ନଦୀରେ ବୁଡ଼ିଗଲେ ୨ ଭାଇ
ଡେଲାଙ୍ଗ,୧୭।୯(ଡି.ଏନ୍.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ନାଗଣ ଗ୍ରାମର ସଦାଶିବ ପ୍ରଧାନଙ୍କ ବଡ଼ପୁଅ...
ସୈନିକ ସ୍କୁଲରେ ହେବ ୧୦୦ ବେଡ୍ ଛାତ୍ରୀ ନିବାସ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ ପାଇଁ ୧୦୦ ବେଡ୍ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳି ସାରିଛି।...
୧୮ରୁ ପୁଣି ବର୍ଷା: ୨୦,୨୧ ଛେଚିବ
ଭୁବନେଶ୍ବର,୧୭।୯: ପୂର୍ବକେନ୍ଦ୍ରୀୟ ଓ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗବ ୧ବ ଓ ୧୩ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ସୃଷ୍ଟି ହୋଇଥିଲା ବନ୍ୟା ପରିସ୍ଥିତି। ଏବେ ପରିସ୍ଥିତ ନ...
ଜ୍ୱାଇଁ ମୋ’ ଝିଅକୁ ମାରିଦେଲେ
କବିସୂର୍ଯ୍ୟନଗର,୧୭ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମର ଏସ.ମହେନ୍ଦ୍ର ରେଡ୍ଡୀଙ୍କ ସ୍ତ୍ରୀ ରଙ୍ଗବତୀ (୨୦)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ଝାଡ଼ବାଇ ଗ୍ରାମର ରଙ୍ଗବତୀଙ୍କ ଗୁଡ଼ିଆଳିର ମହେନ୍ଦ୍ରଙ୍କ ସହ ବିବାହ ହୋଇଥିଲା। ପାରିବାରିକ କଳହକୁ କେନ୍ଦ୍ର...
ଜେଲ ଗଲେ ଇଞ୍ଜିନିୟର
ବ୍ରହ୍ମପୁର ଅଫିସ,୧୭।୯: ଗଞ୍ଜାମ ଜିଲା ଆସିକା ସ୍ଥିତ ଉଠା ଜଳସେଚନ ଉପବିଭାଜନର ସହକାରୀ ଯନ୍ତ୍ରୀ (ବୈଦ୍ୟୁତିକ) ଈଶ୍ୱର ଦାସଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ଗିରଫ କରିଥିଲା। ମାମଲା ନଂ.୧୪/୨୧ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଏସ୍ପିଙ୍କ ଦାୟିତ୍ୱରେ ଥିବା...
ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ
କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍ଠୋକ୍...
୫ ଦିନ ବନ୍ଦ ରହିବ ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟ
ଭୁବନେଶ୍ୱର,୧୭।୯: ଭୁବନେଶ୍ୱର ସବ-କଲେକ୍ଟର ଓ ତହସିଲ କାର୍ଯ୍ୟାଳୟକୁ ୫ ଦିନ ପାଇଁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ୨୧ ତାରିଖ ଯାଏ ଉଭୟ କାର୍ଯ୍ୟାଳୟ ବନ୍ଦ ରହିବ। ଉଭୟ କାର୍ଯ୍ୟାଳୟରୁ ୫ ଜଣ ପଜିଟିଭ୍ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଥିବା...
ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।...
ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା...
ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ
ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ...
ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର
କଟକ ଅଫିସ,୧୭ା୯: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ...
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ ଅଫିସ, ୧୭ା୯: ପବିତ୍ର ସୁନିଆ ଏବଂ ବିଶ୍ୱକର୍ମା ପୂଜା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ନୂତନ ଏସ୍ଓପି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି...
Archives


