୩୦ ଜିଲା ପରିଷଦରେ ୨୧ ମହିଳା ସଭାପତି
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଗତ ଜିଲା ପରିଷଦ ନିର୍ବାଚନରେ ବିଜୁ ଜନତା ଦଳକୁ ବିପୁଳ ସଫଳତା ମିଳିଛି। ୩୦ ଜିଲା ପରିଷଦରେ ୨୧ ଜଣ ମହିଳା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ମୋଟ ଆସନର ଏହା ୭୦ ପ୍ରତିଶତ। ଏହି ବିଜୟ ପାଇଁ ବିଜେଡି…
ରଣାଙ୍ଗନ ଛାଡ଼ିଲେ ୫୨ କର୍ପୋରେଟର ପ୍ରାର୍ଥୀ
ଭୁବନେଶ୍ୱର, ୧୫।୩ (ବ୍ୟୁରୋ): ଆସନ୍ତା ୨୪ରେ ହେବାକୁ ଥିବା ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସୋମବାର ଶେଷ ହୋଇଛି। ଶେଷ ଦିନରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରୁ ୪୪ଜଣ କର୍ପୋରେଟର ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ପ୍ରଥମ…
୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ
ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକାଧିକ ବୈଠକ ହୋଇସାରିଥିବା ବେଳେ ବିଧାୟକମାନଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ବହୁ…
ମେ’ ୧ରୁ ରବିଧାନ ସଂଗ୍ରହ
ଭୁବନେଶ୍ୱର,୧୫ା୩(ବ୍ୟୁରୋ):ଆସନ୍ତା ମେ ୧ ତାରିଖରୁ ରାଜ୍ୟରେ ରବି ଧାନ ସଂଗ୍ରହ ଆରମ୍ଭ ହେବ। ଏହା ଜୁନ୍ ୩୦ ତାରିଖ ଯାଏ ଚାଲିବ। ରବି ଧାନ ସଂଗ୍ରହ ହେବାକୁ ଥିବା ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା,…
୪୦ ଡିଗ୍ରୀ ଟପିବ ପାରଦ
ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ…
ବଜେଟ ଅଧିବେଶନ ଲାଗି ଆଜି ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଷୋଡ଼ଶ ବିଧାନସଭାର ୬ଦିନିଆ ଅଧିବେଶନ କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସମ୍ପାଦିତ ହେବ ସେନେଇ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ…
ବାର୍ରେ ବାଉନ୍ସର ମନା
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଦ୍ୱୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଥିବା ମଦ ବାର୍ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ଘରୋଇ ସୁରକ୍ଷା କର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରିପାରିବେ ନାହିଁ। ଗତ ନଭେମ୍ବର ୧ ତାରିଖରେ ଏ ସମ୍ପର୍କିତ ଏକ ନିର୍ଦ୍ଦେଶାବଳୀ କମିଶନରେଟ ପୋଲିସ ପକ୍ଷରୁ ଜାରି…
୨୦୨୩ ସୁଦ୍ଧା ସରିବ କ୍ୟାନ୍ସର ହସ୍ପିଟାଲ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଇନ୍ଫୋଭ୍ୟାଲି-୨ ନିକଟରେ ୨୦ ଏକର ଜମିରେ ପ୍ରାୟ ୨୨୦ କୋଟି ଟଙ୍କାରେ ନିର୍ମାଣ ହେବାକୁ ଯାଉଥିବା ବାଗ୍ଚୀ-ଶଙ୍କର କ୍ୟାନ୍ସର ହସ୍ପିଟାଲ୍ ଓ ଗବେଷଣା କେନ୍ଦ୍ର ୨୦୨୩ ଜୁଲାଇ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଛି। ଏହି ହସ୍ପିଟାଲ୍…
ଜୁନ୍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଓଜେଇଇ
ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଓଡ଼ିଶାର ବିଭିନ୍ନ ସରକାରୀ ଓ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ବି-ଫାର୍ମ ଓ ଏମ୍-ଫାର୍ମ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଉଦ୍ଦିଷ୍ଟ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୨ (ଓଜେଇଇ) ଜୁନ୍ ପ୍ରଥମ କିମ୍ବା ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ…
ପୂର୍ଣ୍ଣକାଳୀନ ବିମାନ ବନ୍ଦର ହେବ ଅମର୍ଦ୍ଦା ଏୟାରଷ୍ଟ୍ରିପ୍
ଭୁବନେଶ୍ୱର,୧୫ା୩(ବ୍ୟୁରୋ): ମୟୂରଭଞ୍ଜ ଜିଲାର ରାସଗୋବିନ୍ଦପୁରଠାରେ ଥିବା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଅମର୍ଦ୍ଦା ଏୟାରଷ୍ଟ୍ରିପ୍କୁ ଏକ ପୂର୍ଣ୍ଣକାଳୀନ ବିମାନବନ୍ଦରରେ ପରିଣତ କରାଯିବ। ଓଡ଼ିଶାର ଏହି ପ୍ରସ୍ତାବକୁ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟର ଅନୁମତି ଲୋଡ଼ିଛି।…
କଟକ ସହର ଯୁବ ବିଜେଡି ସଭାପତି ନିଲମ୍ବିତ
ଭୁବନେଶ୍ୱର,୧୪ା୩(ବ୍ୟୁରୋ)-କଟକ ସହର ଯୁବ ବିଜେଡି ସଭାପତି ମନଜିତ ଦାସଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିବା ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ ସୋମବାର ଏକ ପ୍ରେସ ବିଜ୍ଞପ୍ତି ଜରିିଆରେ…
ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ ପାଇଁ ଭାଜପା ଚେଷ୍ଟା ଚଳାଇଛି: ବିଜେଡି
ଭୁବନେଶ୍ୱର,୧୪ା୩(ବ୍ୟୁରୋ): ଓଡ଼ିଶା ଭାଜପା ଅଭ୍ୟାସଗତ ଭାବେ ରାଜ୍ୟବାସୀଙ୍କୁ ବିଭ୍ରାନ୍ତ ଓ ଭ୍ରମିତ କରିବା ସହିତ ଦ୍ୱନ୍ଦ୍ୱରେ ପକାଇବାକୁ ଚେଷ୍ଟା କରୁଛି।ଏଭଳି କାର୍ଯ୍ୟ ପାଇଁ ଓଡ଼ିଶାର ଲୋକମାନେ ସେମାନଙ୍କୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଥିବାବେଳେ ଓଡ଼ିଶା ଭାଜପା ଏଥିରୁ କିଛି ଶିଖିପାରୁ ନାହିଁ ବୋଲି…
Archives


