ରାଜ୍ୟ

ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଏକ ରବର...

ହାତୀକୁ ବଞ୍ଚାଇବାକୁ ଯାଇ ଓଲଟିଲା ବୋଟ୍‌

କଟକ ଅଫିସ,୨୪।୯: ମୁଣ୍ଡୁଳି ଜଳ ସ୍ରୋତରେ ଏକ ଦନ୍ତାହାତୀ ଶୁକ୍ରବାର ଫସିଛି। ତେବେ ମହାନଦୀ ମଝିକୁ ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ବୋଟ ମଧ୍ୟ ଓଲଟି ପଡ଼ିଛି। ହାତୀକୁ କୂଳକୁ ଘଉଡାଇବା ବେଳେ ମୁଣ୍ଡଳି ବ୍ୟାରେଜ ନିକଟରେ ପାଣିର...

ଭୁବନେଶ୍ୱର କୋର୍ଟ ପରିସର ୩ ଦିନ ସିଲ୍‌; ସବୁ କର୍ମଚାରୀଙ୍କ ହେବ ଆର୍‌ଟିପିସିଆର୍‌ ଟେଷ୍ଟ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଭୁବନେଶ୍ୱର କୋର୍ଟ ପରିସରକୁ ୩ ଦିନ ପାଇଁ ସିଲ୍‌ କରି ଦିଆଯାଇଛି। କୋର୍ଟର ୧୫ଜଣ ଜୁଡିସିଆଲ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତଦନୁଯାୟୀ ଶୁକ୍ରବାରଠାରୁ ୨୬...

ଆଜି ଦିଲ୍ଲୀ ଯିବେ ନବୀନ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଆଜିଠାରୁ ତିନିଦିନିଆ ଗସ୍ତରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନକୁ ଦିନ ମାଓବାଦୀଙ୍କ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା ବେଳେ ଏହାର ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା ଏକ ବୈଠକ କରାଯିବ। ଏହି ବୈଠକ ଆସନ୍ତା ୨୬...

ମୁଣ୍ଡୁଳି ଜଳସ୍ରୋତରେ ଫସିଲା ହାତୀ

କଟକ ଅଫିସ,୨୪ା୯: ମୁଣ୍ଡୁଳି ଜଳରେ ଏକ ଦନ୍ତାହାତୀ ଫସିଛି। ଜଳ ସ୍ରୋତ ଅଧିକ ଥିବାରୁ ହାତୀଟି କୂଳକୁ ଯାଇ ପାରୁ ନ ଥିବା ଜଣାପଡ଼ିଛି। ଏଥିସହ ଆଉ ୨ଟି ହାତୀ ମଧ୍ୟ ଜଳସ୍ରୋତରେ ଭାସି ଅନନ୍ତପୁରଠାରେ ଲାଗିଛନ୍ତି।   ଫସିଥିବା...

ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...

ଖୋର୍ଦ୍ଧାରେ ବଢୁଛି ଗୋମାଂସ ଚାଲାଣ

ଖୋର୍ଦ୍ଧା ଅଫିସ,୨୪।୯: ଖୋର୍ଦ୍ଧାରୁ ଗୋମାଂସ ଚାଲାଣ ବଢିବାରେ ଲାଗିଛି। ଏଠାରୁ ବିହାର, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ହାଇଦ୍ରାବାଦ ଏବଂ ଉତ୍ତରପ୍ରଦେଶ ପ୍ରଭୃତି ବାହାର ରାଜ୍ୟକୁ ଗୋମାଂସ ଚାଲାଣ କରାଯାଉଛି। ଏଥିରେ ଏକ ର଼୍ୟାକେଟ ସଂପୃକ୍ତ ଥିବା ସନ୍ଦେହ କରାଯାଉଛି। ଗତ ସପ୍ତାହ...

ବଲାଙ୍ଗୀରରେ ବିଜ୍ଞାନ କେନ୍ଦ୍ର, ପ୍ଲାନେଟାରିୟମ

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟାରିୟମ ପ୍ରତିଷ୍ଠା ହେବ। ଆସନ୍ତା ୩୦ ମାସ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ ହେବ। ଗୁରୁବାର ବଲାଙ୍ଗୀରରେ ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଜ୍ଞାନ ଓ କାରିଗରି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା...

ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ

କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର...

ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ...

ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ

ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ଖରିନାସୀ ଗାଁରେ ଦେଖିବାକୁ ମିଳିଛି। ସ୍ଥାନୀୟ ମାଛ ଜେଟି ନିକଟରେ...

ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ: ପ୍ରଶ୍ନ ଉଠାଇଲେ ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ରୋଗୀଙ୍କୁ ଫାର୍ମାସିଷ୍ଟ ଔଷଧ ଦେବା ପ୍ରସଙ୍ଗ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞ ପ୍ରଶ୍ନ ଉଠାଇଲେଣି। ବରିଷ୍ଠ ଡାକ୍ତର ତଥା ଏସ୍‌ସିବି ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସିଦ୍ଧାର୍ଥ ଦାସ କହିଛନ୍ତି, ରୋଗ ଚିହ୍ନଟ ନ କରି ଫାର୍ମାସିଷ୍ଟମାନେ କେମିତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri