଡ ୨୧,୭୯୨ ଖଣ୍ଡ…
ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ
ଫୁଲବାଣୀ ଅଫିସ୍/ଜି.ଉଦୟଗିରି(ଡି.ଏନ୍.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦକୁ ଭାଜପା ହାତେଇଥିବା ବେଳେ ବାଲିଗୁଡାରେ ବିଜେଡି ଏହାକୁ ନିଜ ପକ୍ଷରେ ରଖିଛି।…
ରାଜଧାନୀରେ ଏହି ୩ ଓ୍ବାର୍ଡରେ ବିଜେଡି ଆଗୁଆ
ଭୁବନେଶ୍ୱର,୨୬।୩:(ବ୍ୟୁରୋ): ରାଜଧାନୀରେ ୨ ଘଣ୍ଟା ବିଳମ୍ବରେ ଗଣତି ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡରେ ଓ୍ବାର୍ଡ ନଂ- ୧ରୁ ୭, ୨୩ରୁ ୨୭, ୩୫ରୁ ୪୧ ଏବଂ ୫୧ରୁ ୬୨ ଓ୍ବାର୍ଡରେ ଭୋଟ ଗଣତି ଚାଲିଛି। ତେବେ ଓ୍ବାର୍ଡ ନଂ୪ରେ ବିଜେଡିରୁ ଅକ୍ଷୟ…
୭୩ ଆସନରେ ବିଜେଡି ଆଗୁଆ, କଟକରେ କଂଗ୍ରେସ
ଭୁବନେଶ୍ୱର,୨୬।୩(ବ୍ୟୁରୋ): ପୌର ନିର୍ବାଚନ ଭୋଟ ଗଣତି ଶନିବାର ସକାଳୁ ଆରମ୍ଭ ହୋଇଯାଇଥିବା ବେଳେ ବିଜେଡି ଆଗୁଆ ରହିଛି । ରାଜ୍ୟର ଅଧିକାଂଶ ଏନ୍ଏସି, ପୌରାଅଞ୍ଚଳରେ ବିଜେଡି ଆଗରେ ଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ୧୦୮ ପୌରଧ୍ୟକ୍ଷ ଆସନ ମଧ୍ୟରୁ ୭୩ଟିରେ ବିଜେଡି…
୨ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ଭୋଟ ଗଣତି
ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ମହାନଗର ନିଗମ ଓ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। ତେବେ ଭୁବନେଶ୍ୱର ଗତକାଲି ଗଣ୍ଡଗୋଳ ପାଇଁ ୨ ଘଣ୍ଟା ବିଳମ୍ବରେ ଗଣତି ଆରମ୍ଭ ହୋଇଛି। ପ୍ରଥମ ରାଉଣ୍ଡରେ ଓ୍ବାର୍ଡ ନଂ-…
ବୌଦ୍ଧ,ଯାଜପୁରରେ ଏନ୍ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି
ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ ଏନ୍ଏସି ଅଧ୍ୟକ୍ଷ ପଦ ହାତେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୪୩ ପଜିଟିଭ୍
ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ସେହିପରି ୨୬ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋିଥିବା ବେଳେ ୧୭ ଜଣ ଲୋକାଲ୍ କେସ୍ ରହିଛି।…
ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ
କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର…
ଆରମ୍ଭ ହେଲା ପୌର ଗଣତି
ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ୩ ମହାନଗର ନିଗମ ଓ ୧୦୫ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। କେବଳ ଧାମନଗର ଏନ୍ଏସିରେ ଆଜି ଗଣତି ହେଉନାହିଁ। ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର କାଉଟିଂ ସେଣ୍ଟରରେ କଡ଼ା…
୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ହେବନି ପରିବର୍ତ୍ତନ
ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶାରେ ଜିଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡ଼ିଗ୍ରୀ ସେଲସିୟସ ତାତି ରହିଛି। ଆଗାମୀ ୪ ରୁ ୫ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ତାତି…
ରାଜ୍ୟରେ ନିର୍ବାଚନୀ ହିଂସା: ବିଜେଡି-ଭାଜପା ଦୋଷ ଲଦାଲଦି
ଭୁବନେଶ୍ୱର,୨୬।୩(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନରେ ବି ବ୍ୟାପକ ହିଂସାକାଣ୍ଡ ଘଟିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ସୀମା ଅତିକ୍ରମ କରିସାରିଥିବା ବେଳେ ରାଜ୍ୟର ଆଇନଶୃଙ୍ଖଳା ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ଗଣମାଧ୍ୟମରେ ରାଜନୈତକ ହିଂସା ମୁଖ୍ୟ…
Archives


