ରାଜ୍ୟ

ବର୍ଲିନ ମହୋତ୍ସବରେ ଓଡ଼ିଆ ଫିଲ୍ମ

ଭୁବନେଶ୍ୱର,୨୮।୯: ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ହେଉଥିବା ଇଣ୍ଡୋ ଜର୍ମାନ ଫିଲ୍ମ ମହୋତ୍ସବରେ ପ୍ରଦର୍ଶିତ ହୋଇଛି ଓଡ଼ିଶାର କ୍ରୀଡ଼ା ଡକ୍ୟୁମେଣ୍ଟ ଭିତ୍ତିକ ଫିଲ୍ମ ‘ଦ ମାଉଣ୍ଟେନ୍‌ ହକି’। ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଯୁବ ନିର୍ମାତା ଅଭିନାଶ ପ୍ରଧାନ ଓ ଦେବାଶିଷ ମହାପାତ୍ର।...

ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଗହଣା ଦୋକାନରୁ ନେଇଥିଲେ ଲକ୍ଷାଧିକ ଟଙ୍କାର ଗହଣା

ଭୁବନେଶ୍ୱର,୨୮।୯(ବ୍ୟୁରୋ):ଗହଣା ଦୋକନୀଙ୍କୁ ଚୂନ ଲଗାଇ ଠକୁଥିଲେ ଯୁବକ। ରାଜଧାନୀରେ ସୁନା ଦୋକାନୀଙ୍କୁ ଟ୍ରାଞ୍ଜାକ୍ସନର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଠକିଥିବା ଜଣେ ଯୁବକଙ୍କୁ କମିଶନରେଟ ପୋଲିସ କୋଲକାତାରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ମୁମ୍ବାଇରେ ରହୁଥିବା...

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା କୃଷି ଅଧିକାରୀ

ବଲାଙ୍ଗୀର ଅଫିସ, ୨୮।୯: ବଲାଙ୍ଗୀର ଜିଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପଣ୍ଡକିଟାଲ ଗାଁର ସାର ଦୋକାନୀ ଦୁର୍ଯ୍ୟୋଧନ ବାରିକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ...

ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୮୭କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ଜଗତ୍‌ସିଂହପୁରରୁ ୨ ଜଣ ଥିବା ବେଳେ ଖୋର୍ଦ୍ଧା, କଟକ, ଗଞ୍ଜାମ, ଯାଜପୁର...

ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୭୪ ଛୁଆ କରୋନା ସଂକ୍ରମିତ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୫୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୪ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୩୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୨୬ ଜଣ...

ଆୟୁଷ୍ମାନ୍‌ ଭାରତ ଡିଜିଟାଲ ମିଶନ ଶୁଭାରମ୍ଭକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ

ଭୁବନେଶ୍ୱର,୨୮।୯(ବ୍ୟୁରୋ):  ସାମଗ୍ରିକ ଏବଂ ସମାବେଶୀ ସ୍ବାସ୍ଥ୍ୟ ମଡେଲ ତଥା ଗରିବ ଏବଂ ମଧ୍ୟବିତ୍ତ ବର୍ଗ ଲୋକଙ୍କ ଚିକିତ୍ସା ପାଇଁ ହେଉଥିବା ସମସ୍ୟା ଦୂରକରିବା ଦିଗରେ ସୋମବାର ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେନ୍ଦ୍ରମନ୍ତ୍ରୀ...

ମୁହେଁ ମୁହେଁ କହି ହଇରାଣ ହୋଇଛି

କେବେ ସେ ନାୟକ ସାଜି ଦର୍ଶକଙ୍କ ମନ ଜିତିଛନ୍ତି ତ କେବେ ଖଳନାୟକ ସାଜି ନିଜର ଭିନ୍ନ ରୂପ ଦେଖାଇଛନ୍ତି। ଯେକୌଣସି ଚରିତ୍ରକୁ ନିଖୁଣ ଭାବେ ନିଭାଇ ପାରୁଥିବା ଅଭିନେତା ଜଣକ ହେଲେ ସମରେଶ ରାଉତରାୟ। ହିନ୍ଦୀ ଚଳଚ୍ଚିତ୍ର ‘ଭଗତ...

