ରାଜ୍ୟ

ବାର୍ଷିକ ୭୫ ଲକ୍ଷର ସୂତା ଉତ୍ପାଦନ ହେବ

ଟାଙ୍ଗୀ(କଟକ), ୨୫।୯(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅଧୀନ କଜଳକଣାସ୍ଥିତ ଇଡ୍‌କୋ ଶିଳ୍ପାଞ୍ଚଳରେ ଟସର ସୂତା ଉତ୍ପାଦନ କେନ୍ଦ୍ର ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟ ଅତିଥି ଖଦି ଓ ଗ୍ରାମୋଦ୍ୟୋଗ ଚେୟାରମ୍ୟାନ ବିନୟ କୁମାର ସାକ୍ସେନା ଉଦ୍‌ଘାଟନ କରିଥିଲେ। ଏଥିରେ ଖଦି...

୨୭ରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ

କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍‌ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି।...

ବନ୍ଦର ଘରୋଇକରଣକୁ ବିରୋଧ

ପାରାଦୀପ,୨୫।୯ (ସ୍ବ.ପ୍ର.):ଦେଶର ବୃହତ ବନ୍ଦରଗୁଡ଼ିକର ଘରୋଇକରଣକୁ ଶୁକ୍ରବାର ବିରୋଧ କରାଯାଇଛି। ଏନେଇ ପାରାଦୀପରେ ୧୧ଟି ଶ୍ରମିକସଂଘ ପକ୍ଷରୁ ବିକ୍ଷୋଭ କରାଯାଇଛି। ପାରାଦୀପ ବନ୍ଦର ପ୍ରଶାସନିକ ଭବନ ସମ୍ମୁଖରେ ଶ୍ରମିକସଂଘର ନେତାମାନେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ସରକାରଙ୍କ ଉଦ୍ଦେଶ୍ୟରେ...

ପ୍ରୋତ୍ସାହନ ପାଇଁ ପଞ୍ଜୀକରଣ

ଅନୁଗୋଳ ଅଫିସ, ୨୫ା୯ ମହାମାରୀ କରୋନା ସଂକ୍ରମଣ ସାମାନ୍ୟ ଥମିଛି। ହେଲେ ପ୍ରଥମ ଓ ଦ୍ୱିତୀୟ ଲହରରେ ଏହା ନେଇଛି ଅନେକେ ମୁଣ୍ଡ। ଅନୁଗୋଳ ଜିଲାରେ କେବଳ କୋଭିଡ୍‌ରେ ଆକ୍ରାନ୍ତ ହୋଇ ୩୮୭ ଜଣଙ୍କ ଜୀବନ ଯାଇଛି। କରୋନା ସହ...

କିଚକେଶ୍ୱରୀ ମନ୍ଦିରରେ ଫାଟ

କରଞ୍ଜିଆ,୨୫।୯- ମୟୂରଭଞ୍ଜ ଜିଲାର ସର୍ବ ପୁରାତନ ଖିଚିଂସ୍ଥିତ କିଚକେଶ୍ୱରୀ ମନ୍ଦିରର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ବର୍ଷା ହେଲେ ମା’ଙ୍କ ମନ୍ଦିର ଚଟାଣରେ ପାଣି ଝରି ପଡ଼ୁଛି। ପାଣି ଝରୁଥିବା ସ୍ଥାନରେ ଶିଉଳି ଲାଗିଥିବା ଦେଖିବାକୁ ମିଳିଛି। ଫଳରେ...

ପିପିଲି ଉପନିର୍ବାଚନ ଭୋଟ ଗଣତି ନିମନ୍ତେ ତାଲିମ

ପୁରୀ ଅଫିସ, ୨୫।୯:ପିପିଲି ଉପନିର୍ବାଚନ ଭୋଟ ଗଣତି ପାଇଁ ଶୁକ୍ରବାର ପୁରୀ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟମାନଙ୍କୁ ତାଲିମ ଦିଆଯାଇଛି। ଆସନ୍ତା ୩୦ ତାରିଖରେ ମତଦାନ...

