ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର
କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧ ବର୍ଷୀୟ ଶ୍ରମିକ ନିଖୋଜ ହୋଇଯାଇଥିବା ଖବର ମିଳିଛି। ଘଟଣାକୁ ନେଇ ପରିବାର ସଦସ୍ୟମାନେ ଅତ୍ୟନ୍ତ…
ପୁରୀରେ ଅଧିକ ବଙ୍ଗାଳୀ ହୋଟେଲ କାହିଁକି ?
ସେଦିନ ମୁଁ ବହୁତ କାନ୍ଦିଥିଲି। ଯେତେବେଳେ ଜାଣିଲି ସେ ଆଉ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ।
ଜଣାପଡିଲା କୁଆଡେ ଗଲା ହ୍ୟୁମାନଙ୍କ ସବୁ ଟଙ୍କା? ମିଳିଲା ବଡ଼ ପ୍ରମାଣ…
ଭୁବନେଶ୍ୱର,୨୧।୧୧: ହ୍ୟୁମାନ ସାଗରଙ୍କ ମୃତ୍ୟୁ ପରେ ଏବେ ନୂଆ ନୂଆ ତଥ୍ୟ ପ୍ରମାଣ ସାମ୍ନାକୁ ଆସିବାରେ ଲାଗିଛି । ଓଡ଼ିଶାର ଚର୍ଚ୍ଚିତ ତଥା ସବୁଠାରୁ ଲୋକପ୍ରିୟ ଗାୟକ ହ୍ୟୁମାନ ସାଗର ଆଉ ଏ ଦୁନିଆରେ ନାହାନ୍ତି । ନଭେମ୍ବର ୧୭ ତାରିଖରେ…
ଭିଜିଲାନ୍ସ ଜାଲରେ କାଦୋପଡା ପେକ୍ସ ସମ୍ପାଦକ: ୪୦.୭୧ ଲକ୍ଷ ଟଙ୍କା ହେରଫେର …
ଦେବଗଡ,୨୧|୧୧(ଶଶାଙ୍କ ଶେଖର ଝାଙ୍କର) ଦେବଗଡ ଜିଲା କାଦୋପଡା ପେକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ । ୪୦.୭୧ ଲକ୍ଷ ଟଙ୍କା ହେରଫେର ମାମଲାରେ ପେକ୍ସ ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ ଗିରଫ କରାଯାଇଛି। ଚାଷୀ ଫେରସ୍ତ କରୁଥିବା ଋଣ ଟଙ୍କା ହେରଫେର…
ଶିଶୁ ବୈଜ୍ଞାନିକଙ୍କୁ ଲୋକ ଲୋଚନକୁ ଆଣିବା ଲକ୍ଷ୍ୟରେ
ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ କାହ୍ନୁ ରାଉତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ଭଞ୍ଜନଗର ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ମେଳାକୁ ଭଞ୍ଜନଗର ଉପ ଜିଲାପାଳ ଉମା ଶଙ୍କର…
ଭବାନୀପାଟଣା ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ, ଟୁଇଟ୍ କରି ବିଧାୟକ କହିଲେ…
ଭବାନୀପାଟଣା,୨୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ବିଧାୟକ ସାଗର ନିଜ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି। ଭବାନୀପାଟଣା ଦେପୁର ଯୋନ ସଭାପତି ଉଦେପୂର୍ ଗ୍ରାମର…
ରତ୍ନଭଣ୍ଡାର ଗଣତିମଣତି ନେଇ ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା: ଯେଉଁ ସମୟରେ ଶ୍ରୀମନ୍ଦିରରେ ଅଧିକ…