ଉଲଗ୍ନ କରି ଚଲାଇଥିଲେ

ଭୁବନେଶ୍ୱର,୨୮ା।୯(ବ୍ୟୁରୋ) ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଉତ୍କଳ ଆଲୁମିନା କମ୍ପାନୀ ସ୍ଥାନୀୟ ଲୋକଙ୍କୁ ପ୍ରଶାସନିକ ଅଧିକାରୀଙ୍କ ସହାୟତାରେ ପ୍ରତିଦିନ କିପରି ନିର୍ଯାତନା ଦେଇଆସୁଛି ସେନେଇ ୨୬ ତାରିଖ ରବିବାର ଧରିତ୍ରୀରେ ‘ଲୋଭ ଦେଖାଇ ଲୁଟିନେଲା’ ଶୀର୍ଷକ ଖବର ମାଧ୍ୟମରେ ଯାହା ଜଣାଇଛୁ...

ଶେଷ ହେଉନି ସଞ୍ଜୀବନୀ ସଂଗ୍ରାମ

ଅନୁଗୋଳ ଅଫିସ, ୨୮ା୯ ଟିକା ନେଲେ ଦେହରେ ସୃଷ୍ଟି ହେଉଛି ଆଣ୍ଟିବଡି। ମହାମାରୀ କୋଭିଡ୍‌ରୁ ଅନେକାଂଶରେ ମିଳୁଛି ସୁରକ୍ଷା। ସରକାର ଓ ବିଶେଷଜ୍ଞମାନଙ୍କ ଏପରି ମତକୁ ଆଧାରକରି ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବଢ଼ୁଛି ଭିଡ଼। କେଉଁଠି ରାତିରୁ ଲୋକଙ୍କ ଲାଇନ ଲାଗୁଛି ତ...

ସୁବର୍ଣ୍ଣରେଖା ନଦୀବନ୍ଧ ବିପଦସଙ୍କୁଳ

ଜଳେଶ୍ୱର, ୨୮।୯(ଡି.ଏନ.ଏ.)-ଚଳିତବର୍ଷ ସୁବର୍ଣ୍ଣରେଖା ନଦୀରେ ୩ଥର ବନ୍ୟାପାଣି ଆସି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରଭୂତ କ୍ଷତି ଘଟିଛି। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଥିବା ସୁବର୍ଣ୍ଣରେଖା ନଦୀବନ୍ଧର ୩ଟି ସ୍ଥାନରେ ଅତଡ଼ା ଖସୁଥିବା ନଜରକୁ ଆସିଛି। ନଦୀବନ୍ଧ ଏବେ ବିପଦସଙ୍କୁଳ ଅବସ୍ଥାରେ...

ଆଜି ଶହୀଦ ସ୍ମୃତି ଦିବସ: ବଦଳୁଛି ଶହୀଦ ସ୍ମୃତିପୀଠର ଭିତ୍ତିଭୂମି

ବାସୁଦେବପୁର,୨୮।୯(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ହେଉଛି ସଂଗ୍ରାମର ମାଟି। ୧୯୪୨ ଭାରତଛାଡ଼ ଆନ୍ଦୋଳନ ସମୟରେ ବାସୁଦେବପୁର, ଇରମ ଓ ନଦୀଘେରଦ ଅଞ୍ଚଳର ସଂଗ୍ରାମୀମାନେ ନେତୃତ୍ୱ ନେଇଥିଲେ। ଇଂରେଜ ସରକାରଙ୍କ ବିରୋଧରେ ଏହି ଅଞ୍ଚଳରେ ଜନଜାଗରଣ ସୃଷ୍ଟି ହୋଇସାରିଥିବା ବେଳେ ୧୯୪୨ ସେପ୍ଟେମ୍ବର...

ରାସ୍ତା ଉପରେ କାଟିଦେଲେ ଦିନମଜୁରିଆଙ୍କ ତଣ୍ଟି

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଗଳାକାଟି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଥିବା ଯୁବକ ହେଲେ ବଙ୍ଗଳାପଡାର ଦ୍ୱାରିକା ରାତ୍ରେ(୨୬)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ସ୍ଥାସ୍ତାନ୍ତର କରିଛି। ଘଟଣାରେ ସମ୍ପୃକ୍ତ ଯୁବକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri