ରାଜ୍ୟ

ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨ ଝିଅଙ୍କୁ ହତ୍ୟା କରାଯାଇଥିଲା। ତଣ୍ଟିଚିପି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମୃତକଙ୍କ...

ମୋଟୁ ଥାନା ଆଇଆଇସି ଗିରଫ

ମାଲକାନଗିରି,୨୩ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗିରଫ ହୋଇଛନ୍ତି। ତାଙ୍କୁ ଗିରଫ କରାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ନିଜ ଟୁଇଟର ପେଜ୍‌ରେ ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ସୁଶାନ୍ତଙ୍କ ଠାରୁ...

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌ ଆକ୍ରାନ୍ତଙ୍କ ମତ ଗ୍ରହଣ କରାଯାଉଛି। ଏହି ପ୍ରକିୟାରେ ମାଇକ୍ରୋ ଅବ୍‌ଜର୍ଭର, ପ୍ରିଜାଇଡିଂ...

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫ ଫୁଟ । ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୬୭ ହଜାର ୮୫୬...

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୫୭ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ଅଛନ୍ତି। ଏହି ୬୪୪ ଜଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ଚାଷଜମିରେ ମାଡ଼ିଗଲା ପଟୁ

ପଦ୍ମପୁର,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷାରେ ଭଦ୍ରକ ସଦର ବ୍ଲକ ଦେଇ ବହି ଯାଇଥିବା ଧନନ୍ତ୍ୱରୀ, ସାଳନ୍ଦୀ, ଧଳା, କଞ୍ଚୁଡ଼ି, ମନ୍ତେଇ ଆଦି ବିଭିନ୍ନ ନଦୀରେ ବର୍ଷାଜଳ ପ୍ରବାହିତ ହୋଇଥିଲା। ବର୍ଷାପାଣି ମାଡ଼ି ଆସି ଶତାଧିକ ହେକ୍ଟର ଚାଷଜମି ଉପରେ ଜମି ରହିଥିଲା। ସଦର...

ଉଛୁଳିଲା ଜମ୍ଭୀରା ନଦୀ

ବାରିପଦା ଅଫିସ,୨୩ା୯:  ଲଘୁଚାପ ଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲାର ତିନୋଟି ବ୍ଳକ ଅଞ୍ଚଳ ପ୍ରଭାବିତ ହୋଇଛି। ରାସଗୋବିନ୍ଦପୁର, ଶୁଳିଆପଦା ଓ ମୋରଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ବନ୍ୟାଜଳ ପ୍ରବେଶ କରି ବ୍ୟାପକ କ୍ଷୟକ୍ଷତି ଘଟିଛି। ଧାନ ଓ ପରିବା ଚାଷ...

ପୁଣି ଫୁଲିଲା ସୁବର୍ଣ୍ଣରେଖା

ଜଳେଶ୍ୱର,୨୩ା୯(ଡି.ଏନ.ଏ.):  ଗତ ୨୪ ଘଣ୍ଟା ମଧ୍ୟରେ ଉପରମୁଣ୍ଡରେ ହଜାରେ ମି.ମି ବର୍ଷା ହୋଇଥିବାରୁ ବାଲେଶ୍ୱର ଜିଲା ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀ ଚଳିତ ବର୍ଷ ତୃତୀୟ ଥର ପାଇଁ ଫୁଲି ଉଠିଛି। ଚାନ୍ଦିଲି ବନ୍ଧଠାରେ ୭ଟି ଫାଟକ ଖୋଲାଥିବା ବେଳେ...

ପାଣିଘେରରେ ବସ୍ତା ଥାନା,କୋର୍ଟ

ରୂପ୍‌ସା/ବସ୍ତା,୨୩ା୯(ଡି.ଏନ.ଏ.):  ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲା ଜଳକା ନଦୀରେ ବନ୍ୟା ସ୍ଥିତି ଗମ୍ଭୀର ହୋଇପଡ଼ିଛି। ବସ୍ତା ବ୍ଲକର ୧୩ ଓ ସଦର ବ୍ଲକର ୨ଟି ପଞ୍ଚାୟତରେ ପାଣି ପଶିଛି। ବିଭିନ୍ନ ସ୍ଥାନରେ ଗାଁ ଓ ମୁଖ୍ୟ ରାସ୍ତା ବୁଡ଼ି...

ଲାଭ ଦେଇଛି ଲଘୁଚାପ

ଅନୁଗୋଳ ଅଫିସ,୨୩ା୯: ଅଗଷ୍ଟରେ ଫାଟି ଆଁ କରିଥିଲା ଜମି। ବର୍ଷାକୁ ଚାହିଁ ଚାହିଁ ଗଡ଼ି ଯାଇଥିଲା ଚାଷ ସମୟ। ଫଳରେ ଧାନ ଫସଲକୁ ନେଇ ପୂରଣ ହୋଇପାରିଲାନି ଲକ୍ଷ୍ୟଧାର୍ଯ୍ୟ। ତଥାପି ମରୁଡ଼ି ଆଶଙ୍କାରେ ଆତଙ୍କିତ ହୋଇପଡ଼ିଥିଲେ ଅନୁଗୋଳ ଜିଲାର ଚାଷୀ।...

ଯନ୍ତ୍ରଣା ଦେଉଛି ଜାତୀୟ ରାଜପଥ

ଭୁବନ, ୨୩।୯(ଡି.ଏନ.ଏ.) ସୁବ୍ୟବସ୍ଥିତ ସଡ଼କପଥ ଉପରେ ନିର୍ଭର କରେ ଅଞ୍ଚଳର ବିକାଶ। ଆନ୍ତଃରାଜ୍ୟ ଏବଂ ଆନ୍ତଃଜିଲା ପରିବହନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲାଗି ଜାତୀୟ ରାଜପଥ (ଏନ୍‌ଏଚ୍‌)ର ଉନ୍ନତୀକରଣକୁ ସର୍ବଦା ଦିଆଯାଉଛି ପ୍ରାଥମିକତା। ରାସ୍ତା ସମ୍ପ୍ରସାରଣ, ଡ୍ରେନେଜ୍‌ ବ୍ୟବସ୍ଥା, ଆଲୋକୀକରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri