ବସି ପାରିଲାନି ବୈଠକ, ସନ୍ଦେହରେ ପ୍ରସଙ୍ଗ
ଭୁବନେଶ୍ୱର,୩୧ା୧(ବ୍ୟୁରୋ): ପାର୍ଲାମେଣ୍ଟର ବଜେଟ୍ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏଥର କେନ୍ଦ୍ର ସରକାର ବଜେଟ୍ରେ କେଉଁସବୁ ଦିଗ ଉପରେ ଗୁରୁତ୍ୱ ଦେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ମୁଖ୍ୟତଃ ତ୍ତତ୍ତରପ୍ରଦେଶ, ପଞ୍ଜାବ, ଗୋଆ, ଉତ୍ତରାଖଣ୍ଡ ଓ ମଣିପୁରରେ ନିର୍ବାଚନ ହେବାକୁ…
ହାଟରୁ ଫେରିଲା ବେଳେ ମହିଳାଙ୍କୁ ବଳାତ୍କାର
ଯୋଡ଼ା,୩୦।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଝାଡ଼ଖଣ୍ଡ ସୀମାନ୍ତରେ ହାଟରୁ ଫେରୁଥିବା ସମୟରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି। ଏହି ଘଟଣାରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ସୁଧୀର…
ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା
କର୍ଲାମୁଣ୍ଡା,୩୦ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ…
ଫେବୃୟାରୀ ୩ରୁ ପୁଣି ବର୍ଷା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହି ଟୁଇଟ୍ରେ…
‘ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟରେ କରୋନାର ଭଲ ସ୍ଥିତି ରହିବ’
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ଦିନ ରାଜ୍ୟରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ରାଜ୍ୟରେ କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର…
ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୧(ବ୍ୟୁରୋ): ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ । ଆଜି ସାରା ଦେଶ ବାପୁଙ୍କୁ ମନେ ପକାଉଛି। ସର୍ବଦା ସତ୍ୟ ଓ ଅହିଂସାର ମାର୍ଗ ଆପଣାଉଥିବା ବାପୁଙ୍କୁ ସମସ୍ତେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ବାପୁଙ୍କ ଅନେକ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ…
ରାଜ୍ୟରୁ ପୁଣି ୧୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୧୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୫୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…
କିଚେନ ଗାର୍ଡେନ ନାଁରେ ଅର୍ଥ ଆତ୍ମସାତ୍
ଭଦ୍ରକ ଅଫିସ,୩୦ା୧: ଭଦ୍ରକ ଜିଲାରେ କିଚେନ ଗାର୍ଡେନ ପ୍ରତିଷ୍ଠା ନାଁରେ ୭୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହେଉଛି। ଗାର୍ଡେନ ପ୍ରତିଷ୍ଠା ନ କରି କିମ୍ବା ନାଁକୁ ମାତ୍ର ଗାର୍ଡେନ କରି ଅନୁଦାନ ଟଙ୍କା ଆତ୍ମସାତ୍ କରାଯାଇଛି। ଜିଲାରେ…
ଇକଡାରେ ନିର୍ମାଣ ହେଲା ବାଉଁଶପୋଲ
ଜଳେଶ୍ୱର, ୩୦ା୧(ଡି.ଏନ.ଏ.) ଘରୁ ପଦାକୁ ଗୋଡ଼ କାଢ଼ିଲେ ପାରି ହେବାକୁ ପଡ଼େ ଏକ ଲମ୍ବା ନାଳ। ଦୈନନ୍ଦିନ ବିଲକାମ, ସ୍କୁଲ, ଅଙ୍ଗନୱାଡ଼ି, ବଜାରକୁ ଗଲେ ଏହି ନାଳ ପାରି ହେବାକୁ ପଡ଼େ। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଖାଲିନା ପଞ୍ଚାୟତ ଇକଡ଼ା…
ରାଜ୍ୟରେ ଚିହ୍ନଟ ହେଲେ ୪୮୪୩ ଆକ୍ରାନ୍ତ, ଅଛନ୍ତି ୬୬୩ ପିଲା
ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮୧୫ କ୍ୱାରାଣ୍ଟାଇନରୁ ଥିବା ବେଳେ ୨୦୨୮ ଲୋକାଲ କେସ୍ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୬୬୩ ପିଲା ରହିଛନ୍ତି। ଏନେଇ ରାଜ୍ୟ ସୂଚନା…
ଆଉ ୨ ଦିନ ଥଣ୍ଡା
ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପାରଦ ତଳମୁହାଁ ହୋଇଛି। ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟର କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଆହୁରି ୨ ଦିନ ଏଭଳି ଥଣ୍ଡା ଅନୁଭୂତ ହେବ ବୋଲି…
ରାସ୍ତା, ପାଣି, ଅଙ୍ଗନଓ୍ବାଡି ଗୃହ ଦିଅ; ଭୋଟ ନିଅ
ଆର. ଉଦୟଗିରି,୩୦ା୧(ଡି.ଏନ୍.ଏ.): ଗଜପତି ଜିଲାର ବିକାଶ କେବଳ କାଗଜ କଲମରେ ହିଁ ପ୍ରଚାର ପ୍ରସାରରେ ଅଟକି ରହିଛି। ଭାରତ ସ୍ବାଧୀନ ହେବାର ଦୀର୍ଘବର୍ଷ ବିତିଲାଣି ହେଲେ ଏଥି ମଧ୍ୟରେ ଅନେକ ନେତା ମନ୍ତ୍ରୀଙ୍କୁ ଅଭିଯୋଗ ଦେଇ ଦେଇ ଜନତା ଥକି ଗଲେଣି…
Archives


