ଦାୟିତ୍ୱ ଗ୍ରହଣ କଲେ ନବନିର୍ବାଚିତ ସରପଞ୍ଚ
କେସିଙ୍ଗା,୧୬ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଳ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପିଇଓ ଉଗ୍ରସେନ ଗୌଡ଼ଙ୍କ ଉପସ୍ଥିତିରେ ଝରଣା ବାଗ ବୁଧବାର ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ସରପଞ୍ଚ ହେମନ୍ତ ନାଗ୍ଙ୍କଠାରୁ ନୂଆ ସରପଞ୍ଚ ଝରଣା ବାଗ୍ ଦାୟିତ୍ୱ ନେଇଛନ୍ତି।…
ଆଉ ୬ ଅଧିକାରୀଙ୍କୁ ବିଦା କଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟ ସରକାର ଆଉ ୬ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ବିଦା ହୋଇଥିବା ଅଧିକାରୀଙ୍କ ମଧ୍ୟରେ ୩ ନିର୍ବାହୀ ଯନ୍ତ୍ରୀ, ଜଣେ ପୋଲିସ ଇନ୍ସପେକ୍ଟର ଅଛନ୍ତି। ସୂଚନାନୁଯାୟୀ, ନିର୍ବାହୀ ଯନ୍ତ୍ରୀ ସରୋଜ ଦାସ, ଦୟାନିଧି…
ଆକ୍ସନ ମୋଡରେ ବିଜେଡି: ୨ ନେତାଙ୍କୁ ଦଳରୁ ବିଦାକଲେ ସୁପ୍ରିମୋ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ବିଜୁ ଜନତା ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଠମଲ୍ଲିକ ଏନଏସ୍ସିର ନିହାର ହୋତା ଓ ସନ୍ତୋଷ ହୋତାଙ୍କୁ ଦଳରୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଏ ନେଇ…
ପୁରୀରେ ସେବାୟତଙ୍କୁ ହତ୍ୟା
ପୁରୀ ଅଫିସ, ୧୬।୩ : ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ପୁରୀ ବାରବାଟୀ ନିକଟରେ ଗୁଳି କରାଯାଇଥିବା ଜଣାପଡିଛି। ଗୁଳି କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ଦୁବୃର୍ତ୍ତ। ତେବେ ଗୁରୁତର…
ଆଜି ନକଲି ଡାକ୍ତରଙ୍କ ପଲିଗ୍ରାଫ ଟେଷ୍ଟ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ବୁଧବାର ପଲିଗ୍ରାଫ ଟେଷ୍ଟ ହେବ । ପୋଲିସ ବିଭିନ୍ନ ଦିଗକୁ ନେଇ ସ୍ବତନ୍ତ୍ର ପ୍ରଶ୍ନ ତିଆରି କରିଛି । ସେ କିଭଳି ଠକେଇ କରୁଥିଲେ? ଏ ନେଇ ପରିବାର ଛଡ଼ା ଆଉ କେଉଁମାନେ ତାଙ୍କର…
ରାଜ୍ୟରେ ଆଜି ବି ୧୦୦ ତଳେ ପଜିଟିଭ ସଂଖ୍ୟା
ଭୁବନେଶ୍ୱର,୧୬।୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ସେହିପରି ୪୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ…
ବୃତ୍ତିକୁ ବ୍ରତ ଭାବେ ଗ୍ରହଣ କରିଛି
ଟିମ୍ ଆଡ୍ମାର୍କର ପରିକଳ୍ପନା ଓ ଏହାର ଯାତ୍ରା କିଭଳି ଜାରି ରହିଛି? ରେଭେନ୍ଶା ମହାବିଦ୍ୟାଳୟରୁ ବାଣିଜ୍ୟରେ ଉଚ୍ଚଶିକ୍ଷା ଶେଷକଲା ପରେ ବାପାଙ୍କ ବ୍ୟବସାୟରେ ଯୋଗଦେଇ ଦେଖାଶୁଣା କରିବା ସହ ଅନେକ କାର୍ଯ୍ୟରେ ମଧ୍ୟ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ଜଡ଼ିତ ରହିଲି।…
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ
କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ୱରର ୪ଟି ସ୍ଥାନରେ ଚଢାଉ ଚାଲିଛି।…
ଆଜିଠୁ ୧୨ରୁ ୧୪ବର୍ଷର ପିଲାଙ୍କୁ ଟିକା
ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ଦେଶରେ ବୁଧବାରଠାରୁ ୧୨ରୁ ୧୪ବର୍ଷ ବୟସର ପିଲାଙ୍କ କୋଭିଡ ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। କେନ୍ଦ୍ର ସରକାରଙ୍କ ପରାମର୍ଶରେ ଓଡ଼ିଶାରେ ମଧ୍ୟ ଏହି ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବ। ଏହି ବର୍ଗର ରାଜ୍ୟର ପ୍ରାୟ ୧୫.୨୧ଲକ୍ଷ ପିଲା କୋଭିଡ୍…
ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ପ୍ରତି ସମର୍ଥନ ବଢୁଛି
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ନିର୍ବାଚନରେ ବିଜେଡି ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୩୫ ନମ୍ବର ଓ୍ବାର୍ଡରୁ ବିଜେଡି ଟିକେଟରୁ ବଞ୍ଚତ୍ତ ହୋଇ ସ୍ବାଧୀନ ପ୍ରାର୍ଥୀ ହୋଇଥିବା ସୁମିତା ସିଟ୍ଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି। ସୁମିତା…
ନେତାଙ୍କୁ ଦେଖିବାକୁ ମିଳୁନି
ଭୁବନେଶ୍ୱର, ୧୬।୩(ବ୍ୟୁରୋ): କଂଗ୍ରେସ ପରି ଭାଜପାର କେନ୍ଦ୍ରୀୟ ନେତାମାନେ ଏବେ ଓଡ଼ିଶା ଆସିବା ବନ୍ଦ କରିଦେଲେଣି। ଯିଏ ବି ଆସୁଛନ୍ତି କୌଣସି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଫେରିଯାଉଛନ୍ତି। ୨୦୧୪ ପରଠାରୁ ଭାଜପାର କେନ୍ଦ୍ରୀୟ…
ବିନା ଷ୍ଟାର୍ କ୍ୟାମ୍ପେନରରେ ପ୍ରଚାର
ଭୁବନେଶ୍ୱର, ୧୬।୩(ବ୍ୟୁରୋ): ରାଜ୍ୟରେ ପୌର ଭୋଟ୍ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବ। ୧୪ ତାରିଖରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ପ୍ରଚାର ପାଇଁ ହାତରେ ମାତ୍ର ୭ଦିନ ରହିଲା। ତେଣୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ମୋଟ ୬୭ଟି ଓ୍ବାର୍ଡରେ…
Archives


