ରାଜ୍ୟ

ହୋଲିରେ ଗଡ଼ିଲା ମୁଣ୍ଡ

ପୋଲସରା,୧୯।୩: ହୋଲିରେ ରକ୍ତ ରଞ୍ଜିତ ହେଲା ଗାଁ ଦାଣ୍ଡ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବନ୍ଥପଲ୍ଲୀ ପଞ୍ଚାୟତ ମୁକ୍ତାମାଳଦେଇପୁର ଶାସନ ଗ୍ରାମରେ। ପୂର୍ବ ଶତ୍ରୁତାକୁ ନେଇ ମୁକ୍ତାମାଳଦେଇପୁର ଶାସନ ଗ୍ରାମର ଅମିତ ଆଚାର୍ଯ୍ୟଙ୍କୁ…

ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଆଜି ରଙ୍ଗର ପର୍ବ ହୋଲି । ପ୍ରେମ, ଭାଇଚାରାର ପର୍ବ ହୋଲିରେ ଛୋଟରୁ ବଡ ସମସ୍ତେ ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଅବିର ଲଗାଇ ଶୁଭେଚ୍ଛା ଜଣାଉଛନ୍ତି। ଏହି ଆନନ୍ଦର ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୫ ଜଣ ପିଲା ଅଛନ୍ତି। ସେହିପରି ୪୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୦ଜଣ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…

୨୫ରୁ ବିଧାନସଭା, ୨ ଦିନ ହେବ କୋଭିଡ ଟେଷ୍ଟ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୨୫ରୁ କଟକଣା ମଧ୍ୟରେ ଆରମ୍ଭ ହେବ । ଏହା ପୂର୍ବରୁ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କ କୋଭିଡ ଟେଷ୍ଟ କରାଯିବ। ୨୩ ଓ ୨୪ ଦୁଇଦିନ ଧରି ବିଧାନସଭାରେ ବିଧାୟକ, କର୍ମଚାରୀ, ସାମ୍ବାଦିକଙ୍କ କୋଭିଡ଼…

ଆଜି ଆଉ ଜଣଙ୍କର ମୃତଦେହ ଜବତ

ଯାଜପୁର ଅଫିସ, ୧୯।୩: ଯାଜପୁର ଟାଉନ୍‌ ଥାନା ବଡ଼ସୁଆର ନିକଟରେ ଖରସ୍ରୋତାରେ ବୁଡିଯିବା ଘଟଣାରେ ଆଜି ଆଉ ଜଣଙ୍କର ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ଏଯାବତ୍‌ ୩ ଜଣଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ୨ ଜଣଙ୍କର ମୃତଦେହ ମିଳିଥିଲା। ନିଖୋଜ…

ପରସ୍ପରକୁ ରଙ୍ଗ ବୋଳି ଜଣାଉଛନ୍ତି ଶୁଭେଚ୍ଛା

ଭୁବନେଶ୍ୱର,୧୯।୩(ବ୍ୟୁରୋ):ଆଜି ହେଉଛି ରଙ୍ଗ ଏବଂ ଭାଇଚାରାର ପର୍ବ ହୋଲି। ସବୁଆଡେ ଏହି ପର୍ବକୁ ବେଶ୍‌ ଖୁସି,ଆନନ୍ଦର ସହ ପାଳନ କରନ୍ତି। ପରସ୍ପରକୁ ରଙ୍ଗ ବୋଳି ଶୁଭେଚ୍ଛା ଜଣାଉଛନ୍ତି। ସମସ୍ତ ରାଗ, ଅଭିମାନ ଭୁଲି ରଙ୍ଗରେ ରଙ୍ଗୀନ୍‌ ହୋଇଯିବାର ଦିନ ଆଜି। ଆଜି…

‘ମୁଁ ଯାଉଛି ଧନ, ମୋତେ ଭୁଲ ବୁଝିବ ନାହିଁ’

ହାଟଡିହୀ,୧୮।୩(ଡି.ଏନ୍‌.ଏ.): ‘ମୋ’ ଦୁଇ ଭଉଣୀ ମୋ’ କଥାରେ ରାଜି ହେଲେ ନାହିଁ । ତେଣୁ ମୋ ଦେହ,ମନ ଭଲ ରହିଲା ନାହିଁ । ସେଥିପାଇଁ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲି । ଝିଅ ପକ୍ଷର କିଛି ଦୋଷ ନାହିଁ । ମୋ…

ଫୁଲକୋବି ଖାଇ ଦମ୍ପତି ଗୁରୁତର

ଆର୍‌.ଉଦୟଗିରି, ୧୮।୩-: ଫୁଲକୋବି ଖାଇ ଦମ୍ପତି ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଅନ୍ତର୍ଗତ ହାଲାପଙ୍କା ଗ୍ରାମରେ। ସୂଚନା ଅନୁଯାୟୀ, ଗ୍ରାମର ଦମ୍ପତି ଯବିତ୍ର ଗମାଙ୍ଗ ଏବଂ ନମିତା ଗମାଙ୍ଗ ନିଜ ବାଡ଼ିରେ ଫୁଲକୋବି…

ରାଉରକେଲାରେ ମୁଖ୍ୟ ଶାସନ,ଫାଇଭ-ଟି ସଚିବ: ହକି ଷ୍ଟାଡିୟମ କାର୍ଯ୍ୟ ତଦାରଖ

ସୁନ୍ଦରଗଡ଼ ଅଫିସ,୧୮।୩: ସୁନ୍ଦରଗଡ଼ ଜିଲା ରାଉରକେଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଯାଇଛନ୍ତି। ସେମାନେ ସେଠାରେ ପହଞ୍ଚି ବିପିୟୁଟି ପରିସରରେ ନିର୍ମିତ ଦେଶର ସର୍ବବୃହତ ହକି ଷ୍ଟାଡିୟମ କାର୍ଯ୍ୟ ତଦାରଖ…

୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗିରଫ ହେଲେ ମା’-ପୁଅ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ରାଜଧାନୀସ୍ଥିିତ ଭରତପୁର କୋଲାଥିଆରୁ ସ୍ପେସାଲ ସ୍କ୍ବାଡ୍‌ ଟିମ୍‌ ଓ ଭରତପୁର ଥାନା ପୋଲିସ ଶୁକ୍ରବାର ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ । ଏହି ଘଟଣାରେ ପୋଲିସ…

ଶ୍ରୀମନ୍ଦିରକୁ ଧସେଇ ପଶିଲେ ଭକ୍ତ

ପୁରୀ ଅଫିସ, ୧୮।୩: ଆଜି ପବିତ୍ର ଦୋଳପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶାସ ରହିଛି।…

ସମସ୍ତ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। କରୋନା କଟକଣା କଡାକଡି ପାଳନ କରିବା ସହ ସଂକ୍ରମଣ ହ୍ରାସ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜିନମ୍‌ ସିକ୍ୱେନ୍‌ସି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri