ପୂଜା ମଣ୍ଡପରେ ମିଳିବନି ମା’ଙ୍କ ଦର୍ଶନ
ଭୁବନେଶ୍ୱର, ୨୩।୯ (ବ୍ୟୁରୋ): ପାଖେଇ ଆସିଲାଣି ମା’ ଦୂର୍ଗାଙ୍କ ଦଶହରା ପୂଜା। କଟକଣା ଭିତରେ ସହରର ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ଗୁରୁବାର ପୂଜା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କରିଛି ଭୁବନେଶ୍ୱର ମହାନଗର...
ଦୁବାଇରୁ ଓଡ଼ିଶା ଯାଏ ଚାଲିଛି ଆଇପିଏଲ୍ ବେଟିଂ
ଝାରସୁଗୁଡ଼ା ଅଫିସ,୨୩ା୯: ଦୁବାଇରେ ଆଇପିଏଲ୍ କ୍ରିକେଟ୍ ମ୍ୟାଚ୍ ଚାଲିଥିବାବେଳେ ପୂରା ଦେଶରେ ସକ୍ରିୟ ହୋଇ ଉଠିଛି ବେଟିଂ ର଼୍ୟାକେଟ୍। ଝାରସୁଗୁଡ଼ାରେ ଏହାର ଲିଙ୍କ୍ ଉନ୍ମୋଚନ କରିବାରେ ସଫଳ ହୋଇଛି ପୋଲିସ। ବେଟିଂରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...
ଦୂତୀ – ପୋଲିସ ଅଧିକାରୀ ମୁହାଁମୁହିଁ
ରସୁଲପୁର,୨୩।୯(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ଅଧୀନ ଚକଗୋପାଳପୁର ଗାଁର ଚାନ୍ଦ ସାହିରେ ଖୁଦୁରୁକୁଣି ମେଢ଼ ଭସାଣିକୁ ନେଇ ବିବାଦ ସୃଷ୍ଟି ହୋଇଛି। କୋଭିଡ୍ ନିୟମ ଉଲ୍ଲଂଘନ କରି ସାହିର ଯୁବତୀଯୁବକ ଡିଜେ ବଜାଇ ନାଚଗୀତ କରୁଥିବାରୁ ପୋଲିସ ପହଞ୍ଚତ୍...
କୋଟିଆରେ ଆନ୍ଧ୍ର ପାଳିଲା ପୁଷ୍ଟି ଦିବସ
ପଟ୍ଟାଙ୍ଗୀ,୨୩ା୯(ଡି.ଏନ୍.ଏ.): କୌଣସି ନୀତି ନିୟମ ମାନିବାକୁ ପ୍ରସ୍ତୁତ ନୁହେଁ ଆନ୍ଧ୍ର। କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଯେ ଓଡ଼ିଶାର ଏହା ସ୍ବୀକାର କରିବାକୁ ଆନ୍ଧ୍ର ନାରାଜ। ତାହା ଆମ ପଞ୍ଚାୟତ ବୋଲି ଜାହିର କରିବାକୁ ଆନ୍ଧ୍ର...
ଭୁବନେଶ୍ୱରରେ ହେବ ଜୁନିୟର ହକି ବିଶ୍ୱକପ୍
ଭୁବନେଶ୍ୱର,୨୩।୯: ଓଡ଼ିଶା ଚଳିତ ବର୍ଷ ଜୁନିୟର ପୁରୁଷ ହକି ବିଶ୍ୱକପ ଆୟୋଜନ କରିବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଚଳିତ ବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ କଳିଙ୍ଗ ଷ୍ଟାଡିୟମରେ ବିଶ୍ୱକପ୍...
ପରକୀୟା ପ୍ରୀତିରୁ ହତ୍ୟା
ବାଲିଆପାଳ,୨୩।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଘଣ୍ଟୁଆ ପଞ୍ଚାୟତ ବଡ଼କସବା ଗ୍ରାମର ଏକ ଧାନ ବିଲରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ ହେଲେ ତରୁଣ କୁମାର ପାତ୍ର(୩୮)। ପରକୀୟା ପ୍ରୀତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ...
ବାପାଙ୍କୁ କିଡ୍ନୀ ଦାନ କଲେ ୨୨ ବର୍ଷୀୟା ଝିଅ
ଭବାନୀପାଟଣା/କୋକସରା,୨୩।୯: କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମର ସୁନିଲ ଗର୍ଗ (୪୭)ଙ୍କୁ ତାଙ୍କର ୨୨ ବର୍ଷର ଝିଅ ସଲୋନୀ କିଡ୍ନୀ ଦାନ କରି ନୂଆ ଜୀବନ ଦେଇଛନ୍ତି। ସୁନିଲ ଗତ କିଛି ବର୍ଷ ହେଲା କିଡ୍ନୀ ରୋଗରେ ଆକ୍ରାନ୍ତ...
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତାଲିକା
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ପାଇଛି। ୨ୟ ପର୍ଯ୍ୟାୟ ମେରିଟ ଲିଷ୍ଟ୍ରେ ୪୦,୬୧୧ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ହାୟର ଅପ୍ସନ ଆବେଦନ ୩୬,୬୮୩ ଥିବାବେଳେ ସ୍ଲାଇଡ୍ ଅପ୍ରେ...
ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ
ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍ର ଅବସରପ୍ରାପ୍ତ ଆଇପିଏଲ୍ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଚୟନ କମିଟି ବୈଠକରେ...
ଉପର ମୁଣ୍ଡରେ ବର୍ଷା: ବିପଦ ସଙ୍କେତ ଡେଇଁଲା ବୈତରଣୀ
ଭଦ୍ରକ ଅଫିସ,୨୩।୯: ଉପର ମୁଣ୍ଡରେ ବର୍ଷା ଯୋଗୁ ବଢ଼ୁଛି ବୈତରଣୀ ନଦୀର ଜଳସ୍ତର। ଭଦ୍ରକ ଜିଲା ଆଖୁଆପଦାଠାରେ ନଦୀଠାରେ ନଦୀ ବିପଦ ସଙ୍କେତ ୧୭.୬୩ ମିଟର ରହିଥିବା ବେଳେ ଅପରାହ୍ନ ୨ଟା ସୁଦ୍ଧା ୧୭.୮୫ ମିଟର ଉପରେ ବନ୍ୟାଜଳ ପ୍ରବାହିତ...
୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ
ଟାଙ୍ଗୀ,୨୩।୯(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ଜଳଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ...
ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର-ପୂର୍ବ ଓ...
Archives


