ରାଜ୍ୟ

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ ଭାଇର ଟାଙ୍ଗିଆ ଚୋଟରେ ବଡ ଭାଇର ମୃତ୍ୟୁ ହୋଇଛି । ଏହି ଘଟଣା…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ ସରକାରୀ ସ୍କୁଲର ଶିକ୍ଷକ ରଞ୍ଜନ ଜେନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପୋଲିସ…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର ରଘୁନାଥ ରାଉତ । ଏହି ଘଟଣାକୁ ନେଇ ତାଙ୍କ ସ୍ତ୍ରୀ ଅହଲ୍ୟା କଳାହାଣ୍ଡି…

ଛାତ୍ରୀଙ୍କୁ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଅଭିଯୋଗକୁ ୫ ଦିନ ବିତିଲା, ହାତବାନ୍ଧି ବସିଛି ପୋଲିସ

ଦେବଗଡ଼,୨୨ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ ଆଣିବାର ୫ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାବାରେ ବିଫଳ ହୋଇଛି।…

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ବିଭାଗ ପ୍ରସ୍ତୁତି ଚଳାଇଥିବାବେଳେ ଏହାକୁ ନେଇ ସିମନବାଡ଼ି ଅଞ୍ଚଳରେ ଏବେ ତୀବ୍ର…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ ବାଇକ୍‌ ପଶିଯାଇଥିଲା। ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତ ଯୁବକଙ୍କ ପରିଚୟ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ ଗଛ ଉପରେ ଝୁଲନ୍ତା ଅବସ୍ଥାରେ ଥିବା ବେଳେ କେହି ହତ୍ୟାକାରୀ ଗଛରେ ଝୁଲାଇ…

ପୋଲତଳୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ମୃତଦେହ କାହାର? ତଦନ୍ତ ଆରମ୍ଭ

ସୋରଡା,୨୨ା୪(ରଜନି ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅନ୍ତର୍ଗତ ବାଲପଙ୍କା ଗାଁରେ ଅଭାବନୀୟ ଘଟଣା । ରାସିପଙ୍କାଳ ଶଙ୍ଖ ନିକଟରେ ପଡ଼ିରହିଛି ଅଜଣା ବ୍ୟକ୍ତିର ମୃତଦେହ ।ମୃତଦେହ ଟି ୧୦ରୁ ୧୨ ଦିନ ହେବ ପଡ଼ିରହିଥିବା ନେଇ ଅନୁମାନ କରାଯାଉଛି ।…

ଆନନ୍ଦପୁର କଲେଜର ସାମ୍ସ ରୁମରେ ଅଗ୍ନିକାଣ୍ଡ, ୧୦ରୁ ଅଧିକ…

ବଞ୍ଚୋ,୨୨ା୪(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର କଲେଜର ସାମ୍ସ (SAMS) ରୁମରେ ଆଜି ହଠାତ୍ ଅଗ୍ନିକାଣ୍ଡ ଘଟିଛି । ରୁମ ଭିତରେ ହଠାତ୍ ନିଆଁ ଲାଗିଯାଇଥିବାରୁ ୧୦ରୁ ଅଧିକ କମ୍ପ୍ୟୁଟର ସହିତ ଛାତ୍ରୀଛାତ୍ରଙ୍କ ଅନେକ ଜରୁରୀ ଡକ୍ୟୁମେଣ୍ଟ ଓ ଫାଇଲ ସମ୍ପୂର୍ଣ୍ଣ…

ମହିଳା ବିଲ୍‌ ଆଣିବା ପଛରେ ରହିଥିଲା ଛଳନା: ଜୟଦେବ ଜେନା

କେନ୍ଦୁଝର,୨୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସ୍ଥାନୀୟ କଂଗ୍ରେସ ଭବନ ଠାରେ ଜିଲା କଂଗ୍ରେସ ପକ୍ଷରୁ ମହିଳା ବିଲ ଓ ସୀମା ନିର୍ଦ୍ଧାରଣ ବିଲ୍‌କୁ ନେଇ ଏକ ପ୍ରେସ୍‌ମିଟ୍‌ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଉପସ୍ଥିତ…

ଅଟୋ ଓଲଟି ୭ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ: ୯ ଦିନ ପରେ ଅଭିଯୁକ୍ତ ଚାଳକଙ୍କୁ…

ଦିଗପହଣ୍ଡି,୨୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ବ୍ଲକ ବୀରମେଖପୁର ଗାଁ ନିକଟରେ ଗତ ୧୪ ତାରିଖ ଅପରାହ୍ନରେ ଅଟୋ (ନଂ. ଓଡି ୦୭ ବିବି -୯୧୨୧) ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୭ମ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?