ରାଜ୍ୟ

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଶାନ୍ତ: ଭଙ୍ଗାରୁଜା, ଲାଠିଚାର୍ଜ

ସମ୍ବଲପୁର, ୬।୪ (ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ମଙ୍ଗଳବାର ଅଶାନ୍ତ ହୋଇ ପଡିଛି । ଯୁକ୍ତ ୩ ଥାର୍ଡ ସେମିଷ୍ଟାରର ପରୀକ୍ଷାକୁ ଅନ୍‌ଲାଇନ ପ୍ରକ୍ରିୟାରେ କରିବାକୁ ଛାତ୍ରୀଛାତ୍ରମାନେ ଦାବି କରିଥିଲେ। ଏହାପରେ କୁଳପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଏହି...

ଆଜି ସନ୍ଧ୍ୟାରେ କରୋନା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର, ୬।୪(ବ୍ୟୁରୋ): ଆଜି ସଂଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତିର ସମୀକ୍ଷା କରିବେ। ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କ ସହ ସେ ଆଲୋଚନା କରିବେ। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଏସଂକ୍ରାନ୍ତରେ ବଡ଼ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା...

କୋଭିଡ୍‌ କଟକଣା ଉଲ୍ଲଂଘନ: ଭୁବନେଶ୍ୱରର ଘରୋଇ ଶିକ୍ଷାନୁଷ୍ଠାନକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୬।୪(ବ୍ୟୁରୋ): ଭୁବନେଶ୍ୱର ଏକ ଘରୋଇ ଶିକ୍ଷାନୁଷ୍ଠାନକୁ ମଙ୍ଗଳବାର ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। କୋଭିଡ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ତେବେ ପୂର୍ବରୁ ଏହି ଶିକ୍ଷାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା । ହେଲେ...

ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪୬ ଜଣ ଲୋକାଲ କେସ୍‌...

୪ ଜିଲା ପାଇଁ ୩୬ ପିଜି ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପିଜି ଡାକ୍ତରମାନଙ୍କୁ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାଗୁଡ଼ିକରେ କୋଭିଡ୍‌ ସମ୍ପର୍କିତ କାର୍ଯ୍ୟକ୍ରମକୁ ସୁପରିଚାଳନା କରିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ସିଏଜି ରିପୋର୍ଟକୁ ନେଇ ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୬।୪(ବ୍ୟୁରୋ): ଦୀର୍ଘ ୨୧ ବର୍ଷ ଶାସନ କଲା ପରେ ବିଜେଡି ସରକାର ଆହୁରି ଦୁର୍ନୀତି ଖୋର ଓ ଭଷ୍ଟ୍ରାଚାରୀ ହୋଇଚାଲିଛି। ଓଡିଶାର ପ୍ରାକୃତିକ ସମ୍ପଦକୁ ଲୁଟ୍‌ କରି କିଛି ମୁଷ୍ଟିମେୟ ଅଧିକାରୀଙ୍କୁ ରାଜ୍ୟ ସରକାର ପୋଷିଛନ୍ତ। ଆଇନ କାନୁନ, ନିୟମ,...

ଭାଜପା ହିଁ ସୁନାର ବଙ୍ଗଳା କରିପାରିବ: ଧର୍ମେନ୍ଦ୍ର

ଭୁବନେଶ୍ୱର,୬।୪(ବ୍ୟୁରୋ): ଭାଜପା ହିଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗର ବିକାଶ କରିବା ସହ ସୁନାର ବଙ୍ଗଳା ନିର୍ମାଣ କରିପାରିବ ବୋଲି ସୋମବାର ପାନିହାଟ ସମେତ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ଏବଂ ବୁଦ୍ଧିଜୀବୀଙ୍କ...

ଭାଜପା ବିରୋଧରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର, ୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ପ୍ରଚାର ଚାଲିଥିବା ବେଳେ ସୋମବାର ପୋଲିସ ଦୁଇ ଜଣ ଯୁବକଙ୍କ ପାଖରୁ ୫୦ ଲକ୍ଷ ଟଙ୍କା ଜବତ କରିଛି। ଏନେଇ ବିଜେଡି ପକ୍ଷରୁ ଭାଜପା ବିରୋଧରେ ଅଭିଯୋଗ କରାଯାଇଛି। ବିଜେଡିର ଗୋଟିଏ ଟିମ୍‌...

ପିପିଲି ଉପନିର୍ବାଚନ: ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର। ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ସେମାନଙ୍କ ପ୍ରଚାରକୁ ଜୋରଦାର କରିଛନ୍ତି। ତେବେ ପ୍ରଚାର ଲାଗି ପିପିଲି ମଇଦାନ୍‌କୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡି ପ୍ରାର୍ଥୀ ରୁଦ୍ରପ୍ରତାପ ମହାରଥୀଙ୍କ ପାଇଁ...

ଦୈନିକ ଦୁଇଟି କ୍ଲାସ୍‌ ନେବେ ପ୍ରଧାନ ଶିକ୍ଷକ

ଭୁବନେଶ୍ୱର,୬।୪(ବ୍ୟୁରୋ):  ଏଣିକି ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକମାନେ ଦୈନିକ ଦୁଇଟି ଲେଖା କ୍ଲାସ ନେଇ ଛାତ୍ରୀଛାତ୍ରମାନଙ୍କୁ ପାଠ ପଢାଇବେ। ଏହା ଏଥର ବାଧ୍ୟତାମୂଳକ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର ସବୁ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଜଣାଇ...

ତାଳଚେରରେ ଖୁବ୍‌ଶୀଘ୍ର ଏନ୍‌ଟିପିସିର ନୂଆ ୟୁନିଟ୍‌

ଭୁବନେଶ୍ୱର, ୬।୪(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)କୁ ଚାଲୁ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଏକ ପତ୍ର ଲେଖିଥିଲେ। ସେହି ଅନୁଯାୟୀ ସୋମବାର ରାଜ୍ୟ ସରକାର ଏବଂ ନ୍ୟାଶନାଲ ଧର୍ମାଲ୍‌ ପାଓ୍ବାର କର୍ପୋରେଶନ(ଏନ୍‌ଟିପିସି) ମଧ୍ୟରେ ଏକ...

ଝିଅ ଯୋଗାଇବାକୁ ବାଧ୍ୟ କରୁଥିଲେ ଆର୍ମଡ ଡିସିପି

ଭୁବନେଶ୍ୱର,୬।୪(ବ୍ୟୁରୋ): ଝିଅ ଯୋଗାଇବାକୁ ମୋ ସ୍ବାମୀଙ୍କୁ ବାଧ୍ୟ କରୁଥିଲେ ଓଏସ୍‌ଏପି ଡିସିପି ବିଜୟ କୁମାର ସାହୁ। ଏଥିପାଇଁ ତାଙ୍କୁ ମାନସିକ ଚାପ ମଧ୍ୟ ପକାଉଥିଲେ। ଝିଅ ନ ଯୋଗାଇଲେ ଅନ୍ୟତ୍ର ବଦଳି ସହ ଚାକିରିରୁ ବାହାର କରିଦେବାକୁ ଧମକ ଦେଉଥିଲେ।...

Advertisement


Archives

Model This Week

Why Dharitri