ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼
ପଟ୍ଟାମୁଣ୍ଡାଇ, ୧୬ା୩ (ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଭାବ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡିରେ ଝଡ ସୃଷ୍ଟି କରିଛି। ବିଜେଡିର ଦୁଇଗୋଷ୍ଠୀ ଏହି ବ୍ଲକ ଓ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିସାହିଠାରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି। କଳାପତାକା ପ୍ରଦର୍ଶନ, ଗାଳିଗୁଲଜ…
କୋଭିଡ୍ କଟକଣାରେ ଚାଲିବ ବଜେଟ ଅଧିବେଶନ
ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ କରୋନା ପ୍ରକୋପ ହ୍ରାସ ପାଇଛି। ତେବେ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭାର ବଜେଟ ଅଧିବେଶନ ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ଚାଲିବ। ବିଧାନସଭା ସଦସ୍ୟ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମୀ, ଗଣମାଧ୍ୟମ ପ୍ରତିନିଧିମାନଙ୍କର କୋଭିଡ୍ ଟେଷ୍ଟ…
ମାଡ଼ ମାରି ନିଆଁ ଲଗାଇଦେଲେ ବଏ ଫ୍ରେଣ୍ଡ
କାମାକ୍ଷାନଗର,୧୬ା୩(ଡି.ଏନ.ଏ.): ମିସ୍ଡକଲ୍ରୁ ବିବାହିତା ମହିଳାଙ୍କ ସହ ପ୍ରେମ। ଆଉ ଅନୈତିକ ସମ୍ପର୍କ ପରେ ଚରିତ୍ରକୁ ସନ୍ଦେହ କରି ତାଙ୍କୁ ମାଡ଼ ମାରିବା ସହ ଦେହରେ ନିଆଁ ଲଗାଇଦେଇଛନ୍ତି ବଏଫ୍ରେଣ୍ଡ। ଗୁରୁତର ମହିଳା ଏବେ କଟକ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଗତ ୧୨…
ୱେବ୍ ପୋର୍ଟାଲ ପରିଚାଳିକାଙ୍କୁ ଖୋଜୁଛି ପୋଲିସ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳରୁ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗଁାର କ୍ୟାମେରାମ୍ୟାନ ମାନସ ସ୍ବାଇଁଙ୍କୁ ଅପହରଣ ପରେ ହତ୍ୟା କରି ପୋତାଯିବା ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ଘଟଣାରେ ଏକ ୱେବ୍…
ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ
ଭୁବନେଶ୍ୱର,୧୬।୩(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ତ୍ତ ବିଭାଗ ଭୁବନେଶ୍ୱର ଡିଭିଜନ୍-୪ର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅଜୟ ମିଶ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଏଥିସହ ତାଙ୍କ ସ୍ତ୍ରୀ ଶୁଭଶ୍ରୀ ମିଶ୍ରଙ୍କ ନାମରେ ମଧ୍ୟ ମାମଲା ରୁଜୁ କରାଯାଇଛି। ଗିରଫ…
ଚୈତନ୍ୟଙ୍କ ମୂର୍ତ୍ତି ଅନାବରଣ କଲେ ରାଜ୍ୟପାଳ