ପୁରୀ,୨୧ା୧୧: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏକ ବଡ଼ ସୂଚନା ଦେଇଛନ୍ତି। ସେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତିକୁ ନେଇ କହିଛନ୍ତି, ଶ୍ରୀମନ୍ଦିରରେ ଯେତେବେଳେ ନୀତିକାନ୍ତି ଅଧିକ ନ ଥିବ, ସେହି ସମୟରେ ଗଣତିମଣତି ହେବ।…
ଏଣିକି ଲଘୁ ଖଣିଜ ସଂପଦର ଆବଣ୍ଟନ ପାଇଁ ଇ-ଲଟେରୀ ବ୍ୟବସ୍ଥା
ଭୁବନେଶ୍ୱର,୨୧।୧୧: ଖଣି ଚୋରା ଚାଲାଣ ରୋକିବାକୁ କଠୋର ଆଇନକୁ ମଞ୍ଜୁରୀ ହୋଇଛି। ‘ଓଡ଼ିଶା ଖଣିଜ ପଦାର୍ଥ ନିୟମାବଳୀ-୨୦୨୫’ ନେଇ ନୂଆ ଆଇନ ଆସିଛି। ନୂଆ ଆଇନ ପରେ ପୁରୁଣା ୨୦୦୭ ନିୟମାବଳୀକୁ ଉଚ୍ଛେଦ କରିବ। ଲଘୁ ଖଣିଜ ରିହାତି ନିୟମରେ ମଧ୍ୟ…
ରଙ୍ଗତୂଳୀରେ ହ୍ୟୁମାନଙ୍କୁ ମନେ ପକାଇଲେ ଫ୍ୟାନ୍, ଜୀବନ୍ତ ଚିତ୍ର କରି ଚର୍ଚ୍ଚାରେ ସୁନୀଲ
ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ବିୟୋଗ ପରେ ତାଙ୍କ ଫ୍ୟାନ୍ମାନଙ୍କ ମଧ୍ୟରେ ଅନେକ ଚିନ୍ତା ବଢ଼ିଛି। ତାଙ୍କ ସଙ୍ଗୀତକୁ ସମସ୍ତେ ମନେ ପକାଉଥିବାବେବେଳେ ତାଙ୍କ ସମସ୍ତ ସ୍ମୃତିକୁ ସାଉଁଟିବାରେ ଲାଗିଛନ୍ତି ତାଙ୍କ ସମର୍ଥକ ଓ ଫ୍ୟାନମାନେ।…
ପୂର୍ବତନ କାଉନସିଲର ନିଶିକାନ୍ତ କୁମ୍ଭାରଙ୍କ ପରଲୋକ
ବଲାଙ୍ଗୀର,୨୧ା୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଜଣାଶୁଣା ସମାଜସେବୀ ତଥା ପୂର୍ବତନ କାଉନସିଲର ନିଶିକାନ୍ତ କୁମ୍ଭାର (୬୩)ଙ୍କ ଶୁକ୍ରବାର ପରଲୋକ ହୋଇଛି। ସ୍ଥାନୀୟ ମହାରାଣୀ ସାଗର ଆଡ଼ିବନ୍ଧରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରକୁ ଯାଉଥିବା ବେଳେ ସେ ପଡ଼ିଯାଇ ଗୁରୁତର ହୋଇଥିଲେ।…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ପୁରୀ ସେବାୟତଙ୍କ ପେନସନ ରାଶି, ଜାଣନ୍ତୁ କେତେ…
ଭୁବନେଶ୍ୱର,୨୧।୧୧: ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ ରାଶି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ…
୧୨ ପ୍ରସ୍ତାବକୁ ଉପରେ ବାଜିଲା କ୍ୟାବିନେଟ ମୋହର, ଜାଣନ୍ତୁ କ’ଣ କ’ଣ…
ଭୁବନେଶ୍ୱର,୨୧।୧୧: ୧୨ ପ୍ରସ୍ତାବକୁ ବାଜିଲା ରାଜ୍ୟ କ୍ୟାବିନେଟ ମୋହର। ୯ଟି ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି। ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ।ଏଥିରେ…
Archives


