ରାଜ୍ୟ

୧୦ ଜିଲାର ଏସ୍‌ଏଚ୍‌ଜିଙ୍କୁ ଦକ୍ଷତା ତାଲିମ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ମିଳିତ ଜାତିସଂଘ ମହିଳା (ୟୁଏନ୍‌ ଓ୍ବିମେନ୍‌)ର ଭାରତ ପ୍ରତିନିଧି ସୁଶାନ ଜେନ୍‌ ଫର୍ଗୁଶନ୍‌ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କ ନେତୃତ୍ୱରେ ଆସିଥିବା ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ(ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ...

୧୧ ସହରାଞ୍ଚଳରେ ସ୍ଥାପନ ହେବ ଇନ୍‌ଡୋର ଷ୍ଟାଡିୟମ

ଭୁବନେଶ୍ୱର,୨୨।୯ବ୍ୟୁରୋ):  ଓଡ଼ିଶା ଖଣିଜ ଅଞ୍ଚଳ ଉନ୍ନୟନ ନିଗମ (ଓମ୍ବାଡ୍‌ସି) ପାଣ୍ଠିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିକାଶ, ସହରାଞ୍ଚଳରେ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ ଏବଂ ପରିବେଶ ସୁରକ୍ଷା ପରିଚାଳନା ଆଦି କ୍ଷେତ୍ର ପାଇଁ ୬୪୦.୬୫ କୋଟି ଟଙ୍କାର ପ୍ରକଳ୍ପକୁ ସବୁଜ ସଙ୍କେତ...

ଚତୁର୍ଥ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍‌ ମାଣ୍ଡବ୍ୟ ଉନ୍ମୋଚନ କରିଥିବା ଏହି ରିପୋର୍ଟ ଅନୁଯାୟୀ ଖାଦ୍ୟ ସୁରକ୍ଷାରେ ଗୁଜରାଟ...

ଆରମ୍ଭ ହେଲା ମୁକୁଳା ନାଳ ସମୀକ୍ଷା: ପଡ଼ିବ ସ୍ଲାବ, ବଦଳିବ ଡିଜାଇନ୍‌

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଖୋଲା ନାଳରେ ଭାସିଯାଇ ଏକ ନିରୀହ ଜୀବନ ଯିବା ପରେ ଚେତିଲା ପ୍ରଶାସନ। ଆରମ୍ଭ ହେଲା ସମୀକ୍ଷା। ଭୁବନେଶ୍ୱର ଓ କଟକ ସମେତ ରାଜ୍ୟରେ ସବୁ ଜିଲାରେ ମୁକୁଳା ପଡିଥିବା ସବୁ ଡ୍ରେନ ଉପରେ ସ୍ଲାବ ପଡିବା ନେଇ...

ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ...

ମଝି ରାସ୍ତାରେ ମହିଳାଙ୍କ ଚୁଟି ଧରି ନିସ୍ତୁକ ପିଟିଲେ: ମୁହଁରେ କଳା ବୋଳି ଲଣ୍ଡା କରିଦେଲେ

ପଟ୍ଟାମୁଣ୍ଡାଇ,୨୧।୯(ସ୍ବ.ପ୍ର.): ଲୋନ୍‌ କରାଇ ଦେବାକୁ କହି ଟଙ୍କା ନେଉଥିଲେ ମହିଳା। ପରେ ରାସ୍ତା ମଝିରେ ନିସ୍ତୁକ ପିଟିଲେ ଏକାଧିକ ମହିଳା। ଏମିତି କି ତାଙ୍କ ମୁହଁରେ କଳା ବୋଳିବା ସହିତ ଲଣ୍ଡା କରି ଦେଇଛନ୍ତି। ଏମିତି ଏକ ଘଟଣା ଘଟିଛି...

ବିରଞ୍ଚିଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୧।୯: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ମାମଲାରେ ଗିରଫ ବିରଞ୍ଚି ନାରାୟଣ ସାହୁଙ୍କୁ ମଙ୍ଗଳବାର ଓଡ଼ିଶା ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ବିରଞ୍ଚି ତଦନ୍ତରେ ସମସ୍ତ ପ୍ରକାର ସହାୟତା କରିବେ ଏବଂ ତଦନ୍ତକାରୀ ଟିମ୍‌ ଯେତେବେଳେ ଚାହଁିବେ...

ବଦଳିଲେ ୬୦ ପୋଲିସ ଏସ୍‌ଆଇ-ଏଏସ୍‌ଆଇ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ଥାନାର ୬୦ଜଣ ଏସ୍‌ଆଇ ଏବଂ ଏଏସ୍‌ଆଇମାନଙ୍କ ମଧ୍ୟରେ ଅଦଳବଦଳ କରାଯାଇଛି। କ୍ୟାପିଟାଲ ଥାନାରୁ ଏସ୍‌ଆଇ ସନ୍ତୋଷିନୀ ବେହେରା ସହିଦନଗର ଯାଇଥିବା ବେଳେ ଲିଙ୍ଗରାଜ ଥାନାରୁ ଏସ୍‌ଆଇ ସନ୍ତୋଷ ନାୟକ ତମାଣ୍ଡୋ ଯାଇଛନ୍ତି। ସେହିଭଳି ବାଲିଅନ୍ତାରୁ ଏସ୍‌ଆଇ...

ଜନ୍ମମାଟିରେ ପହଞ୍ଚିଲେ ସୁନାପୁଅ

ଅତାବିରା,୨୧।୯(ଡି.ଏନ.ଏ.)- ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ମଙ୍ଗଳବାର ନିଜ ମାଟି ବରଗଡ ଜିଲା ଅତାବିରାରେ ପହଞ୍ଚିଛନ୍ତି। ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ବାଗତ କରାଯାଇଥିଲା। ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ ସୁନାପୁଅ ପ୍ରମୋଦଙ୍କୁ ବିଭିନ୍ନ ଅନୁଷ୍ଠାନ...

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଆଜି ରାଜ୍ୟରେ ୪୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୦ ଜଣ ଅଛନ୍ତି। ଏହି ୪୬୨ ଜଣଙ୍କ ମଧ୍ୟରୁ ୨୬୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି...

ପିପିଲି ଉପନିର୍ବାଚନ:ଆରମ୍ଭ ହେଲା ପ୍ରଚାର

ଭୁବନେଶ୍ୱର,୨୧।୯(ବ୍ୟୁରୋ)/ପିପିଲି:ଆସନ୍ତା ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ । ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ସୋମବାରଠାରୁ ବିଧିବଦ୍ଧ ନିର୍ବାଚନ ପ୍ରଚାର ଆରମ୍ଭ ହୋଇଛି। ପ୍ରଚାର ପାଇଁ କେବଳ ୭...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri