ବିଏମ୍ସି କମିଶନରଙ୍କ ଗିରଫ ଦାବି ତେଜିଲା
ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ସ୍ମାର୍ଟସିଟିର ମୁକୁଳା ଡ୍ରେନ୍ରେ ଭାସିଯାଇ ଦଶମ ଶ୍ରେଣୀର ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତ୍ୟୁ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)କୁ ଦାୟୀ କରିଛି ଭାଜପା। ରବିବାର ବିଏମ୍ସି କମିଶନରଙ୍କ ନାଁରେ ଖଣ୍ଡଗିରି ଥାନାରେ ଏତଲା ଦିଆଯାଇଥିବାବେଳେ ସୋମବାର...
ବିପଦକୁ ଡାକୁଛି ମୁକୁଳା ଡ୍ରେନ୍
କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍ ସବୁ ମୁକୁଳା ପଡ଼ିଥିବାବେଳେ...
ବର୍ଷ ବର୍ଷ ଧରି କାମ ସରୁନି
ଭୁବନେଶ୍ୱର, ୨୧।୯ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ମୁକୁଳା ଡ୍ରେନ୍ ୬ବର୍ଷରେ ୬ ଜୀବନ ନେଇଛି। ଖସିପଡି ଅନେକେ ଗୁରୁତର ଆହତ ଅବସ୍ଥାରେ ବି ଉଦ୍ଧାର ହୋଇଛନ୍ତି। ବର୍ଷ ବର୍ଷ ଧରି ଡ୍ରେନ୍ କାମ ସୁଧୁରୁ ନ ଥିବାବେଳେ ମୁକୁଳା ଛାଡ଼ି ଦିଆଯାଉଛି।...
ପୁରୁଣା କାନ୍ଥରେ ନୂଆ ସ୍ମାର୍ଟ କ୍ଲାସ୍ରୁମ୍
ଯାଜପୁର ଅଫିସ,୨୧ା୯:ଯାଜପୁର ଜିଲାରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ (ଓଏମ୍ବିଏଡିସି) ପାଣ୍ଠିରେ ଖର୍ଚ୍ଚ ହେଉଥିବା ମୋ ସ୍କୁଲ ଅଭିଯାନରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଏହି ଯୋଜନାରେ ଜିଲାର ବ୍ୟାସନଗର ପୌର ପରିଷଦର ଶଶିଭୂଷଣ ବାଳିକା...
୬ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳକୁ ଅନୁମତି
ଭୁବନେଶ୍ୱର,୨୧।୯:ବିଭିନ୍ନ କାର୍ଯ୍ୟରେ ଦୈନନ୍ଦିନ ଯାତାୟାତ କରୁଥିବା ଟ୍ରେନଯାତ୍ରୀମାନଙ୍କ ସୁବିଧାକୁ ନଜରରେ ରଖି ପୂର୍ବତଟ ରେଳପଥ ସୋମବାରଠାରୁ ୬ଟି ସ୍ବତନ୍ତ୍ର ଟ୍ରେନରେ ମାସିକ ସିଜନ ଟିକେଟ (ଏମ୍ଏସ୍ଟି) ଏବଂ ତ୍ରୈମାସିକ ସିଜନ ଟିକେଟ (କ୍ୟୁଏସ୍ଟି) ସହିତ ଟ୍ରେନ୍ ଯାତ୍ରାକୁ ଅନୁମତି ଦେଇଛି।...
ଲଳିତ କଳା ଏକାଡେମୀ ସଭାପତି ଭାବେ ପୁନଃ ମନୋନୀତ ହେଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୨୧।୯ (ବ୍ୟୁରୋ) – ଓଡ଼ିଶା ଲଳିତ କଳା ଏକାଡେମୀ ସଭାପତି ଭାବେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁନଃ ମନୋନୀତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ସେ ମନୋନୀତ ହୋଇଥିବା ନେଇ ସୋମବାର ଓଡ଼ିଆ ଭାଷା, ସାହିତ୍ୟ...
ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ
କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ...