ପୁରୀ ଅଫିସ,୧୬।୩: ସ୍ଥାନୀୟ ମାତାମଠସ୍ଥିତ ଶ୍ରୀଚୈତନ୍ୟଙ୍କ ୩୫ ଫୁଟ ମୂର୍ତ୍ତି ଅନାବରଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଶ୍ରୀଗୌରବିହାର ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ମାତାମଠ ପରିସରରେ ଶ୍ରୀଚୈତନ୍ୟଙ୍କର ମୂର୍ତ୍ତି ନିର୍ମାଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ରାଜ୍ୟପାଳ ପୂର୍ବାହ୍ନ…
ସାଗର ବଳବନ୍ତରାୟ ନିଲମ୍ବିତ
ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ସାଗର ବଳବନ୍ତରାୟଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ଜରିଆରେ ଏହା…
୨୨ରୁ ମଦ ବିକ୍ରି ଉପରେ ଲାଗିଲା କଣାକଣା; ୪ ଦିନ ଯାଏ ‘ଡ୍ରାଏ ଡେ’
ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଗକୁ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ମାସ ୨୨ ତାରିଖରୁ ସମଗ୍ର ରାଜ୍ୟର ୧୦୬ ପୌରାଞ୍ଚଳ ଏବଂ ୩ ମହାନଗର ନିଗମ ଅଞ୍ଚଳରେ ୪ ଦିନ ପାଇଁ ଡ୍ରାଏ ଡେ’ ଘୋଷଣା କରିଛନ୍ତି। ଏସବୁ…
ମଡିଫାଏଡ ସାଇଲେନ୍ସରକୁ ନେଇ କଠୋର ହେଲା କମିଶନରେଟ ପୋଲିସ
ଭୁବନେଶ୍ୱର,୧୫।୩ (ବ୍ୟୁରୋ): ବାଇକ୍ରେ ମଡିଫାଏଡ ସାଇଲେନ୍ସର ଲଗାଇ ବିକଟାଳ ଶବ୍ଦ କଲେ ବା ଏଭଳି ସାଇଲେନ୍ସର ବ୍ରିକ୍ରି କରୁଥିବା ଦୋକାନୀଙ୍କୁ ପୋଲିସ ସାବଧାନ କରାଇ ଦେଇଛି। ଏଭଳି ଶବ୍ଦ ପ୍ରଦୂଷଣ କରିବା ମାମଲାରେ କମିଶନରେଟ ପୋଲିସ କଠୋର ହୋଇଛି। ବିଭିନ୍ନ ସ୍ଥାନରେ…
ବୁଧବାରଠୁ ଆରମ୍ଭ ହେବ ୧୨-୧୪ ବର୍ଷ ବୟସ୍କଙ୍କ ଟିକାକରଣ
ଭୁବନେଶ୍ୱର,୧୫।୩ (ବ୍ୟୁରୋ): ରାଜ୍ୟରେ ୨୦୧୫ ମାର୍ଚ୍ଚ ୧୦ ପୂର୍ବରୁ ଜନ୍ମ ହୋଇଥିବା ୧୨ରୁ ୧୪ ବର୍ଷ ବୟସ୍କଙ୍କ ଟିକାକରଣ ବୁଧବାରଠୁ ଆରମ୍ଭ ହେବ । ପୂର୍ବରୁ ଜନ୍ମ ବର୍ଷ ଆଧାରରେ ଟୀକା ଦିଆଯାଉଥିଲା । ଏବେ ଜନ୍ମ ତାରିଖ ଆଧାରରେ ଟିକା…
ବଜେଟ ଅଧିବେଶନ ପୂର୍ବରୁ କରାଯିବ କୋଭଡ ଟେଷ୍ଟ
ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଆସନ୍ତା ୨୩ରୁ ବସିବ ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି । ତେବେ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ବୋଲି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା…
ମହିଳା ଥାନାରେ ହାଜର ହେଲେ ନକଲି ଡାକ୍ତରଙ୍କ ପ୍ରଥମ ସ୍ତ୍ରୀ
ଭୁବନେଶ୍ବର ୧୫।୩ : ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ରମେଶଙ୍କୁ ପୋଲିସ ରିମାଣ୍ଡରେ ଆଣି ପଚରାଉଚରା କରୁଥିବା ବେଳେ ଏଯାଏ କୌଣସି ତଥ୍ୟ ପୋଲିସ ହାତରେ ଲାଗିନାହିଁ। ରମେଶଙ୍କ ବିଷୟରେ ଅଧିକ ତଥ୍ୟ…
Archives