ନଭେମ୍ବର ୧ ସୁଦ୍ଧା ଜାଗା ଖାଲି ନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୯ (ବ୍ୟୁରୋ):‘ଏକାମ୍ର କ୍ଷେତ୍ର ଆମେନିଟିଜ୍‌ ଆଣ୍ଡ ମନୁମେଣ୍ଟ୍‌ସ ରିଭାଇଭାଲ୍‌ ଆକ୍ସନ ପ୍ଲାନ’ ଯୋଜନାରେ ବିଏମ୍‌ସି ଉପଯୁକ୍ତ କ୍ଷତିପୂରଣ ନ ଦେଇ ଘରୋଇ ଜମି ଅଧିଗ୍ରହଣ କରିବାକୁ ବିରୋଧ କରି ହାଇକୋର୍ଟରେ ଆଗତ ୨ଟି ମାମଲାର ରାୟ ପ୍ରକାଶ ପାଇଛି। ମୁଖ୍ୟ...

ବିଷାକ୍ତ ହେଉଛି ଦୟା

ପୁରୁଣା ଭୁବନେଶ୍ୱର,୨୫।୯(ଡି.ଏନ୍‌.ଏ.):ରାଜଧାନୀ ଭୁବନେଶ୍ୱରରେ ପ୍ରବାହିତ ଦୟା ୱେଷ୍ଟ କେନାଲ ଭଳି ଦୟା ନଦୀର ପାଣି ମଧ୍ୟ ଧୀରେ ଧୀରେ ବିଷାକ୍ତ ହେବାରେ ଲାଗିଛି। ଧଉଳି ପାଦଦେଶରେ ବୋହି ଯାଇଥିବା ଏହି ଐତିହ୍ୟ ତଥା ପବିତ୍ର ନଦୀ ଏବେ ବ୍ୟବହାର ଅନୁପଯୋଗୀ...

ଅନ୍‌ଫ୍ରେଣ୍ଡ କରିଦେବାରୁ ଏଭଳି ପ୍ରତିଶୋଧ ନେଲେ ଯୁବକ

ସମ୍ବଲପୁର,୨୫ା୯(ବ୍ୟୁରୋ): ଯୁବତୀଙ୍କ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଫଟୋ ଭାଇରାଲ କରିଥିବା ଅଭିଯୋଗରେ ସମ୍ବଲପୁର ଜିଲା ସାଇବର ଥାନା ପୋଲିସ ଧନୁପାଲି ଥାନା ଅଞ୍ଚଳରୁ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବରଗଡ଼ ଜିଲା ଭେଡନ ଥାନା ଯୋଗିପାଲିର...

ସ୍ବାମୀ, ସ୍ତ୍ରୀଙ୍କୁ କାଟି ଫିଙ୍ଗି ଦେଲେ

କାଲିମେଳା,୨୪ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ଭି-୬୯ ଗ୍ରାମ ପଛପଟେ ଥିବା ଏକ ଚାଷଜମିରୁ ଶୁକ୍ରବାର ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ ନିଜ ଜମି ନିକଟରେ କରିଥିବା କୁଡ଼ିଆରେ ରହୁଥିଲେ। ତାଙ୍କୁ ହତ୍ୟାକରି ଚାଷଜମିକୁ ଫିଙ୍ଗା...

ଓଡ଼ିଶାରୁ ଦୁଇ ଜଣଙ୍କୁ ଜାତୀୟ ସେବା ଯୋଜନା ପୁରସ୍କାର

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୦୧୯-୨୦ ପାଇଁ ଶୁକ୍ରବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ପ୍ରଦାନ କରିଛନ୍ତି। ଏହା ରାଷ୍ଟ୍ରପତି ଭବନରେ ଭର୍ଚୁଆଲରେ ଆୟୋଜିତ ହୋଇଥିଲା। ଏହି ସମାରୋହରେ ବିଶ୍ୱବିଦ୍ୟାଳୟ, ଯୁକ୍ତ୨ ପରିଷଦ, ଏନ୍‌ଏସ୍‌ଏସ୍‌ ୟୁନିଟ୍‌, ଏନ୍‌ଏସ୍‌ଏସ୍‌ କାର୍ଯ୍ୟକ୍ରମ ଅଧିକାରୀ...

ଝିଅକୁ କଚାଡି ମାରିଦେବାକୁ ବସିଥିଲା ବାପା

ଭୁବନେଶ୍ୱର,୨୪।୯(ବ୍ୟୁରୋ): ନିଶା ସେବନ କରି ପରିବାର ଲୋକଙ୍କୁ ଗାଳି ଦେବା ସହ ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ। ବାମମ୍ବାର କ୍ଷମା ମାଗି ମଧ୍ୟ ପୁନର୍ବାର ସେହି କାମ କରୁଥିଲେ। ପୁଅ ନିର୍ଯାତନାରେ ଅତିଷ୍ଠ ହୋଇଯାଇଥିଲେ ମା’। ଅଭିଯୋଗକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri