ଫୁଲକୋବି ଖାଇ ଦମ୍ପତି ଗୁରୁତର
ଆର୍.ଉଦୟଗିରି, ୧୮।୩-: ଫୁଲକୋବି ଖାଇ ଦମ୍ପତି ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଅନ୍ତର୍ଗତ ହାଲାପଙ୍କା ଗ୍ରାମରେ। ସୂଚନା ଅନୁଯାୟୀ, ଗ୍ରାମର ଦମ୍ପତି ଯବିତ୍ର ଗମାଙ୍ଗ ଏବଂ ନମିତା ଗମାଙ୍ଗ ନିଜ ବାଡ଼ିରେ ଫୁଲକୋବି…
ରାଉରକେଲାରେ ମୁଖ୍ୟ ଶାସନ,ଫାଇଭ-ଟି ସଚିବ: ହକି ଷ୍ଟାଡିୟମ କାର୍ଯ୍ୟ ତଦାରଖ
ସୁନ୍ଦରଗଡ଼ ଅଫିସ,୧୮।୩: ସୁନ୍ଦରଗଡ଼ ଜିଲା ରାଉରକେଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ ଯାଇଛନ୍ତି। ସେମାନେ ସେଠାରେ ପହଞ୍ଚି ବିପିୟୁଟି ପରିସରରେ ନିର୍ମିତ ଦେଶର ସର୍ବବୃହତ ହକି ଷ୍ଟାଡିୟମ କାର୍ଯ୍ୟ ତଦାରଖ…
୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଗିରଫ ହେଲେ ମା’-ପୁଅ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ରାଜଧାନୀସ୍ଥିିତ ଭରତପୁର କୋଲାଥିଆରୁ ସ୍ପେସାଲ ସ୍କ୍ବାଡ୍ ଟିମ୍ ଓ ଭରତପୁର ଥାନା ପୋଲିସ ଶୁକ୍ରବାର ଏକ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ । ଏହି ଘଟଣାରେ ପୋଲିସ…
ଶ୍ରୀମନ୍ଦିରକୁ ଧସେଇ ପଶିଲେ ଭକ୍ତ
ପୁରୀ ଅଫିସ, ୧୮।୩: ଆଜି ପବିତ୍ର ଦୋଳପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ଦୋଳରେ ଦୋଳଗୋବିନ୍ଦ, ଚାପରେ ମଧୁସୁଦନ ଓ ରଥରେ ବାମନ ରୂପରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତଙ୍କ ଭାଗ୍ୟରେ ଥିଲେ ମିଳିଥାଏ ବୋଲି ବିଶାସ ରହିଛି।…
ସମସ୍ତ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। କରୋନା କଟକଣା କଡାକଡି ପାଳନ କରିବା ସହ ସଂକ୍ରମଣ ହ୍ରାସ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜିନମ୍ ସିକ୍ୱେନ୍ସି ଓ…
ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ
ବାରଙ୍ଗ ଅଫିସ,୧୮।୩ : ନନ୍ଦନକାନନରେ ଦ୍ୱିତୀୟ ଥର ପାଇଁ ମା ହେଲା ସିଂହ ବିଜଲୀ। ଆଜି ଭୋର ସମୟରେ ବିଜଲୀ ଏକ ଶାବକ ଜନ୍ମ ଦେଇଛି । ପ୍ରସବ ପ୍ରକ୍ରିୟା ଜାରି ଏବେ ରହିଛି। ଆସନ୍ତା ୫ ରୁ ୭ ଘଣ୍ଟା…
ରାଜ୍ୟବାସୀଙ୍କୁ ଦୋଳପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ଉତ୍ସବମୁଖର ହୋଇଛି ଗାଁଠୁ ସହର। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।…
ଭାଇ ବିପକ୍ଷରେ ଭାଇ
ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ପୌର ପରିଷଦର ଓ୍ବାର୍ଡ ନଂ.୫ରେ ଦୁଇ ଭାଇ ପରସ୍ପର ବିପକ୍ଷରେ କାଉନ୍ସିଲର ପ୍ରାର୍ଥୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ସପନ କୁମାର ତ୍ରିପାଠୀ (ବୁଲୁ), ବିଜେଡି ପ୍ରାର୍ଥୀ ଉତ୍ତମ ତ୍ରିପାଠୀ ସମ୍ପର୍କୀୟ ଭାଇ। ସୂଚନାନୁଯାୟୀ ଉତ୍ତମ ପୂର୍ବତନ ଏମ୍ପି ପ୍ରଦୀପ…
ଧାନ-ପାନ-ମୀନ ପ୍ରକଳ୍ପର ରୂପାୟନରେ ହେବ ସହାୟକ
ବାଲେଶ୍ୱର ଅଫିସ,୧୮ା୩ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ (ଏଫ୍ଏମ୍ୟୁ) ଓ ଇଣ୍ଡିଆନ୍ କାଉନ୍ସିଲ୍ ଅଫ୍ ଏଗ୍ରିକଲଚର ରିସର୍ଚ୍ଚ (ଆଇସିଏଆର୍) ଓ ସେଣ୍ଟ୍ରାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଫ୍ରେସ୍ୱାଟର ଆକ୍ୱାକଲଚର (ସିଆଇଏଫ୍ଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଯାଇଛି। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ…
ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା
ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ ପରିବହନ ଯୋଗୁଁ ନୟାଗଡ଼ରୁ କାଳିମାଟି ପର୍ଯ୍ୟନ୍ତ ରାସ୍ତା ଜାମ ହୋଇଥିଲା। ଏଥିରେ ସ୍କୁଲ…
‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’
କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ସଭାରେ ସଦର ବିଧାୟକ ତଥା ବିରୋଧୀ ଦଳ ମୁଖ୍ୟ…
ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି
ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି କୁସଆମାଁଙ୍କ…
Archives