ଓଡ଼ିଆରେ ଇଞ୍ଜିନିୟରିଂ ପଢ଼ା କେତେ ସହଜ
ଭୁବନେଶ୍ୱର, ୨୧ା୯(ବ୍ୟୁରୋ):ଆସନ୍ତା ଶିକ୍ଷାବର୍ଷଠାରୁ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବ ବୋଲି ଅଲ୍ ଇଣ୍ଡିଆ କାଉନ୍ସିଲ ଫର୍ ଟେକ୍ନିକାଲ ଏଜୁକେଶନ୍ (ଏଆଇସିଟିଇ) ସବୁଜ ସଙ୍କେତ ଦେଇଛି। ଫଳରେ ଓଡ଼ିଆ ଛାତ୍ରୀଛାତ୍ରମାନେ ଏଣିକି ମାତୃଭାଷାରେ ଇଞ୍ଜିନିୟରିଂ ଭଳି ବୈଷୟିକ ଶିକ୍ଷାଲାଭର ସୁଯୋଗ ପାଇବେ।...
ଗ୍ଲୋବାଲ ଓ୍ବାର୍ମିଂ ଦାୟୀ: ବିଧାୟକ
ଭୁବନେଶ୍ୱର,୨୧ା୯ (ବ୍ୟୁରୋ):ଭୁବନେଶ୍ୱରର ମୁକୁଳା ଡ୍ରେନ୍୍ରେ ପଡ଼ି ନିଖୋଜ ହୋଇଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହ ସୋମବାର ମିଳିଛି। ଏହି ଘଟଣାକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଅବହେଳାକୁ ସମସ୍ତେ ଦାୟୀ...
ଚିଠି କରି ଚୁପ୍
ଅନୁଗୋଳ ଅଫିସ, ୨୧ା୯ ମାସକୁ ମାସ ଟଙ୍କା ନେଉଛି ଠିକା ସଂସ୍ଥା। କିନ୍ତୁ ଠିକ୍ ଭାବେ କରୁନି ସଫେଇ କାର୍ଯ୍ୟ। ଫଳରେ ସହରରୁ ହଟୁନି ଅଳିଆ। ଚାରିଆଡ଼େ ଗଦା ଗଦା ଆବର୍ଜନା ଦେଖି ଅସନ୍ତୋଷ ପ୍ରକାଶ କରୁଛନ୍ତି ସହରବାସୀ। ଅଭିଯୋଗ...
ସଫେଇ କର୍ମଚାରୀଙ୍କୁ ହାଣିଦେଲେ
ବାଲେଶ୍ୱର ଅଫିସ, ୨୧ା୯: ବାଲେଶ୍ୱର ମ୍ୟୁନିସିପାଲିଟିରେ ସଫେଇ ଟେଣ୍ଡରକୁ ନେଇ ନୂଆ ଓ ପୁରୁଣା ଠିକାଦାରଙ୍କ ମଧ୍ୟରେ ଚାଲିଥିବା ବିବାଦ ସୋମବାର ଉଗ୍ରରୂପ ଧାରଣ କରିଛି। ରାତିରେ ବାରବାଟୀ ମଣ୍ଡଳ ବଜାର ନିକଟରେ କେତେଜଣ ଯୁବକ ତେଲେଙ୍ଗା କଟୁରୀରେ ସନୁ...
ଅଧାବାଟରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ
ଛେଣ୍ଡିପଦା,୨୧।୯(ସ୍ବ.ପ୍ର.): ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଅଧା ବାଟରେ ଖରାପ ହୋଇଗଲା। ଫଳରେ ଆମ୍ବୁଲାନ୍ସ ଭିତରେ ଦୀର୍ଘସମୟ ଧରି ଛଟପଟ ହେଲେ ରୋଗୀ। ସରକରୀ ଆମ୍ବୁଲାନ୍ସ ନ ଆସିବାରୁ ଶେଷରେ ରୋଗୀଙ୍କ ସମ୍ପର୍କୀୟମାନେ ଏକ ଅଟୋ ଯୋଗେ ଗୁରୁତର ରୋଗୀଙ୍କୁ...
Archives


