ରାଜ୍ୟ

ୟୁଜିସି-ଏନ୍‌ଇଟି ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨।୧୦(ବ୍ୟୁରୋ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି-ଏନ୍‌ଇଟି ଡିସେମ୍ବର-୨୦୨୦ ଓ ଜୁନ୍‌-୨୦୨୧ ସେସନ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଯଥାକ୍ରମେ ଅକ୍ଟୋବର ୬ରୁ ୮ ତାରିଖ ଏବଂ ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ହେବାର...

ପଥରରେ ଛେଚି ନାବାଳକଙ୍କୁ ହତ୍ୟା

ନିରାକାରପୁର, ୨।୧୦(ଡି.ଏନ୍‌.ଏ.): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଗୁରୁବାର ରାତିରେ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଏହି ଥାନା ଅଧୀନ ବେରୁଆଁପଡ଼ା ଗ୍ରାମର ସୌମ୍ୟରଞ୍ଜନ ସାମନ୍ତରାୟ ଓରଫ ରଞ୍ଜନ(୧୭)। ଏହି ଘଟଣାରେ ଖୋର୍ଦ୍ଧା...

୪ରୁ ମିଳିବ ମାଟ୍ରିକ ସାର୍ଟିଫିକେଟ

କଟକ ଅଫିସ, ୨।୧୦: ଆସନ୍ତା ୪ ତାରିଖଠାରୁ ଛାତ୍ରୀଛାତ୍ରଙ୍କୁ ମିଳିବ ମାଟ୍ରିକ ସାର୍ଟିଫିକେଟ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ରାଜ୍ୟରେ ୩୦ଟି କେନ୍ଦ୍ର ଚିହ୍ନଟ କରାଯାଇଛି। ସ୍କୁଲଗୁଡିକ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରି ଛାତ୍ରୀଛାତ୍ରଙ୍କ ସାର୍ଟିଫିକେଟ ନେଇପାରିବେ।...

ପୂର୍ବତନ ବାଚସ୍ପତି ଶରତ କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ସାହିତି୍ୟକ ଶରତ କୁମାର କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶହୀଦନଗରସ୍ଥିତ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ମନ୍ତ୍ରୀ ପ୍ରତାପ ଜେନା, ବିଧାୟକ ଅମର...

ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା ବେଳେ ଗଲା ରୋଗୀଙ୍କ ଜୀବନ

କଟକ ଅଫିସ, ୧ା୧୦: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ରୋଗୀଙ୍କ ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ଏସ୍‌ସିବି ମେଡିକାଲ ନ୍ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଅଶୋକ...

ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିଥିବା ପ୍ରେମିକ ଧରାପଡ଼ିଲେ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅଗଷ୍ଟ ୧୧ତାରିଖରେ ରାଜଧାନୀରେ ଜଣେ ଯୁବତୀଙ୍କୁ ଏସିଡ୍‌ ମାଡ଼ କରି ପ୍ରେମିକ ଫେରାର ହୋଇଯାଇଥିଲେ। ଏହି ଘଟଣାର ଦେଢମାସ ପରେ ଅଭିଯୁକ୍ତ ପ୍ରେମିକଙ୍କୁ ଧଉଳି ଥାନା ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ...

ସୁନା, ଟଙ୍କା ସହ ନେଇଗଲେ ୨ ବସ୍ତା ଚାଉଳ

କୋକସରା,୧।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବରାଡଙ୍ଗା ଗ୍ରାମ ତିଳ ନାଏକଙ୍କ ଘରେ କଳାକନା ବୁଳାଇଛନ୍ତି ଦୁର୍ବୁତ୍ତ। ଘରେ ଥିବା ୨୦ ଭରି ସୁନାଗହଣା, ନଗଦ ୨ ଲକ୍ଷ ଟଙ୍କା ସହ ୨ ବସ୍ତା ଚାଉଳ ଚୋରି...

ପୋଲିସ କର୍ମୀଙ୍କ ଘରୁ ଲୁଟି ନେଲେ

ବ୍ରହ୍ମପୁର ଅଫିସ,୧ା୧୦: ବ୍ରହ୍ମପୁର ସହରରେ ଚୋରମାନେ ତାଲାବନ୍ଦ ଘରକୁ ଟାର୍ଗେଟ କରୁଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଜଣେ ପୋଲିସ କନଷ୍ଟେବଳଙ୍କ ଘରେ କଳାକନା ବୁଲାଇଛନ୍ତି। ବୈଦ୍ୟନାଥପୁର ଥାନା ଅଧୀନ ସିଦ୍ଧାର୍ଥ ନଗର ଦ୍ୱିତୀୟ ସାରଣୀରେ ରହୁଥିବା କନଷ୍ଟେବଳ ପ୍ରଣତୀ ପଣ୍ଡାଙ୍କ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଶୁକ୍ରବାର ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଓଡ଼ିଆ ଭାଷାରେ ଶିକ୍ଷାଦାନ ବାତିଲ ପ୍ରସଙ୍ଗରେ ସେ ଏହି ଚିଠି ଲେଖିଥିବା ଜଣାପଡ଼ିଛି। ସେ ଝାଡ଼ଖଣ୍ଡ ପ୍ରାଥମିକ ଶିକ୍ଷକଙ୍କ ତାଲିମ ପାଠ୍ୟକ୍ରମରେ ଓଡ଼ିଆ...

ଭିଜିଲାନ୍ସ ହାତରୁ ବଞ୍ଚିବା ପାଇଁ ଲାଟିନ୍‌ ପ୍ୟାନ୍‌ରେ ଟଙ୍କା ଫୋପାଡିଲେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ଅମିନ

କଣିହାଁ,୧।୧୦(ଡି.ଏନ.ଏ): ଅନୁଗୋଳ ଜିଲା କଣିହାଁ ଆର୍‌.ଆଇ ଅଫିସରେ କାର୍ଯ୍ୟରତ ଅମିନ ସୌମ୍ୟରଞ୍ଜନ ଦାସ ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କଣିହାଁ ବ୍ଲକ ତେଲସିଂହା ଗ୍ରାମର ଶୁଭେନ୍ଦୁ କୁମାର ଦାସ ନାମକ ଜଣେ ବ୍ୟକ୍ତି ନିଜର ଜମି ଚିହ୍ନଟ...

ରାଜକିଶୋର ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ଓଡ଼ିଶା ରିଭ୍ୟୁର ପୂର୍ବତନ ସମ୍ପାଦକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜକିଶୋର ମିଶ୍ରଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଓଡ଼ିଆ ସାହିତ୍ୟ ବିଶେଷକରି ଅନୁବାଦ...

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି

ଭୁବନେଶ୍ୱର,୧ା୧୦(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri