ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସିଙ୍କ ସୂଚନା
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜ୍ୟରେ ଲଗାଣୁ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସମ୍ଭାବ୍ୟ ବନ୍ୟା ନେଇ ଏସ୍ଆର୍ସି ପ୍ରଦୀପ ଜେନା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରକୁ...
ବାଛୁରି ଆଣିବାକୁ ଯାଇ ଭାସି ଯାଇଥିଲେ ବାପ, ପୁଅ: ମିଳିଲା ମୃତଦେହ
ବରୀ ,୧୬।୯(ଡି.ଏନ୍.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁରେ। ମୃତକ ଦ୍ୱୟ...
ପୁଣି ବର୍ଷା: ୧୮ରେ ହାଲ୍କା ୧୯, ୨୦ରେ ପ୍ରବଳ ବର୍ଷିପାରେ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର...
ଆଇଟିଆର୍ ଗୁପ୍ତ ତଥ୍ୟ ଲିକ୍ ଘଟଣା: ବାଲେଶ୍ୱରରେ ୪ ଜଣିଆ ଟିମ୍ର ତଦନ୍ତ ଆରମ୍ଭ
ବାଲେଶ୍ୱର ଅଫିସ,୧୬ା୯: ବାଲେଶ୍ବର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନ ଆଇଟିଆର ତଥ୍ୟ ବିଦେଶୀ ତଥା ଶତ୍ରୁ ପାକିସ୍ତାନକୁ ଲିକ୍ ଅଭିଯୋଗ ପ୍ରସଙ୍ଗରେ ତଦନ୍ତ ଜୋରଦାର ଜାରି ରହିଛି । ବୁଧବାର ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା...
ବନ୍ୟା ଘେରରେ ହିରୀମୂଳ ଗ୍ରାମବାସୀ
ଖୋର୍ଦ୍ଧା ଅଫିସ,୧୬।୯: ମହାନଦୀ ବନ୍ୟା ଜଳ ମଳାଗୁଣି ଓ ରାଜୁଆ ନଦୀରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଖୋର୍ଦ୍ଧା ବ୍ଳକ ଓରବରସିଙ୍ଗ ପଞ୍ଚାୟତର ହିରୀମୂଳ, ନରଣଗଡ ପଞ୍ଚାୟତର ମାନପୁର ଓ ଧବଳପୁର ଗ୍ରାମରେ ବନ୍ୟାଜଳ ପଶିଛି। ଗ୍ରାମରେ ଆଣ୍ଠୁଏ ଉଚ୍ଚର...
ଭଉଣୀଙ୍କ ସୁନା ଚୋରି କରି ଜେଲ ଗଲେ ଭାଇ, ବନ୍ଧା ରଖି ଆଣିଥିଲେ ଟଙ୍କା
ଗଞ୍ଜାମ,୧୬।୯(ଡି.ଏନ୍.ଏ.): ଭାଇ ସାଜିଲା ଭଉଣୀର ଭଗାରୀ । ନିଜ ଭଉଣୀର ସୁନା ନାନୁ ଓ ଚେନ ଚୋରି କରି ଧରା ପଡିବା ପରେ ଭାଇକୁ ଜେଲ୍ ଯିବାକୁ ପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଥାନା...
ଊର୍ମିଳା ମିଶ୍ର ଓସାକ୍ସର ପ୍ରକଳ୍ପ ନିର୍ଦ୍ଦେଶିକା
ଭୁବନେଶ୍ୱର, ୧୬।୯: ଡକ୍ଟର ଉର୍ମିଳା ମିଶ୍ରଙ୍କୁ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି (ଓସାକ୍ସ) ପ୍ରକଳ୍ପ ନିର୍ଦ୍ଦେଶିକା ଭାବେ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଥିବାବେଳେ...
ସଙ୍କଟରେ ୟେଲୋ ମନିଟର ଲିଜାର୍ଡ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଗୋଧି ଶିକାର ଚାଲିଛି। ଫଳରେ ଆଜି ଏହି ନିରୀହ ଭାରତୀୟ ବିଷହୀନ ସରୀସୃପ ଲୁପ୍ତ ପ୍ରାୟ ହେବାକୁ ବସିଲାଣି। ନିକଟରେ ପ୍ରକାଶିତ ଇଣ୍ଟରନ୍ୟାଶନାଲ ୟୁନିଅନ ଫର୍ କଞ୍ଜରଭେଶନ ଅଫ୍ ନେଚର(ଆଇୟୁସିଏନ୍) ରେଡ୍ ଲିଷ୍ଟର ସଂକଟଗ୍ରସ୍ତ ପ୍ରଜାତି ତାଲିକାରେ ୟେଲୋ...
ଆଉ ୪ ମୁଣ୍ଡ ନେଲା କରୋନା; କଟକରୁ ସର୍ବାଧିକ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ କରୋନାରେ ପ୍ରାଣ ହରାଇଛନ୍ତି ଆଉ ୪ ଜଣ ଆକ୍ରାନ୍ତ। ଏ ସଂପର୍କରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗୁରୁବାର ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୧୮କୁ ବୃଦ୍ଧି ପାଇଛି।...
ମହିଳା ବିରୋଧୀ ହିଂସା: ଓଡ଼ିଶା ୨ୟ
ଭୁବନେଶ୍ୱର (ବ୍ୟୁରୋ) /ନୂଆଦିଲ୍ଲୀ,୧୬ା୯: ବଳାତ୍କାର, ଏସିଡ୍ ଆକ୍ରମଣ, ହତ୍ୟା, ଯୌତୁକ ନିର୍ଯାତନା, ଚାଲାଣ, ଯୌନ ନିର୍ଯାତନା, ଅସଦାଚରଣ ଆଦି ମହିଳା ବିରୋଧୀ ହିଂସା ଓଡ଼ିଶାରେ ପ୍ରତିବର୍ଷ ବଢ଼ିଚାଲିଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍ସିଆର୍ବି) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ରିପୋର୍ଟ ଅନୁଯାୟୀ...
୨୪ ଘଣ୍ଟାରେ ୫୮୦ ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୭୭ ଛୁଆ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ୧୮ ବର୍ଷରୁ କମ ବର୍ଗରଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୬ କ୍ୱାରେଣ୍ଟାଇନ୍ର ଥିବା ବେଳେ ୨୪୪ଟି ଲୋକାଲ କେସ୍ ରହଥିବା...
ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର
ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ...
Archives


